ନିଲାମ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହୀତ ଅର୍ପଣ ଚାଉଳ

ଓଡ଼ିଶାଲାଇଭ୍ ବ୍ୟୁରୋ ନିଲାମ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ସଂଗ୍ରହ କରାଯାଇଥିବା ଅର୍ପଣ ଚାଉଳ। ସମୁଦାୟ ୧୦ ହଜାର ୩୨୨ କୁଇଣ୍ଟାଲ ଅର୍ପଣ ଚାଉଳ ୨ କୋଟି ୮୬ ଲକ୍ଷ ଟଙ୍କାରେ...

ଭୁବନେଶ୍ୱର ବିମାନବନ୍ଦରକୁ ମିଳିବ ନୂଆ ଟର୍ମିନାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ବିମାନବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ ବିଲ୍ଡିଂ। ବିମାନ ବନ୍ଦରରୁ ଆଗକୁ ଅଧିକ ସଂଖ୍ୟାରେ ବିମାନ ଚଳାଚଳ କରିବା ନେଇ ବ୍ୟବସ୍ଥା କରାଯିବ। ଶୁକ୍ରବାର ଭୁବନେଶ୍ଵର ବିମାନ ବନ୍ଦର ପରିଦର୍ଶନ...

ଚର୍ଚ୍ଚାରେ ସଦ୍‌ଗୁରୁଙ୍କ ଈଶା ଫାଉଣ୍ଡେସନ: ଜାଣନ୍ତୁ କାହିଁକି ଆଶ୍ରମରେ ପଶିଲା ପୋଲିସ?

ଓଡ଼ିଶାଲାଇଭ୍ ବ୍ୟୁରୋ ତାମିଲନାଡୁର କୋଏମ୍ବାଟୁରସ୍ଥିତ ସଦ୍‌ଗୁରୁ ଜାଗୀ ବାସୁଦେବଙ୍କ ଈଶା ଫାଉଣ୍ଡେସନକୁ ମିଳିଛି ସୁପ୍ରିମକୋର୍ଟରୁ ଆଶ୍ଵସ୍ତି। ଫାଉଣ୍ଡେସନ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ପାଇଁ ଅନୁମତି ଦେଇଥିବା ମାଡ୍ରାସ ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି।...

ମଧୁମେହ ଦାନ୍ତକୁ କେମିତି ପ୍ରଭାବିତ କରେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=KwoJspXOjjc ମଧୁମେହ ବା ଡାଏବେଟିସ୍‌ ଶରୀରର ବିଭିନ୍ନ ଅଙ୍ଗକୁ ପ୍ରଭାବିତ କରିଥାଏ। ଏହାର ପ୍ରଭାବ ଆମ ଦାନ୍ତ ଉପରେ ମଧ୍ୟ ପଡ଼ିଥାଏ ବୋଲି ଡାକ୍ତର କୁହନ୍ତି। ତେବେ ମଧୁମେହ ଦାନ୍ତକୁ କିଭଳି ପ୍ରଭାବିତ...

ଆଜି ଅବିଭକ୍ତ କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି। ୩ ଦଫା ଦାବିରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ବନ୍ଦ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ...

କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି: ଭାରତର ଆଉ ୫ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ଆଉ ୫ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା। ମରାଠି, ବଙ୍ଗାଳୀ, ପାଲି, ପ୍ରାକୃତ ଓ ଅହମିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନ କରାଯାଇଛି। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି...

ମୟୂରଭଞ୍ଜ ଜିଲ୍ଲାର ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କଲେ ପୂର୍ବାଞ୍ଚଳ ଡିଆଇଜି

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାଏକ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ଜିଲ୍ଲାର ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହା ପରେ ସେ ମୟୂରଭଞ୍ଜ ଏସପି ଏସ ସୁଶ୍ରୀ...

ବଢୁଛି ବିଜେଡି ଗୋଷ୍ଠୀ କନ୍ଦଳ!

ମିନତି ମିଶ୍ର ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲା ବିଜେଡି କଳି। ଗୋଟଏ ପରେ ଗୋଟିଏ ଅଞ୍ଚଳରେ ବିଜେଡି ଭିତରେ ଥିବା ଅସନ୍ତୋଷ ପଦାକୁ ଆସିବାରେ ଲାଗିଛି। ଗୋଟିଏ ପଟେ ଭୁବନେଶ୍ୱର କଳି ରାଜଧାନୀରୁ ଯାଇ...

ନୂଆଦିଲ୍ଲୀ: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସହ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ବିଭିନ୍ନ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ନେଇ...

ଅକ୍ଟୋବର ୫ରେ ମିଳିବ ପିଏମ୍ କିଷାନ ଯୋଜନାର ୧୮ତମ କିସ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୫ ତାରିଖରେ ମିଳିବ ପିଏମ୍ କିଷାନ ଯୋଜନାର ୧୮ତମ କିସ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପିଏମ୍ କିଷାନ ସହାୟତା ରାଶି ପ୍ରଦାନ କରାଯିବ। ଏହି ଅବସରରେ ଓଡ଼ିଶାରେ ଜିଲ୍ଲା ସ୍ତରରେ...