ଆଜି ଶିଶୁ ଦିବସ – ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନ। ଆଜିର ଦିନକୁ ସ୍କୁଲ ଏବଂ କଲେଜ ଆଦି ବିଭିନ୍ନ ସ୍ଥାନରେ ବେଶ ଉତ୍ସାହର ସହ ପାଳନ...
ଡାଏବେଟିସକୁ କେମିତି କରିବେ ନିୟନ୍ତ୍ରଣ?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=H1VeLUxoCWs
ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଏବେ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଉଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ସମସ୍ୟା ପାଲଟିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା...
ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତା ହେଲେ ଜେଲଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକସେବା ଭବନଠାରେ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ଏଣିକି...
ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଭିନ୍ନକ୍ଷମ ଜୁଡୋ ଖେଳାଳିଙ୍କୁ ଆର୍ଥିକ ସହାୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୧ରୁ ୮ ତାରିଖ ପର୍ଯ୍ୟନ୍ତ ମାଲେସିଆରେ ହେବାକୁ ଯାଉଛି ‘ଦଶମ ଏସିଆ ପାସିଫିକ ଡିଫ ଗେମ୍ସ-୨୦୨୪’। ଏଥିରେ ଭାରତୀୟ ଦଳରୁ ପ୍ରତିନିଧିତ୍ଵ କରିବାକୁ...
ମୟୂରଭଞ୍ଜ: ହାତୀ ଗଣନା ପାଇଁ ବନବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ସ୍ଵତନ୍ତ୍ର ତାଲିମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ସମଗ୍ର ରାଜ୍ୟରେ ହାତୀ ଗଣନା କାର୍ଯ୍ୟ ନଭେମ୍ବର ୧୪, ୧୫ ଓ ୧୬ ତାରିଖ ତିନି ଦିନ ବ୍ୟାପୀ କରାଯିବ। ଏଥିପାଇଁ ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡ...
ପ୍ରଫେସର ମନୋରଞ୍ଜନ ପରିଡ଼ା: ଇଣ୍ଡିଆନ ରୋଡ୍ କଂଗ୍ରେସର ନୂଆ ସଭାପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଣ୍ଡିଆନ ରୋଡ୍ କଂଗ୍ରେସର (ଆଇଆରସି) ନୂଆ ସଭାପତି ହୋଇଛନ୍ତି ପ୍ରଫେସର ମନୋରଞ୍ଜନ ପରିଡ଼ା। ନଭେମ୍ବର ୧୧ ତାରିଖରେ ରାୟପୁରରେ ଆୟୋଜିତ ଆଇଆରସିର ସ୍ଵତନ୍ତ୍ର ଅଧିବେଶନରେ ସେ ସଂଗଠନର ସଭାପତି ନିର୍ବାଚିତ ହୋଇଛନ୍ତି।...
ସୁଭଦ୍ରା ଯୋଜନାରୁ ବାଦ ପଡ଼ିବେନି ଜଣେ ବି ଯୋଗ୍ୟ ହିତାଧିକାରୀ – ଉପମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ନଭେମ୍ବର ୨୪ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ତୃତୀୟ କିସ୍ତିରେ ୨୦ ଲକ୍ଷରୁ ଊର୍ଦ୍ଧ୍ଵ ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା...
ନଭେମ୍ବର ୧୫ରୁ ବଢ଼ିବ ଶୀତ: ରାଜ୍ୟରେ ୨ରୁ ୪ ଡିଗ୍ରୀ ଖସିବ ପାରଦ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବଢ଼ିବାକୁ ଯାଉଛି ଶୀତ ଲହରୀ। ରାଜ୍ୟରେ ନଭେମ୍ବର ୧୫ ତାରିଖରୁ ରାତିରେ ପାରଦ ଖସିବା ସହ ଶୀତ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ...
ଜାଣନ୍ତୁ ଏମିତି କିଛି ଦେଶ ଯେଉଁଠି ଭାରତୀୟ ମୁଦ୍ରାର ମୂଲ୍ୟ ବହୁତ ଅଧିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପରେ ଏବେ ବିଭିନ୍ନ ଦେଶର ମୁଦ୍ରାର ମୂଲ୍ୟ ଡଲାର ତୁଳନାରେ ହ୍ରାସ ପାଇବାରେ ଲାଗିଛି। ଭାରତରେ ମଧ୍ୟ ଡଲାର ତୁଳନାରେ ଟଙ୍କାର ମୂଲ୍ୟ କିଛି ମାତ୍ରାରେ ହ୍ରାସ...
ଆସନ୍ତା ନୂଆ ବର୍ଷରୁ ମିଳିବ ନୂଆ ରାସନ କାର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ନୂଆ ବର୍ଷରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ରାସନକାର୍ଡ ଇ-କେଓ୍ଵାଇସି ଯାଞ୍ଚ ପ୍ରକିୟା ନଭେମ୍ବର ମାସରେ ଶେଷ ହେବ। ଇ-କେଓ୍ଵାଇସି ଯାଞ୍ଚ...





















