ଜର୍ଜିଆର ଏକ ରେସ୍ତୋରାଁରେ ୧୧ ଭାରତୀୟଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତିରେ କାମ ସାରି ଶୋଇଥିଲେ, ସକାଳୁ ମିଳିଲା ମୃତଦେହ।
ଜର୍ଜିଆର ଗୁଡୌରୀ ପର୍ବତାଞ୍ଚଳର ଏକ ରେସ୍ତୋରାଁରେ ୧୨ ଜଣ କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୧୧ ଜଣ ଭାରତୀୟ ନାଗରିକ...
ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ। ଏଏସ୍ଆଇ, ଶ୍ରୀମନ୍ଦିର ପ୍ରଶାସନ ଏବଂ ତଦାରଖ କମିଟି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ମରାମତି ହେବ। ପ୍ରଥମେ ଭିତର ଓ ପରେ ବାହାର ରତ୍ନଭଣ୍ଡାରର...
ଶୀତରେ ଥରୁଛି ସାରା ଓଡ଼ିଶା: ୧୦ ଡିଗ୍ରୀ ତଳେ ଏକାଧିକ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା କମି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ମଙ୍ଗଳବାର ସକାଳେ ଅନେକ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ଶିମିଳିପାଳର...
ୟୁପିଏସସି ପକ୍ଷରୁ ‘ଏନଡିଏ’ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଡିସେମ୍ବର ୩୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରାଳୟ ଅଧିନସ୍ଥ ନାସନାଲ୍ ଡିଫେନ୍ସ ଏକାଡେମୀ (ଏନଡିଏ) ଓ ଭାରତୀୟ ନୌସେନା ଏକାଡେମୀ (ଆଇଏନଏ)ରେ ନାମଲେଖା ପାଇଁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ୨୦୨୫ ବର୍ଷ ପାଇଁ...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ‘ଦୋ-ଛକିରେ ଗଣମାଧ୍ୟମ' ଏବଂ ‘ଡିଜିଟାଲ ଯୁଗରେ ଗଣମାଧ୍ୟମରେ ଆହ୍ୱାନ’ ସଂପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ...
୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲା: ବଢ଼ିଲା ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଘନେଇବାରେ ଲାଗିଛି ଟେଣ୍ଡର ଫିକ୍ସିଂ ଓ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲା। ଏଥିରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ନାଁ ଯୋଡ଼ି ହେବା ପରେ ତାଙ୍କ ପାଇଁ ଅଡ଼ୁଆ ବଢ଼ିଛି।...
ନେହେରୁ ଯୁବ ସଂଗଠନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ଜିଲ୍ଲାସ୍ତରୀୟ ଯୁବ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଯୁବପିଢ଼ିଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ପରିପ୍ରକାଶ କରିବା ସହ ସେମାନଙ୍କ ଦକ୍ଷତାକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବାଲେଶ୍ୱର ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ...
ଭୁବନେଶ୍ଵର: ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ‘ଟାଇମ୍ପାସ୍’ ସାହିତ୍ୟ ପର୍ବ, ଉନ୍ମୋଚିତ ହେଲା ୧୨ଟି ନୂଆ ବହି
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଷଷ୍ଠ ରାଜ୍ୟ ପୁସ୍ତକ ମେଳାରେ ରବିବାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା 'ଟାଇମ୍ପାସ୍' ପକ୍ଷରୁ ଆୟୋଜିତ ହୋଇଛି ଏକ ଅଭିନବ ସାହିତ୍ୟ ପର୍ବ।...
ଚାଲିଛି ଭେରିଫିକେସନ, ଏବେ ମିଳିବନି ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଏବେ ମିଳିବନି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ କାର୍ଯ୍ୟ ଶେଷ ହେବା...
ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ମୂଲ୍ୟହୀନ – ପ୍ରିୟଙ୍କା ଗାନ୍ଧୀ
ମିନତି ମିଶ୍ର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ ସମ୍ବିଧାନ ଚର୍ଚ୍ଚାରେ ଭାଗ ନେଇ ନିଜର ବକ୍ତବ୍ୟ ରଖିଥିଲେ। ପ୍ରଧାନମନ୍ତ୍ରୀଙ୍କର ଏହି ଭାଷଣକୁ ନେଇ କଂଗ୍ରେସ କଡ଼ା ସମାଲୋଚନା କରିଛି। ବିଶେଷକରି ପ୍ରଥମ ଥର ପାଇଁ...





















