ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜଧାନୀ କେମିତି ହେଲା? 

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=1p2YFRDat_Y ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା। ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାପରେ ଏହାର ନୂଆ ରାଜଧାନୀକୁ ନେଇ ଜୋର ସୋରରେ ଚର୍ଚ୍ଚା ଚାଲିଥିଲା। ଦୀର୍ଘଦିନର ପ୍ରଶାସନିକ କସରତ...

‘ୱାର୍ଲ୍ଡ ସ୍କିଲ୍ସ-୨୦୨୪’ରେ ଓଡ଼ିଶାକୁ ମିଳିଲା ଦୁଇଟି ପଦକ: ସଫଳ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଫ୍ରାନ୍ସର ଲିଓନଠାରେ ଆୟୋଜିତ ୪୭ତମ ବିଶ୍ୱ ଦକ୍ଷତା ବା 'ୱାର୍ଲ୍ଡ ସ୍କିଲ୍ସ-୨୦୨୪' ପ୍ରତିଯୋଗିତାରେ ଚମକିଛନ୍ତି ଟିମ୍ ଓଡ଼ିଶାର ପ୍ରତିଯୋଗୀ। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ଦୁଇ ପ୍ରତିଯୋଗୀ ଅମରେଶ କୁମାର ସାହୁ...

ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ ସୁଭଦ୍ରା ଯୋଜନା – ପ୍ରଭାତୀ ପରିଡ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭୁବନେଶ୍ଵରରୁ ଆରମ୍ଭ ହେଲା ସୁଭଦ୍ରା ସଚେତନତା ପଦଯାତ୍ରା। ରବିବାର ଦିନ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ, ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମେୟର...

ଇସ୍ତଫା ଦେବେ ଅରବିନ୍ଦ କେଜ୍ରିୱାଲ: କିଏ ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ତଫା ଦେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଅବକାରୀ ଦୁର୍ନୀତି ମାମଲାରେ ଜାମିନରେ ଜେଲରୁ ମୁକୁଳିବା ପରେ ରବିବାର ସେ ଏହାର ଘୋଷଣା କରିଛନ୍ତି। ଏହାକୁ ନେଇ ସାରା ଦେଶର ରାଜନୀତି...

ବଙ୍ଗୋପସାଗରରେ ଗଭୀର ଅବପାତ: ଆଜି ବର୍ଷା ପାଇଁ ରାଜ୍ୟର ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ଏବେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି।...

ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ‘ବିଜନେସ୍ ଏକ୍ସେଲେନ୍ସ ସମିଟ୍-୨୦୨୪’ ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଛି ଦୁଇ ଦିନିଆ ‘ବିଜନେସ୍ ଏକ୍ସେଲେନ୍ସ ସମିଟ୍-୨୦୨୪’। ସେପ୍ଟେମ୍ବର ୧୪ ଓ ୧୫ ତାରିଖରେ ଏହାର ଆୟୋଜନ କରାଯାଇଥିଲା। ଚଳିତବର୍ଷ ସମ୍ମିଳନୀର ଷଷ୍ଠ ସଂସ୍କରଣର ଥିମ...

ଅଭିନେତ୍ରୀଙ୍କୁ ନିର୍ଯାତନା ମାମଲା: ଆନ୍ଧ୍ରପ୍ରଦେଶର ୩ ଜଣ ଆଇପିଏସ ଅଧିକାରୀ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ମୁମ୍ବାଇର ଜଣେ ଅଭିନେତ୍ରୀଙ୍କ ଅଭିଯୋଗ ଆଧାରରେ ଆନ୍ଧ୍ରପ୍ରଦେଶର ୩ଜଣ ଆଇପିଏସ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ଆଇପିଏସ ଅଧିକାରୀମାନେ ହେଉଛନ୍ତି ଆନ୍ଧ୍ରପ୍ରଦେଶର ପୂର୍ବତନ ଗୁଇନ୍ଦା ମୁଖ୍ୟ ପି ଏସ...

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ଵରରେ ଟ୍ରାଫିକ କଟକଣା

ଓଡ଼ିଶାଲାଇଭ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ଵରରେ ଲାଗିଲା ଟ୍ରାଫିକ କଟକଣା। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ଣ ୩ଟା ଯାଏଁ ସହରରେ ଟ୍ରାଫିକ କଟକଣା ଲାଗୁ ରହିବ। ଏନେଇ...

ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା। ଗାଁରୁ ସହର ସବୁଠି ଉତ୍ସବ ମୁଖର। ବିଭିନ୍ନ ଶିଳ୍ପ ଅନୁଷ୍ଠାନରେ ବେଶ ଧୂମଧାମରେ ପାଳନ କରାଯାଉଛି ପୂଜା। ଓଡ଼ିଶାର ଶିଳ୍ପ ନଗରୀ ରାଉରକେଲା, ତାଳଚେର...

ନୂଆଦିଲ୍ଲୀରେ ‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ’: ‘ବ୍ଲୁ ଇକୋନମି’ ଶୀର୍ଷକ ଅଧିବେଶନରେ ଓଡ଼ିଶାର ଉପସ୍ଥାପନା

ଓଡ଼ିଶାଲାଇଭ୍ ବ୍ୟୁରୋ ‘‘ସାମୁଦ୍ରିକ ଅର୍ଥନୀତି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହେବ ଓଡ଼ିଶା’’ ଭାରତୀୟ ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ସମୃଦ୍ଧ କରିବାକୁ ଯାଉଛି। ଏଥିରେ ସାମୁଦ୍ରିକ ଜୈବ-ସମ୍ବଳ ପ୍ରମୁଖ ଭୂମିକା ଗ୍ରହଣ କରିବ।...