ଶିମିଳିପାଳକୁ ଆସିବ ଆଉ ଏକ ମହାବଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିମିଳିପାଳ ଅଭୟାରଣ୍ୟକୁ ଆସିବ ଆଉ ଏକ ମହାବଳ ବାଘୁଣୀ। ଆସନ୍ତା ସପ୍ତାହରେ ମହାବଳ ବାଘୁଣୀକୁ ଶିମିଳିପାଳ ଅଣାଯିବ ବୋଲି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବାଘୁଣୀ ଆଣିବା ଲାଗି ଦ୍ଵିତୀୟ ପର୍ଯ୍ୟାୟରେ...

ଗଜପତି ମହାରାଜାଙ୍କ ବିରୋଧ ପରେ ନରମିଲା ଇସ୍କନ: ହେବନି ଅଦିନିଆ ରଥଯାତ୍ରା 

ମିନତି ମିଶ୍ର ଗଜପତି ମହାରାଜାଙ୍କ ବିରୋଧ ପରେ ନରମିଲା ଇସ୍କନ। ବନ୍ଦ କଲା ଅଦିନିଆ ରଥଯାତ୍ରା ଯୋଜାନା। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଇସ୍କନର ମନମାନିକୁ ନେଇ ବର୍ଷିବା ପରେ ରଥଯାତ୍ରା କରାଯିବ...

ଫକୀର ମୋହନ ବିଶ୍ଵବିଦ୍ୟାଳୟରେ ଆନ୍ତଃମହାବିଦ୍ୟାଳୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀର ମୋହନ ବିଶ୍ଵବିଦ୍ୟାଳୟର କ୍ରୀଡ଼ା ପରିଷଦ ଦ୍ଵାରା ଦିନିକିଆ ଆନ୍ତଃମହାବିଦ୍ୟାଳୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଏହି ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ...

ଡିସେମ୍ବର ୧୫ରେ ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରି ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପ୍ରିଲିମିନାରି ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା ହୋଇଛି। ଆସନ୍ତା ଡିସେମ୍ବର ୧୫ ତାରିଖରେ ଓସିଏସ ପ୍ରିଲିମିନାରି ପରୀକ୍ଷା ହେବ। ଏନେଇ ଗୁରୁବାର ଓଡ଼ିଶା ଲୋକ...

ଭାରତରେ ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ?

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏଣିକି ହାଲୁକା ଯାନ (ଏଲଏମଭି) ପାଇଁ ଲାଇସେନ୍ସ ପାଇଥିବା ଚାଳକ ଭାରୀ ଯାନ ମଧ୍ୟ ଚଳାଇପାରିବେ। ଏନେଇ ବୁଧବାର ରାୟ...

ସବୁ ବ୍ୟକ୍ତିଗତ ସମ୍ପତ୍ତିକୁ ସରକାର ଅଧିଗ୍ରହଣ କରିପାରିବେ ନାହିଁ – ସୁପ୍ରିମକୋର୍ଟ

ମିନତି ମିଶ୍ର ଭାରତୀୟ ନାଗରିକଙ୍କ ବ୍ୟକ୍ତିଗତ ସମ୍ପତ୍ତି ଉପରେ ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ସବୁ ବ୍ୟକ୍ତିଗତ ସମ୍ପତ୍ତିକୁ ସରକାର ସାର୍ବଜନୀନ ହିତ ପାଇଁ ନିଜ ଅଧୀନକୁ ନେଇ ପାରିବ ନାହିଁ ବୋଲି କହିଛନ୍ତି...

ପରଲୋକରେ ଲୋକପ୍ରିୟ କଣ୍ଠଶିଳ୍ପୀ ପଦ୍ମ ଭୂଷଣ ଡକ୍ଟର ଶାରଦା ସିହ୍ନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ନାହାନ୍ତି ଭାରତର ଲୋକପ୍ରିୟ କଣ୍ଠଶିଳ୍ପୀ ପଦ୍ମ ଭୂଷଣ ଡକ୍ଟର ଶାରଦା ସିହ୍ନା। ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି।  ମୃତ୍ୟୁ ବେଳକୁ...

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ପ୍ରୋସ୍ଥେଟିକ୍ସ ଓ ଅର୍ଥୋଟିକ୍ସ ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=J3CDNfcW9es ଭୁବନେଶ୍ୱରରେ ପାଳିତ ହୋଇଯାଇଛି ଅନ୍ତର୍ଜାତୀୟ ପ୍ରୋସ୍ଥେଟିକ୍ସ ଓ ଅର୍ଥୋଟିକ୍ସ ଦିବସ। ମଙ୍ଗଳବାର ଏହି ଅବସରରେ ସ୍ଥାନୀୟ ଜୟଦେବ ଭବନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା...

ଡୋନାଲ୍ଡ ଟ୍ରମ୍ପ: ଆମେରିକାର ୪୭ତମ ରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ସେ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ ପ୍ରାର୍ଥୀ କମଳା ହ୍ୟାରିସଙ୍କୁ ପରାସ୍ତ କରିଛନ୍ତି। ଏହି ନିର୍ବାଚନରେ ବର୍ତ୍ତମାନ ସୁଦ୍ଧା...

ଓଡ଼ିଶାରେ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ ମାସର ଚାଉଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ରାସନ କାର୍ଡ ହିତାଧିକାରୀଙ୍କୁ ଆଗୁଆ ୩ ମାସର ଚାଉଳ ଦିଆଯିବ। ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଅକ୍ଟୋବରରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୩ ମାସର ଚାଉଳ ପାଇବେ...