ଆତିଶି ମାର୍ଲେନାଙ୍କ ହାତରେ ଦିଲ୍ଲୀ ଶାସନ ଭାର
ମିନତି ମିଶ୍ର
ଦିଲ୍ଲୀ ରାଜନୀତିରେ ହୋଇଛି କ୍ଷମତାର ପରିବର୍ତ୍ତନ, ଆତିଶି ମାର୍ଲେନାଙ୍କୁ ମିଳିଛି ମୁଖ୍ୟମନ୍ତ୍ରୀ ଦାୟିତ୍ଵ।
ଦିଲ୍ଲୀର ଶାସନ ଭାର ଏବେ ଜଣେ ମହିଳାଙ୍କ ଉପରେ। ମୁଖ୍ୟମନ୍ତ୍ରୀ ହେବେ ଆମ ଆଦମୀ ପାର୍ଟି (ଆପ) ନେତ୍ରୀ...
‘ଏକ ଦେଶ-ଏକ ନିର୍ବାଚନ’ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ 'ଏକ ଦେଶ-ଏକ ନିର୍ବାଚନ' ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏକକ ନିର୍ବାଚନ ଉପରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ ଗଠିତ କମିଟିର ରିପୋର୍ଟକୁ ବୁଧବାର କ୍ୟାବିନେଟରେ ଅନୁମୋଦନ...
ବାଲେଶ୍ଵରରେ ବନ୍ୟା ସ୍ଥିତି ଉଦବେଗଜନକ – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
“ବାଲେଶ୍ଵର ଜିଲ୍ଲାରେ ବନ୍ୟା ସ୍ଥିତି ଉଦବେଗଜନକ ରହିଛି”, ଆକାଶ ମାର୍ଗରୁ ବାଲେଶ୍ଵରର ବନ୍ୟା ସ୍ଥିତି ଅନୁଧ୍ୟାନ କରିବା ପରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଗତ ୪ଦିନ ଧରି ବର୍ଷା...
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ: ଆଜି ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଜାରି ରହିଛି। ରାଜ୍ୟର ୨୪ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ସକାଳ ୮ଟାରୁ...
ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ୫ ଜଣ ପୋଲିସ କର୍ମଚାରୀ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ...
ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ଯାଞ୍ଚ: ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପୁଣି ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର। ଭାରତୀୟ ପ୍ରତ୍ନତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଥିପାଇଁ ବୁଧବାର ଦିନ ୧ଟାରୁ ନିରୀକ୍ଷଣ...
ଡବଲ ଇଞ୍ଜନ ସରକାରରେ ଓଡ଼ିଶାର ଦ୍ରୁତ ବିକାଶ ହେବ – ନରେନ୍ଦ୍ର ମୋଦୀ
ମିନତି ମିଶ୍ର
ଓଡ଼ିଶାରେ ୭୪ତମ ଜନ୍ମଦିନ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଖିରି ଖାଇଲେ, ଲୋକଙ୍କ ସହ ଆଲୋଚନା କଲେ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ପିଏମ ଆବାସ ଯୋଜନାର କିସ୍ତି ବାଣ୍ଟିଲେ ନରେନ୍ଦ୍ର...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ
ଓଡ଼ିଶାଲାଇଭ ବ୍ୟୁରୋ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ। ମଙ୍ଗଳବାର ଦିନ ସେ ଉପରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।...
ମୟୁରଭଞ୍ଜ: ବିଶ୍ଵକର୍ମା ମୂର୍ତ୍ତି ବିସର୍ଜନ ବେଳେ ଡ୍ୟାମରେ ବୁଡ଼ି ୨ ଛାତ୍ରଙ୍କର ମୃତ୍ୟୁ
ଓଡ଼ିଶାଲାଇଭ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବିଶ୍ଵକର୍ମା ମୂର୍ତ୍ତି ବିସର୍ଜନ ବେଳେ ଡ୍ୟାମରେ ବୁଡ଼ି ଦୁଇଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅଞ୍ଚଳରେ। ମୃତ...
ଆତିଶି ମାର୍ଲେନା ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବେ ଆତିଶି ମାର୍ଲେନା। ଆମ ଆଦମୀ ପାର୍ଟି (ଆପ) ବିଧାୟକ ଦଳର ବୈଠକ ପରେ ଆତିଶିଙ୍କ ନାଁରେ ମୋହର ବାଜିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପାଇଁ ଆତିଶିଙ୍କ ନାଁ ଘୋଷଣା...





















