କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କର ଶନିବାର ଦିନ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ।...
ଅକ୍ଟୋବର ୨୪ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅକ୍ଟୋବର ୨୪ ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଶ୍ରୀମନ୍ଦିରରେ ୩ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ...
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା! ଆଜି ବର୍ଷା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ। ଏହା ପ୍ରଭାବରେ ଅକ୍ଟୋବର ୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା...
ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ମାମଲା: ପନ୍ତିବଡୁ ସେବକ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାୟଙ୍କୁ ନିଲମ୍ବିତ କରାଯାଇଛି। ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ହମାସ ମୁଖ୍ୟ ୟାହ୍ୟା ସିନୱାର ନିହତ: ଭାଇରାଲ ହେଉଛି ଶେଷ ସମୟର ଭିଡିଓ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗାଜାରେ ଗୁରୁବାର ଦିନ ଇସ୍ରାଏଲ କରିଥିବା ଏୟାର ଷ୍ଟ୍ରାଇକରେ ହମାସ ମୁଖ୍ୟ ୟାହ୍ୟା ସିନୱାର ନିହତ ହୋଇଛନ୍ତି। ଏହାସହ ଏହି ଆକ୍ରମଣରେ ଅନ୍ୟ ହମାସର ଅନ୍ୟ ୩ ଜଣ ବରିଷ୍ଠ ସଦସ୍ୟଙ୍କ ମୃତ୍ୟୁ...
ବୌଦ୍ଧ ଜିଲ୍ଲାରେ ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): “ଆଗାମୀ ଦିନରେ ମାଓବାଦୀ ବିରୋଧୀ ଅଭିଯାନକୁ ଜୋରଦାର କରାଯିବ। ମାଓବାଦୀ ମୁକ୍ତ ହେବ ବୌଦ୍ଧ ଜିଲ୍ଲା”, ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ଏହିଭଳି କହିଛନ୍ତି ପୋଲିସ ମହାନିର୍ଦ୍ଦେଶକ...
ଭୁବନେଶ୍ଵରରେ କଳାକୁଞ୍ଜ ମହୋତ୍ସବ ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଅନୁଷ୍ଠିତ ହୋଇଯାଇଛି କଳାକୁଞ୍ଜ ମହୋତ୍ସବ। ବୁଧବାର ଶ୍ରୀରାଧା କଳାକୁଞ୍ଜ ଟ୍ରଷ୍ଟ ପକ୍ଷରୁ ଭଞ୍ଜକଳା ମଣ୍ଡପରେ ଏହି ସମାରୋହ ଆୟୋଜିତ ହୋଇଥିଲା। ଓଡ଼ିଶୀ ସଙ୍ଗୀତ ଓ ନୃତ୍ୟକୁ ଲୋକଭିମୁଖୀ କରିବା ଉଦ୍ଦେଶ୍ୟରେ...
ମୟୂରଭଞ୍ଜ: ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟ ଗୃହ ଓ...
ରସାୟନ ଉଦ୍ୟୋଗ କ୍ଷେତ୍ରରେ ଆହୁରି ବିକଶିତ ହେବ ଓଡ଼ିଶା – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁମ୍ବାଇରେ ଆୟୋଜିତ ‘ଇଣ୍ଡିଆ କେମ ୨୦୨୪’ ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
କେନ୍ଦ୍ର ରସାୟନ ଓ ସାର ମନ୍ତ୍ରାଳୟ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ‘ଇଣ୍ଡିଆ କେମ ୨୦୨୪’...
ଆସୁଛି ଲଘୁଚାପ: ଅକ୍ଟୋବର ୧୯ରୁ ଓଡ଼ିଶାରେ ପ୍ରବଳ ବର୍ଷା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୦ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର...





















