ଆରପାରିରେ ବଲିଉଡ ଅଭିନେତା ସତୀଶ ଶାହ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରପାରିରେ ବଲିଉଡ ଓ ଟେଲିଭିଜନ ଦୁନିଆର ଚର୍ଚ୍ଚିତ ହାସ୍ୟ ଅଭିନେତା ସତୀଶ ଶାହ। ଅକ୍ଟୋବର ୨୫ ତାରିଖରେ ମାତ୍ର ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି...
ପରଲୋକରେ ବିଶିଷ୍ଟ କବି ତଥା ଔପନ୍ୟାସିକ ରାଜେନ୍ଦ୍ର କିଶୋର ପଣ୍ଡା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ଓଡ଼ିଶାର ପ୍ରଖ୍ୟାତ କବି, ଔପନ୍ୟାସିକ ତଥା ପ୍ରଶାସକ ରାଜେନ୍ଦ୍ର କିଶୋର ପଣ୍ଡା। ଶୁକ୍ରବାର ସକାଳେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା।
ଝାରସୁଗୁଡ଼ା...
ରାସନକାର୍ଡ ହିତାଧିକାରୀ ପାଇବେ ଅଧିକ ୫ କେଜି ଚାଉଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାସନକାର୍ଡ ହିତାଧାରୀଙ୍କ ପାଇଁ ଖୁସି ଖବର। ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ। ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ତିନି ମାସ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ ଯୋଗାଇବା ନିମନ୍ତେ...
ବିଭିନ୍ନ ଜିଲ୍ଲାକୁ ଚେତାବନୀ: ଓଡ଼ିଶାରେ ଅକ୍ଟୋବର ୨୮ ଯାଏଁ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଅକ୍ଟୋବର ୨୮ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ...
ଭାରତୀୟ ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ନୀରଜ ଚୋପ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ଅଲିମ୍ପିକ୍ସସ ସ୍ଵର୍ଣ୍ଣ ବିଜେତା ନୀରଜ ଚୋପ୍ରା। ନୂଆଦିଲ୍ଲୀଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ନୀରଜଙ୍କୁ ସମ୍ମାନଜନକ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧି ପ୍ରଦାନ କରାଯାଇଛି। ଏହି ଅବସରରେ...
ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚି
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/r9M79BzQ6CA
ସାନାଏ ଟାକାଇଚି ହୋଇଛନ୍ତି ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ। ଜାପାନ ସଂସଦରେ ଐତିହାସିକ ନିଷ୍ପତ୍ତି ପରେ ତାଙ୍କୁ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ୬୪ ବର୍ଷୀୟ ଟାକାଇଚି...
ଓଡ଼ିଶାକୁ ଅକ୍ଟୋବର ୨୭ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅକ୍ଟୋବର ୨୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ...
ବାଲେଶ୍ଵର: ପରଲୋକରେ ବିଶିଷ୍ଟ ଶିଶୁ ସାହିତ୍ୟିକ ଭାସ୍କର ଚନ୍ଦ୍ର ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଆଉ ନାହାନ୍ତି ବିଶିଷ୍ଟ ଶିଶୁ ସାହିତ୍ୟିକ ଭାସ୍କର ଚନ୍ଦ୍ର ଦାସ। ମେଘଡ଼ମ୍ବରୁସ୍ଥିତ ବାସଭବନରେ ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ...
ନୂଆପଡ଼ା ବିଧାନସଭା ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତିର ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ ପୋଲିସ ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ଵାଇବି ଖୁରାନିଆ।
ପୋଲିସ...
କାନାଡାରେ ମନୋବିଜ୍ଞାନୀ ପ୍ରଫେସର ଡକ୍ଟର ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜନ୍ମିତ ଅନ୍ତର୍ଜାତୀୟ ଖାତିସମ୍ପନ୍ନ ମନୋବିଜ୍ଞାନୀ ପ୍ରଫେସର ଡକ୍ଟର ଜଗନ୍ନାଥ ପ୍ରସାଦ ଦାସଙ୍କର କାନାଡାର ଏଡମୋଣ୍ଟନ ସହରଠାରେ ପରଲୋକ ଘଟିଛି।
ପୁରୀ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିବା ଜଗନ୍ନାଥ ଦାସ ରେଭେନ୍ସା ବିଶ୍ୱବିଦ୍ୟାଳୟରେ...





















