ଡକ୍ଟର ପ୍ରଜ୍ଞା ପ୍ରବର୍ତ୍ତିକା ଦାଶ ପାଇବେ ୧୮ତମ ‘ଟାଇମପାସ୍‍ ବୁକର୍ ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ ଚାରିଜଣଙ୍କୁ ‘ବେଷ୍ଟସେଲର୍‍ ପୁରସ୍କାର’ ୧୨ଜଣଙ୍କୁ ମିଳିବ ‘ପ୍ରଥମା ସମ୍ମାନ’ ଡକ୍ଟର ସୁବ୍ରତ କୁମାର ସେନାପତି ପାଇବେ ବହିବନ୍ଧୁ ସମ୍ମାନ (କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ପ୍ରକାଶନ ସଂସ୍ଥା ‘ଟାଇମପାସ୍‍’ ପକ୍ଷରୁ ଯୁବକଥାକାରମାନଙ୍କୁ ଉତ୍ସାହିତ କରିବା ଲାଗି...

ମନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମକୁ ବାଦ୍ ଦେବା ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଧାରଣା

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ମନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଛି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି। ଏହାର ପ୍ରତିବାଦରେ ସୋମବାର ଦିନ ଭୁବନେଶ୍ୱରସ୍ଥିତ ମହାତ୍ମା...

ବାହାରିନ ଅନ୍ତର୍ଜାତୀୟ ପ୍ରଦର୍ଶନୀରେ ଆକର୍ଷଣ ପାଲଟିଲା ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରିନର ୫୪ତମ ଜାତୀୟ ଦିବସ ଉତ୍ସବ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ବାହାରିନ ସରକାରଙ୍କ ପକ୍ଷରୁ ଜାତୀୟ ଷ୍ଟାଡିୟମଠାରେ ଅନ୍ତର୍ଜାତୀୟ ପ୍ରଦର୍ଶନୀ ଓ ସାଂସ୍କୃତିକ ବିଚିତ୍ରା ଆୟୋଜିତ ହୋଇଥିଲା। ବାହାରିନ ସରକାରଙ୍କ...

ଭିବି-ଜି ରାମ ଜି ବିଲ୍-୨୦୨୫କୁ ରାଷ୍ଟ୍ରପତିଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ ଆଜୀବିକା ମିଶନ ଗ୍ରାମିଣ (ଭିବି-ଜି ରାମ ଜି) ବିଲ୍ ୨୦୨୫କୁ ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ପରେ ଭିବି-ଜି...

ମୟୂରଭଞ୍ଜ: ରାଣୀଭୋଳ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାର ରାଣୀଭୋଳସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅତିଥିମାନେ ଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି...

ଉତ୍କଳିକା ପକ୍ଷରୁ ବାଲେଶ୍ଵରରେ ଆରମ୍ଭ ହେଲା ହସ୍ତଶିଳ୍ପ ଓ ହସ୍ତତନ୍ତ ପ୍ରଦର୍ଶନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମର 'ଉତ୍କଳିକା' ପକ୍ଷରୁ ବାଲେଶ୍ୱର ସହରରେ ଏକ ହସ୍ତଶିଳ୍ପ ଓ ହସ୍ତତନ୍ତ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ବାଲେଶ୍ୱର ସହରସ୍ଥିତ ସହଦେବଖୁଣ୍ଟା ବସଷ୍ଟାଣ୍ଡ...

ଦକ୍ଷିଣ ଆଫ୍ରିକାକୁ ହରାଇ ଟି-୨୦ ସିରିଜ ଜିତିଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୦ ରନରେ ହରାଇ ସିରିଜ ଜିତିଛି ଭାରତ। ଅହମ୍ମଦାବାଦରେ ହୋଇଥିବା ଶେଷ ଟି-୨୦ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଥିଲା...

ଜଳେଶ୍ଵର: ଉଦଯାପିତ ହେଲା ତିନିଦିନିଆ ଜଉକଣ୍ଢେଇ କାର୍ମଶାଳା

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ କାଳିକସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଆଧାରରେ ଆୟୋଜିତ ହୋଇଥିବା ତିନିଦିନିଆ ଜଉକଣ୍ଢେଇ...

‘ଅଖିଳ ଦିବସ’ ଅବସରରେ ବିଶିଷ୍ଟ ସାହିତ୍ୟିକ ବିଭୂତି ପଟ୍ଟନାୟକଙ୍କୁ ‘ଶିଖର ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଆ ସାହିତ୍ୟର ଅନ୍ୟତମ ନିର୍ମାତା ଅଖିଳ ମୋହନ ପଟ୍ଟନାୟକଙ୍କର ଜୟନ୍ତୀ 'ଅଖିଳ ଦିବସ' ଅବସରରେ ଭୁବନେଶ୍ଵରସ୍ଥିତ ପାନ୍ଥନିବାସର କଳିଙ୍ଗ ସମ୍ମିଳନୀ କକ୍ଷରେ ଏକ ସାରସ୍ଵତ ସମାଗମ ଆୟୋଜିତ ହୋଇଯାଇଛି। ଅଖିଳ ମୋହନ...

ଗୃହୀତ ହେଲା ଭିବି-ଜି ରାମ ଜି ବିଲ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ ଆଜୀବିକା ମିଶନ ଗ୍ରାମିଣ (ଭିବି-ଜି ରାମ ଜି) ବିଲ୍ ୨୦୨୫ ସଂସଦରେ ଗୃହୀତ ହୋଇଛି। ବିରୋଧୀଙ୍କ ପ୍ରବଳ ବିରୋଧ ଓ ହଟ୍ଟଗୋଳ ମଧ୍ୟରେ...