ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଓଡ଼ିଶାବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ଚଳଚଞ୍ଚଳ ହୋଇଛି ସାରା ରାଜ୍ୟ। ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଏହି ଅବସରରେ ଡଙ୍ଗା ଭସାଇଛନ୍ତି ଲକ୍ଷ ଲକ୍ଷ ଓଡ଼ିଆ।...

ଓଡ଼ିଶା ପୋଲିସରେ ୨୦୮୦ଟି କନଷ୍ଟେବଳ ପଦବୀ ପାଇଁ ଆବେଦନ ଜାରି: ଆଜି ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପୋଲିସରେ ଅନେକ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ରାଜ୍ୟ ପୋଲିସର ବିଭିନ୍ନ ବିଭାଗରେ ଖାଲିଥିବା ୨୦୮୦ଟି କନଷ୍ଟେବଳ ପଦବୀ ପୂରଣ ହେବ। ଓଏସଏପି, ଆଇଆରବି, ଏସଆଇଆର ତଥା ସ୍ପେସାଲ...

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ‘ଓଡ଼ିଶା ମଣ୍ଡପ’ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏଥରର ଥିମ୍: ‘ବିକଶିତ ଭାରତ ବିକଶିତ ଓଡ଼ିଶା’ ଓଡ଼ିଶା ମଣ୍ଡପ ଡିଜାଇନରେ ପ୍ରତିଫଳିତ ‘ପ୍ରାଚୀନରୁ ବିଜ୍ଞାନ’ ମିଳୁଛି ଓଡ଼ିଶା ପ୍ରସିଦ୍ଧ ରସଗୋଲା, ଦହିବରା, ଛେନାଝିଲ୍ଲି ଓ...

ବଢ଼ିଲା ଓଲିଉଡ କଳି: ମୁହାଁମୁହିଁ ହେଲେ ନିର୍ଦ୍ଦେଶକ ସଂଘ ଓ ଅଭିନେତା ମନୋଜ ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଜୋର ଧରିଲା ଓଲିଉଡ କଳି। ମନୋଜ ମିଶ୍ରଙ୍କ ବିରୋଧରେ ଏକାଠି ହୋଇଛନ୍ତି ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘର ବରିଷ୍ଠ ସଦସ୍ୟ। କଟକ ସାଇବର ଥାନାରେ ମନୋଜ ମିଶ୍ରଙ୍କ ବିରୋଧରେ...

୩ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ, ଜାଣନ୍ତୁ କାହାକୁ ମିଳିବ କେଉଁ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଘୋଷଣା ହୋଇଛି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଏବଂ ୨୦୨୨ ୩ ବର୍ଷ ପାଇଁ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଏନେଇ ଗୁରୁବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି...

ଜାଣନ୍ତୁ ଡାଏବେଟିସ୍ କେତେ ପ୍ରକାରର ଓ ଏହାର ଲକ୍ଷଣ

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=n0PCC9EA8fU ଆଜିର ସମୟରେ ଡାଏବେଟିସ୍ ବା ମଧୁମେହ ରୋଗ ବିଶ୍ଵରେ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ମୁଣ୍ଡ ଟେକିଛି। ବିଶ୍ଵର ପ୍ରାୟ ସବୁ ଦେଶରେ ଅଧିକ ମାତ୍ରାରେ ଡାଏବେଟିସ୍ ରୋଗୀ...

ମଣିପୁରରେ ଥମୁନି ହିଂସା: ଅତିରକ୍ତ ଅର୍ଦ୍ଧସାମରିକ ବାହିନୀ ମୁତୟନ କଲେ କେନ୍ଦ୍ର ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନ ଧରି ମଣିପୁରର ଚାଲିଥିବା ହିଂସା ଥମିବାର ନାଁ ଧରୁନି। କିଛି ଦିନ ଧରି ରାଜ୍ୟରେ ସ୍ଥିତି ଶାନ୍ତ ଥିଲାବେଳେ ଏବେ ପୁଣି କୁହୁଳିଛି ହିଂସାର ନିଆଁ। ଏହାକୁ ଦୃଷ୍ଟିରେ...

ଫେବ୍ରୁଆରି ୨୧ରୁ ମାର୍ଚ୍ଚ ୬ ଯାଏଁ ମାଟ୍ରିକ ପରୀକ୍ଷା – ଜାଣନ୍ତୁ କେଉଁ ଦିନ ଅଛି କେଉଁ ବିଷୟ?

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ୨୦୨୫। ଏହା ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିବ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ଜାରି...

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ପାରମ୍ପରିକ ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ

ଓଡ଼ିଶାଲାଇଭ୍ ବ୍ୟୁରୋ କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର କ୍ୟାମ୍ପସରେ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ ଉଦଘାଟିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଆନୁଷ୍ଠାନିକ ଭାବେ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିଳିବ ଡୋମିନିକାର ସର୍ବୋଚ୍ଚ ନାଗରିକ ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଡୋମିନିକାର ସର୍ବୋଚ୍ଚ ନାଗରିକ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡୋମିନିକା ସରକାର ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ନିଜ ଦେଶରେ ସର୍ବୋଚ୍ଚ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର’ ଦେବାକୁ ନିଷ୍ପତ୍ତି...