ଅଭିନେତ୍ରୀଙ୍କୁ ନିର୍ଯାତନା ମାମଲା: ଆନ୍ଧ୍ରପ୍ରଦେଶର ୩ ଜଣ ଆଇପିଏସ ଅଧିକାରୀ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ମୁମ୍ବାଇର ଜଣେ ଅଭିନେତ୍ରୀଙ୍କ ଅଭିଯୋଗ ଆଧାରରେ ଆନ୍ଧ୍ରପ୍ରଦେଶର ୩ଜଣ ଆଇପିଏସ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ଆଇପିଏସ ଅଧିକାରୀମାନେ ହେଉଛନ୍ତି ଆନ୍ଧ୍ରପ୍ରଦେଶର ପୂର୍ବତନ ଗୁଇନ୍ଦା ମୁଖ୍ୟ ପି ଏସ...
ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ଵରରେ ଟ୍ରାଫିକ କଟକଣା
ଓଡ଼ିଶାଲାଇଭ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ଵରରେ ଲାଗିଲା ଟ୍ରାଫିକ କଟକଣା। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ଣ ୩ଟା ଯାଏଁ ସହରରେ ଟ୍ରାଫିକ କଟକଣା ଲାଗୁ ରହିବ। ଏନେଇ...
ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା। ଗାଁରୁ ସହର ସବୁଠି ଉତ୍ସବ ମୁଖର। ବିଭିନ୍ନ ଶିଳ୍ପ ଅନୁଷ୍ଠାନରେ ବେଶ ଧୂମଧାମରେ ପାଳନ କରାଯାଉଛି ପୂଜା। ଓଡ଼ିଶାର ଶିଳ୍ପ ନଗରୀ ରାଉରକେଲା, ତାଳଚେର...
ନୂଆଦିଲ୍ଲୀରେ ‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ’: ‘ବ୍ଲୁ ଇକୋନମି’ ଶୀର୍ଷକ ଅଧିବେଶନରେ ଓଡ଼ିଶାର ଉପସ୍ଥାପନା
ଓଡ଼ିଶାଲାଇଭ୍ ବ୍ୟୁରୋ
‘‘ସାମୁଦ୍ରିକ ଅର୍ଥନୀତି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହେବ ଓଡ଼ିଶା’’
ଭାରତୀୟ ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ସମୃଦ୍ଧ କରିବାକୁ ଯାଉଛି। ଏଥିରେ ସାମୁଦ୍ରିକ ଜୈବ-ସମ୍ବଳ ପ୍ରମୁଖ ଭୂମିକା ଗ୍ରହଣ କରିବ।...
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମାରେ ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ତୁମାଲପଦ ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ...
ମୟୂରଭଞ୍ଜ: ଅଜଗର ସାପକୁ ମାରିବା ଅଭିଯୋଗରେ ୪ ଜଣ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡ ଅନ୍ତର୍ଗତ ଦେଉଳି ରେଞ୍ଜ ଅଞ୍ଚଳରେ କିଛି ଗ୍ରାମବାସୀ ଗୋଟିଏ ଅଜଗର ସାପକୁ ମାରି ରାସ୍ତାରେ ଘୋଷାଡ଼ି ଘୋଷାଡ଼ି ନେଉଥିବା ଭିଡିଓ ସୋସିଆଲ...
ଜାଣନ୍ତୁ କାହିଁକି ଛାତ୍ରଛାତ୍ରୀଙ୍କୁ ବାଧ୍ୟତାମୂଳକ ମିଲିଟାରୀ ଟ୍ରେନିଂ ଦେବାକୁ ଚାହୁଁଛି ଚୀନ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ପଡ଼ୋଶୀ ଦେଶ ଚୀନ ପାଇଁ ନିଜ ସୀମା ସୁରକ୍ଷା ଚିନ୍ତାର ବିଷୟ ପାଲଟିଛି। ଚୀନର ସୀମା ୧୦ରୁ ଅଧିକ ଦେଶକୁ ଲାଗି ରହିଛି। ଭାରତ ସମେତ ଅଧିକାଂଶ ପଡ଼ୋଶୀଙ୍କ ଦେଶ...
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ୨-୧ ଗୋଲରେ ପାକିସ୍ତାନକୁ ହରାଇଲା ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିରେ ପାକିସ୍ତାନକୁ ହରାଇଛି ଭାରତ। ଶନିବାର ଟୁର୍ଣ୍ଣାମେଣ୍ଟର ଶେଷ ଲିଗ୍ ମ୍ୟାଚରେ ୨-୧ ଗୋଲରେ ପାକିସ୍ତାନକୁ ମାତ୍ ଦେଇଛି ଟିମ୍ ଇଣ୍ଡିଆ। ମୋଟ ୧୫ ପଏଣ୍ଟ ପାଇ...
ମଙ୍କିପକ୍ସର ପ୍ରଥମ ଭ୍ୟାକ୍ସିନକୁ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଙ୍କିପକ୍ସର ପ୍ରଥମ ଭ୍ୟାକ୍ସିନକୁ ମିଳିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ର ମଞ୍ଜୁରୀ। ୧୮ ବର୍ଷରୁ ଊର୍ଦ୍ଧ୍ଵ ବୟସ୍କଙ୍କଠାରେ ଏହି ଭ୍ୟାକ୍ସିନର ବ୍ୟବହାରକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ଭ୍ୟାକ୍ସିନର ନାଁ...
ଘନୀଭୂତ ହେଉଛି ଲଘୁଚାପ: ଆଜି ବର୍ଷା ପାଇଁ ଓଡ଼ିଶାର ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହା ଉତ୍ତର ପଶ୍ଚିମ ଦିଗର ଗତି କରୁଥିବାବେଳେ ଆଗକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।...





















