ନଭେମ୍ବର ୨୬ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ବର୍ଷ ୨୦୨୪-୨୫ ପାଇଁ ଅତିରିକ୍ତ ବଜେଟ୍...
ଓଡ଼ିଶାରେ ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ – ଖାଦ୍ୟ ଯୋଗାଣ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ନଭେମ୍ବର ମାସରେ ମିଳିବ ନୂଆ ରାସନ କାର୍ଡ। ଯେଉଁମାନେ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି, ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ରାସନ କାର୍ଡ। ଏନେଇ ବୁଧବାର...
ଆପଣ କିଣିଥିବା ସୁନା କେତେ ଶୁଦ୍ଧ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଧନତେରସକୁ ଧନ ଓ ସମ୍ପଦର ପର୍ବ କୁହାଯାଏ। ଧନତେରସରେ ସୁନା ରୂପା କିଣିବା ଶୁଭ ବୋଲି ମନେ କରାଯାଏ। ବର୍ଷ ଯାକ ଲୋକେ ଅପେକ୍ଷା କରିଥାନ୍ତି ଧନତେରାସରେ ସୁନା କିଣିବା ପାଇଁ। ଚଳିତବର୍ଷ...
ସୁନ୍ଦରଗଡ଼ରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୫ ଜଣଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ରେ ଦୁଇ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅନ୍ୟ ଗୋଷ୍ଠୀର ୩ ଜଣ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୧୦ ଜଣ...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର କାର୍ତ୍ତିକ କୃଷ୍ଣ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...
ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ଛାଡ଼ିଲେ ଯାଜପୁର ଜିଲ୍ଲା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ବୁଧବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ...
ବିଶ୍ୱ ଷ୍ଟ୍ରୋକ୍ ଦିବସ ଅବସରରେ ଚିନ୍ତା: ଆଜି ପରିବର୍ତ୍ତିତ ଜୀବନଶୈଳୀ ପାଲଟିଛି ବ୍ରେନ୍ ଷ୍ଟ୍ରୋକର ପ୍ରମୁଖ କାରଣ
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
(ଭୁବନେଶ୍ୱର): ବ୍ରେନ୍ ଷ୍ଟ୍ରୋକ୍ ବା ମସ୍ତିଷ୍କାଘାତ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ଆହ୍ୱାନ ହୋଇଛି। ବିଭିନ୍ନ ଅଣସଂକ୍ରାମକ ରୋଗ ମଧ୍ୟରେ ଷ୍ଟ୍ରୋକ୍ ସର୍ବାଧିକ ମୃତ୍ୟୁର କାରଣ ପାଲଟିଛି।...
ସବୁ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଓଡ଼ିଶା – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ଜାତୀୟ ପ୍ରାକୃତିକ ବିପର୍ଯ୍ୟୟ ହ୍ରାସ ଦିବସ। ମଙ୍ଗଳବାର ରବୀନ୍ଦ୍ର ମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ...
ଷ୍ଟ୍ରୋକ୍-ମୁକ୍ତ ଜୀବନ ପାଇଁ କ’ଣ କରିବେ?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=w8ktHJ3I_fQ
ପରିବର୍ତ୍ତିତ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ ଏବଂ ଦୈନନ୍ଦିନ ବ୍ୟାୟାମର ଅଭାବ କାରଣରୁ ଷ୍ଟ୍ରୋକ୍ ସଂଖ୍ୟା ଆଜି ବଢ଼ିବାରେ ଲାଗିଛି। ସାରା ଦୁନିଆରେ ‘ଷ୍ଟ୍ରୋକ୍’ ଏକ ବଡ଼ ସ୍ୱାସ୍ଥ୍ୟଗତ ସମସ୍ୟା ଭାବେ...
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ଛିଣ୍ଡୁନି ଆସନ ବୁଝାମଣା, ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଉଦ୍ଧବ ଠାକରେଙ୍କ ନେତା
ମିନତି ମିଶ୍ର
ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ରହିଛି। ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବା ଲାଗି ମଙ୍ଗଳବାର ଶେଷ ଦିନ ରହିଥିଲେ ମଧ୍ୟ ଉଭୟ ମହାୟୁତି (ଏନଡିଏ) ଓ...





















