ଜନ୍ମଦିନରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/kFexpC23yZE ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି। ଜନ୍ମଦିନରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୋରାପୁଟ: ଗଞ୍ଜେଇ ଚାଲାଣ ବେଳେ ପାଡୁଆ ପୋଲିସର ଚଢ଼ଉ, ୫ ଅଭିଯୁକ୍ତ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲ୍ଲା ପାଡୁଆ ଥାନା ପୋଲିସ ଚଢାଉ କରି ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଜୟପୁର ସଦର ଥାନା କୁସୁମପୁଟର ଲାଲ...

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ। ଏନେଇ ଘୋଷଣା କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ସର୍ବପ୍ରଥମେ ଘାସିରାମ ମାଝୀଙ୍କୁ କଂଗ୍ରେସ ପ୍ରାର୍ଥୀ...

ଅସୀମ ଦା’ ଖଟି

କପିଳାସ ଭୂୟାଁ ଅସୀମ ବସୁ, ଓଡ଼ିଶାର କଳା ସଂସ୍କୃତି କ୍ଷେତ୍ରରେ ଏକ ବହୁ ପରିଚିତ ନାଁ। ଆଜି ଥିଲା ତାଙ୍କର ୯୩ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ଆଜି ସକାଳେ ସେହି ବିଶିଷ୍ଟ ଚିତ୍ରଶିଳ୍ପୀ, ମଞ୍ଚ-ମଣିଷ,...

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାଷିରାମ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ। ଅକ୍ଟୋବର ୧୫ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ସେ ପ୍ରାର୍ଥିପତ୍ର...

ଇ-କେଓ୍ଵାଇସି କରିନଥିଲେ ନଭେମ୍ବରରୁ ହିତାଧିକାରୀଙ୍କୁ ମିଳିବନି ଚାଉଳ

ଓଡ଼ିଶାଲାଇଭ୍ ବ୍ୟୁରୋ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଇ-କେଓ୍ଵାଇସି କରିନଥିଲେ ନଭେମ୍ବର ମାସରୁ ଚାଉଳ ମିଳିବନି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଇ-କେଓ୍ଵାଇସି...

ଡିସେମ୍ବର ୨୪ରୁ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଘୋଷଣା ହେଲା ତାରିଖ। ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ୨୦୨୬ ଜାନୁଆରି ୩ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ଧନୁଯାତ୍ର ମହୋତ୍ସବ...

ଅର୍ଥଶାସ୍ତ୍ରରେ ୩ ଜଣଙ୍କୁ ନୋବେଲ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୫ ପାଇଁ ଅର୍ଥଶାସ୍ତ୍ରରେ ନୋବେଲ ବିଜେତାଙ୍କ ନାଁ ଘୋଷଣା କରାଯାଇଛି। ଏହି ସମ୍ମାନ ପାଇଁ ରୟାଲ ସ୍ଵିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ ପକ୍ଷରୁ ତିନିଜଣ ଅର୍ଥଶାସ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ସେମାନେ ହେଉଛନ୍ତି...

ଓଡ଼ିଶାର ୪ଟି ଜିଲ୍ଲାରେ ‘ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା’ର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୬ ବର୍ଷ ପାଇଁ ପ୍ରତି ବର୍ଷ ଯୋଜନାରେ ଖର୍ଚ୍ଚ ହେବ ୨୪ ହଜାର କୋଟି ଟଙ୍କା କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲା ଯୋଜନାରେ ସାମିଲ ସମ୍ୱଲପୁରରେ ଆକ୍ୱା ପାର୍କ ଏବଂ...

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ: କାହାକୁ କେଉଁ ଦାୟିତ୍ଵ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ରାଜ୍ୟର ୩ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ଖଲିପଡ଼ିଥିବା ଏହି ପଦବୀରେ ନୂଆ ନିଯୁକ୍ତି ହୋଇଛି। ବିଦ୍ୟାଳୟ...