ଅକ୍ଟୋବର ୨୭ରେ ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରି ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଅକ୍ଟୋବର ୨୭ ତାରିଖରେ ଓସିଏସ ପ୍ରିଲିମିନାରି ପରୀକ୍ଷା ହେବ। ଏନେଇ ଗୁରୁବାର ଓଡ଼ିଶା ଲୋକ ସେବା ଆୟୋଗ...
ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା।
ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ...
ଭୁବନେଶ୍ୱରରେ ୨୨ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଉଦଘାଟିତ ହୋଇଛି ୨୨ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହାର ଉଦଘାଟନ କରିଥିଲେ। ଓଡ଼ିଶା...
ସିପିଆଇଏମର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇଏମ)ର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କର ପରଲୋକ ହୋଇଛି। ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ତାଙ୍କର ଦେହାନ୍ତ ହୋଇଛି।...
ଦୁବାଇରେ ନୂଆଁଖାଇ ପାଳିଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇକୁ ଦୁବାଇରେ ଧୁମ୍ଧାମରେ ପାଳନ କରିଛନ୍ତି ପ୍ରବାସୀ ଓଡ଼ିଆ। ଦୁବାଇ ସ୍ଥିତ 'ଏସଇଇ ଇନଷ୍ଟିଚ୍ୟୁଟ'ରେ ଦଶମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଦୁବାଇ ସ୍ଥିତ ଭାରତୀୟ କାଉନସିଲ...
ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ଵାଇଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗିରଫ ହେଲେ ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ଵାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଦିନ ପ୍ରସନ୍ନ...
କ୍ୟାବିନେଟ୍ ବୈଠକ: ୩ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
କ୍ୟାବିନେଟ୍...
୧୨ ଲକ୍ଷ ୭୨ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ମିଳିଛି ‘କାଳିଆ’ ସହାୟତା – ସିଏଜି ରିପୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାରେ ବୁଧବାର ସିଏଜି ଅଡିଟ୍ ରିପୋର୍ଟ ଉପସ୍ଥାପିତ ହୋଇଛି। ଏଥିରେ କାଳିଆ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତାକୁ ଉଲ୍ଲେଖ କରାଯାଇଛି। ଲକ୍ଷ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କୁ ‘କାଳିଆ’ ସହାୟତା ରାଶି...
ଓଡ଼ିଶାରେ ବଢ଼ିଲା ନିର୍ମାଣ ଶ୍ରମିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବଢ଼ିଲା ଅନୁକମ୍ପାମୂଳକ ସହାୟତା ରାଶି। ଏଣିକି ଦୁର୍ଘଟଣାରେ ମୃତ୍ୟୁ ହେଲେ ନିର୍ମାଣ ଶ୍ରମିକଙ୍କ ପରିବାରକୁ ମିଳିବ ୬ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି। ସେହିଭଳି...
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ସେପ୍ଟେମ୍ବର ୧୨ ତାରିଖରେ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା...





















