ବାଲେଶ୍ଵର: ପରଲୋକରେ ବିଶିଷ୍ଟ ଶିଶୁ ସାହିତ୍ୟିକ ଭାସ୍କର ଚନ୍ଦ୍ର ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଆଉ ନାହାନ୍ତି ବିଶିଷ୍ଟ ଶିଶୁ ସାହିତ୍ୟିକ ଭାସ୍କର ଚନ୍ଦ୍ର ଦାସ। ମେଘଡ଼ମ୍ବରୁସ୍ଥିତ ବାସଭବନରେ ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ...

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତିର ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ ପୋଲିସ ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ଵାଇବି ଖୁରାନିଆ। ପୋଲିସ...

କାନାଡାରେ ମନୋବିଜ୍ଞାନୀ ପ୍ରଫେସର ଡକ୍ଟର ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜନ୍ମିତ ଅନ୍ତର୍ଜାତୀୟ ଖାତିସମ୍ପନ୍ନ ମନୋବିଜ୍ଞାନୀ ପ୍ରଫେସର ଡକ୍ଟର ଜଗନ୍ନାଥ ପ୍ରସାଦ ଦାସଙ୍କର କାନାଡାର ଏଡମୋଣ୍ଟନ ସହରଠାରେ ପରଲୋକ ଘଟିଛି। ପୁରୀ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିବା ଜଗନ୍ନାଥ ଦାସ ରେଭେନ୍ସା ବିଶ୍ୱବିଦ୍ୟାଳୟରେ...

ବଲିଉଡର ଭେଟେରାନ ଅଭିନେତା ଅସରାନିଙ୍କ ଅନ୍ତିମ ସଂସ୍କାରରେ କାହିଁକି ଯୋଗଦେଲେନି ବଲିଉଡ କଳାକାର?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/DLEY-9CQfvk ଆଉ ନାହାନ୍ତି ବଲିଉଡର ଭେଟେରାନ ଅଭିନେତା ଗୋବର୍ଦ୍ଧନ ଅସରାନି। ଆଶ୍ଚର୍ଯ୍ୟର କଥା ହେଉଛି ତାଙ୍କ ଦେହାନ୍ତ ଖବର ବ୍ୟାପିବା ପୂର୍ବରୁ ସରିଯାଇଥିଲା ଅନ୍ତିମ ସଂସ୍କାର। ତାଙ୍କର ଅନ୍ତିମ ଯାତ୍ରାରେ ବଲିଉଡର କୌଣସି...

ଆଜି ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଆଲୋକ ଏବଂ ଉଲ୍ଲାସର ପର୍ବ ଦୀପାବଳି। ଦୀପାବଳି ପାଇଁ ଗାଁଠୁ ସହର ହୋଇଉଠିଛି ଚଳଚଞ୍ଚଳ। ଧୁମଧାମରେ ଦୀପାବଳି ପାଳନ ପାଇଁ ଏ ବର୍ଷ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଘରଠାରୁ...

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ଜୟ ଢୋଲକିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ବିଜେପି ନେତା ଏବଂ ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ବାହାରି ପ୍ରାର୍ଥିପତ୍ର...

ଚିଙ୍ଗୁଡ଼ି ଖୋଳପାରୁ ପରିବେଶ ଅନୁକୂଳ ଜୈବ ଉତ୍ପାଦ ପାଇଁ ପେଟେଣ୍ଟ ପାଇଲେ ବାଲେଶ୍ୱରର ଗବେଷକ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଚିଙ୍ଗୁଡ଼ି ଖୋଳପାରୁ ପରିବେଶ ଅନୁକୂ ଜୈବ ଉତ୍ପାଦ ପ୍ରସ୍ତୁତ କରିବା ପେଟେଣ୍ଟ ପାଇଛନ୍ତି ବାଲେଶ୍ୱର ଜିଲ୍ଲାର ଦୁଇଜଣ ଗବେଷକ ଡକ୍ଟର ସିଦ୍ଧାର୍ଥ ପତି ଏବଂ ଡକ୍ଟର...

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ଜାରି ହେଲା ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ବିଜେଡି। ନୂଆପଡ଼ା ଉପନିର୍ବାଚନ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନୂଆପଡ଼ା ବିଧାନସଭା...

ଦୀପାବଳି ପୂର୍ବରୁ ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀପାବଳି ପୂର୍ବରୁ ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଣିକି ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ୫୫ ପ୍ରତିଶତ ପରିବର୍ତ୍ତେ ୫୮...

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ଜାରି ହେଲା ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ବିଜେପି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଷ୍ଟାର ପ୍ରଚାରକ...