ବିରୋଧୀଙ୍କ ହଟ୍ଟଗୋଳ: ମାତ୍ର ୪ ମିନିଟ୍ ଚାଲି ମୁଲତବୀ ହେଲା ବିଧାନସଭା ଗୃହ କାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ସ୍ଵାଭାବିକ ଭାବେ ଚାଲିପାରୁନି ବିଧାନସଭା ମୌସୁମୀ ଅଧିବେଶ। ଶୁକ୍ରବାର ଅଧିବେଶନର ଦ୍ଵିତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ଣ ୪ଟା ଯାଏଁ ମଲତବୀ ହୋଇଛି ଗୃହ କାର୍ଯ୍ୟ।
ଅଧିବେଶ ଆରମ୍ଭରୁ ବିଦ୍ୟାଳୟ ଓ...
ଭୁବନେଶ୍ୱର: ବାବାସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲର ୧୧୨ଟି ଦୋକାନ ଗୃହ ଆବଣ୍ଟନ ପାଇଁ ଲଟେରି କଲା...
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ଵର ବରମୁଣ୍ଡାସ୍ଥିତ ବାବାସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ (ବିଏସଏବିଟି) ରେ ୧୧୨ଟି ଦୋକାନ ଗୃହର ଆବଣ୍ଟନ ପାଇଁ ଗୁରୁବାର ଦିନ ଏକ ଲଟେରି ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ...
ସାମାଜିକ ସୁରକ୍ଷାକୁ ପ୍ରାଧାନ୍ୟ: କର୍ମଚାରୀଙ୍କୁ ୧ କୋଟି ଟଙ୍କାର ଦୁର୍ଘଟଣା ବୀମା ସୁବିଧା ଦେଉଛି ନାଲ୍କୋ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଖଣି ମନ୍ତ୍ରାଳୟ ଅଧୀନସ୍ଥ ନବରତ୍ନ କମ୍ପାନି ନାଲକୋ ନିଜ ଶ୍ରମିକ ଓ କର୍ମଚାରୀମାନଙ୍କ କଲ୍ୟାଣ, ସୁରକ୍ଷା ଏବଂ ଜୀବିକାକୁ ସୁରକ୍ଷିତ କରିବା ଲାଗି ସଂସ୍କାର ଆଣିଛି। ଏହି ପଦକ୍ଷେପ...
ଭୁବନେଶ୍ୱର: ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା ‘ବିଜନେସ୍ ଏକ୍ସେଲେନ୍ସ ସମିଟ୍-୨୦୨୫’
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଯାଇଛି ଦୁଇ ଦିନିଆ ‘ବିଜନେସ୍ ଏକ୍ସେଲେନ୍ସ ସମିଟ୍-୨୦୨୫’। ଚଳିତ ବର୍ଷ ସମ୍ମିଳନୀର ସପ୍ତମ ସଂସ୍କରଣର ଥିମ ରହିଥିଲା ‘ଲିଡିଂ ଆଟ ଦ ଏଜ: ଫ୍ରମ ଅନସର୍ଟନିଟି...
ଏକ୍ ପେଡ୍ ମା’ କେ ନାମ: ଭୁବନେଶ୍ଵରରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ ଏକ ଦିବସୀୟ ସମୂହ ଚାରାରୋପଣ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧୀନରେ ହେଉଥିବା ରାଜ୍ୟବ୍ୟାପୀ ଏକ ଦିବସୀୟ ସମୂହ ଚାରାରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି...
ଓଡ଼ିଶାରେ ସେପ୍ଟେମ୍ବର ୨୧ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ସେପ୍ଟେମ୍ବର ୨୧ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ...
ସିଙ୍ଗାପୁରରେ ୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ ସାରି ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ରବିବାର ସକାଳେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା...
ପୁରୀରେ କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ: ସେପ୍ଟେମ୍ବର ୧୯ରୁ ପଞ୍ଜୀକରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀ ବ୍ରତ ପାଳନ ପାଇଁ ଆରମ୍ଭ ହୋଇଛି ପକ୍ରିୟା। ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀଙ୍କ ନିମନ୍ତେ ପଞ୍ଜୀକରଣ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ସେପ୍ଟେମ୍ବର ୧୯...
ଜେନ ଜି ଆନ୍ଦୋଳନରେ ମୃତ ବ୍ୟକ୍ତିଙ୍କୁ ସହିଦ ଘୋଷଣା କଲେ ନେପାଳ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେନ ଜି ଆନ୍ଦୋଳନରେ ପ୍ରାଣ ହରାଇଥିବା ବ୍ୟକ୍ତିକୁ ସହିଦ ଘୋଷଣା କଲେ ନେପାଳ ସରକାର। ଦେଶର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନିଜର ପ୍ରଥମ ଜାତୀୟ ସମ୍ବୋଧନ...
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ସୁଶୀଳା କାର୍କୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/DygTRpszmFc
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କୀ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ।
୨୦୨୬ ମାର୍ଚ୍ଚ...





















