କାହିଁକି ହୁଏ ଚନ୍ଦ୍ରଗ୍ରହଣ?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/IdeeCNzxSc4
ସେପ୍ଟେମ୍ବର ୭ ତାରିଖରେ ଭାରତରେ ଦୃଶ୍ୟମାନ ହେବ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ। ଏହି ଚନ୍ଦ୍ରଗ୍ରହଣ ରାତି ୯ଟା ୫୭ ମିନିଟରେ ଆରମ୍ଭ ହୋଇ ୧ଟା ୧୨ ମିନିଟରେ ଶେଷ ହେବ। ତେବେ କାହିଁକି...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/8GXA70g4DqI
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ବା ଟାରିଫ ନୀତି ଯୋଗୁଁ ସମ୍ପ୍ରତି ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଉତ୍ତେଜନା ଲାଗି ରହିଛି। ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଆମଦାନୀ...
ଓଡ଼ିଶାରେ ଗଡ଼ିବ ଆଉ ୬ ଶହ ଇ-ବସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/25T8Ls1CMiI?feature=share
ଓଡ଼ିଶାରେ ଗଡ଼ିବ ଆଉ ୬ ଶହ ଇ-ବସ୍। ପରିବେଶକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କେବଳ ରାଜଧାନୀ ଭୁବନେଶ୍ଵର ନୁହେଁ ରାଜ୍ୟର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ଇ-ବସ୍...
ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ‘ଗୁରୁଦିବସ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର
ଗୁରୁ ସାକ୍ଷାତ୍ ପରଂବ୍ରହ୍ମ.. ତସ୍ମୈ ଶ୍ରୀଗୁରବେ ନମଃ
ଆଜି ହେଉଛି ଗୁରୁଦିବସ। ଗୁରୁଙ୍କ ଉଦ୍ଦେଶ୍ୟରେ ସାରା ଦେଶ ପାଳୁଛି ଏହି ଦିନ। ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁଦିବସ...
ଭୁବନେଶ୍ଵର: ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ‘ରାଜଭାଷା ହିନ୍ଦୀ ଏବଂ ପୋଷଣ ମାସ’ କର୍ମଶାଳା
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଅଧିନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି) ଏବଂ ପ୍ରେସ ଇନଫରମେସନ ବ୍ୟୁରୋ (ପିଆଇବି) ଭୁବନେଶ୍ଵରର ମିଳିତ ଆନୁକୂଲ୍ୟରେ “ରାଜଭାଷା ହିନ୍ଦୀ କର୍ମଶାଳା ସହ ପୋଷଣ...
କମିଲା ଜିଏସଟି: ଶସ୍ତା ହେଲା ଦୈନନ୍ଦିନ ସାମଗ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/mcNeNb098qw
ଭାରତରେ ଗୁଡ୍ସ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ ବା ଜିଏସଟିକୁ ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ୫୬ତମ ଜିଏସଟି ପରିଷଦ ବୈଠକରେ ବର୍ତ୍ତମାନର ୪-ସ୍ତରୀୟ ଜିଏସଟି ସ୍ଲାବ୍ ବଦଳରେ ୫...
‘ଗୋଟିପୁଅ’ – ଭାବ ଓ ସମର୍ପଣର ନୃତ୍ୟ ଏବଂ ଓଡ଼ିଆ ଅସ୍ମିତାର ପରିଚୟ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/B7nSvWQ2f7A
ଭୁବନେଶ୍ୱରସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଅଗଷ୍ଟ ୩୦ ତାରିଖରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ। ଓଡ଼ିଆ ଭାଷା, ସାହିତ୍ୟ...
ବଢ଼ିବ ପରିସୀମା: ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର
ଓଡ଼ିଶାଲାଇଭ୍ ବ୍ୟୁରୋ
ବଢ଼ିବ ରାଜଧାନୀ ଭୁବନେଶ୍ୱରର ପରିସୀମା। ପ୍ରାୟ ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ଗୋଠପାଟଣା, ମଳିପଡ଼ା, ଦାସପୁର ଓ ଅନ୍ଧାରୁଆକୁ ନେଇ ଏହି ନୂଆ ସହର ଗଢ଼ା ହେବ। ଏନେଇ...
ଅକ୍ଟୋବର ୮ରୁ ଆରଆଇ ଓ ଅମିନ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଅକ୍ଟୋବର ୮ ତାରିଖରୁ ହେବ ଆରଆଇ, ଏଆରଆଇ, ଆଇସିଡିଏସ ସୁପରଭାଇଜର ଓ ଅମିନ ପରୀକ୍ଷା। ଏହି ପରୀକ୍ଷା ନଭେମ୍ବର ତୃତୀୟ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏନେଇ ଓଡ଼ିଶା ସବଅର୍ଡିନେଟ ଷ୍ଟାଫ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏସଏଚଜି ମହିଳାଙ୍କ ପାଇଁ ‘କସମେଟୋଲୋଜି ଓ ଉଦ୍ୟୋଗ ବିକାଶ’ ଉପରେ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବର୍ତ୍ତମାନ ବ୍ୟୁଟି, ମେକଅପ୍, ଫେସିଆଲ ଆଦି ସେବା କ୍ଷେତ୍ରରେ ଚାହିଦା ବଢୁଛି। ତେଣୁ ଏ ଦିଗରେ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର (ଏସଏଚଜି) ସଦସ୍ୟମାନଙ୍କୁ ତାଲିମ ଦେଇ ସେମାନଙ୍କ...





















