ଏଥର ଜମିବ ଦୁର୍ଗାପୂଜା: ରାତି ୧୨ଟା ଯାଏଁ ମେଲୋଡିରେ ମସଗୁଲ ହେବେ ଦର୍ଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଥର ଜମିବ ଦୁର୍ଗାପୂଜା। କାରଣ ରାତି ୧୨ଟା ଯାଏଁ ଚାଲିବ ମେଲୋଡି କାର୍ଯ୍ୟକ୍ରମ। ଏ ନେଇ ଗୁରୁବାର ଦିନ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଏହା ପୂର୍ବରୁ ପାର୍ବଣରେ ମେଲୋଡି ପାଇଁ...

ଆରମ୍ଭ ହେଲା ଆଇସିସି କ୍ରିକେଟ ବିଶ୍ୱକପ, ଇଂଲଣ୍ଡ-ନ୍ୟୁଜିଲାଣ୍ଡ ଉଦଘାଟନୀ ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଦଘାଟନୀ ମ୍ୟାଚ, ଟସ୍ ଜିତି ନ୍ୟୁଜିଲାଣ୍ଡର ଫିଲ୍ଡିଂ ନିଷ୍ପତ୍ତି। ଆରମ୍ଭ ହେଲା କ୍ରିକେଟ ମହାକୁମ୍ଭ ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ। ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ଡିଫେଣ୍ଡିଂ...

ରହସ୍ୟ ଘେରରେ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ମାମଲା: ଆଜି...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢ଼ିବାକୁ ଲାଗିଛି। ଗୋଟିଏ ଅଞ୍ଚଳର ଦୁଇ ଦୁଇ ଜଣ ମହିଳା ଅଧିକାରୀଙ୍କର ସନ୍ଦେହଜନକ ଭାବେ...

ସିକ୍କିମ: ଆକସ୍ମିକ ବନ୍ୟାରେ ଭାସି ଓଡ଼ିଆ ଯବାନ ସରୋଜ କୁମାର ଦାସ ନିଖୋଜ

ଓଡ଼ିଶାଲାଇଭ୍ ବ୍ୟୁରୋ ସିକ୍କିମରେ ବାଦଲଫଟା ବର୍ଷା ଯୋଗୁଁ ଆସିଥିବା ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ଆକସ୍ମିକ ବନ୍ୟାରେ ଭାରତୀୟ ସେନାର ୨୩ ଜଣ ଯବାନ ଭାସିଯାଇ ନଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ...
VIMSAR

ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର-ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୀମସାରରେ କୌଣସି ଏକ କାରଣକୁ କେନ୍ଦ୍ର କରି ଜଣେ ପିଜି ଛାତ୍ର ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର ଓ ଘରୋଇ ସୁରକ୍ଷା କର୍ମୀଙ୍କ ମଧ୍ୟରେ...

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଶ୍ୱିନ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଗୁରୁବାର ଆଶ୍ୱିନ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ଅନୁଷ୍ଠିତ ହେବ ପୁରୀ ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ବନକଲାଗି...

ଆଇସିସି କ୍ରିକେଟ ବିଶ୍ୱକପ: ଆଜିଠୁ ଆରମ୍ଭ ହେବ କ୍ରିକେଟ ମହାସମର

ଓଡ଼ିଶାଲାଇଭ୍ ବ୍ୟୁରୋ କ୍ରିକେଟ ବିଶ୍ୱକପ ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ। ଆଜିଠୁ ଆରମ୍ଭ ହେବ ଦିନିକିଆ କ୍ରିକେଟ ବିଶ୍ୱକପ। ୧୦ଟି ଟିମ ଭିତରେ ହେବ କଡ଼ା ମୁକାବିଲା। ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ପାକିସ୍ତାନ,...

ଓଡ଼ିଶାରେ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅକ୍ଟୋବର ୧୦ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)...

ମାନସ ମଙ୍ଗରାଜ ହେଲେ ରାଜ୍ୟସଭାରେ ବିଜେଡିର ମୁଖ୍ୟ ସଚେତକ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଂସଦ ମାନସ ମଙ୍ଗରାଜ ହେଲେ ରାଜ୍ୟସଭାରେ ବିଜେଡିର ମୁଖ୍ୟ ସଚେତକ। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏ ନେଇ...

ଓଡ଼ିଆ ଚଳଚ୍ଚିତ୍ରର ଏକ ମାଇଲଖୁଣ୍ଟ ‘ଶ୍ରୀ ଲୋକନାଥ’

ଓଡ଼ିଶାଲାଇଭ୍ ବ୍ୟୁରୋ ‘ଶ୍ରୀ ଲୋକନାଥ’ ଜାତୀୟ ପୁରସ୍କାର ଲାଭ କରିବାରେ ଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର। ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶ୍ରୀ ଲୋକନାଥକୁ ଏକ ସ୍ମରଣୀୟ ଚଳଚ୍ଚିତ୍ର ବୋଲି ଧରାଯାଏ। ୧୯୬୦ ମସିହାରେ ନିର୍ମିତ ଏହି...