ରାତି ପାହିଲେ ନୂଆଁଖାଇ: ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ଘରେ ଘରେ ଚାଲିଛି ପ୍ରସ୍ତୁତି। ଚଳଚଞ୍ଚଳ ହୋଇଛି ସମଗ୍ର ପଶ୍ଚିମ ଓଡ଼ିଶା। ନୂଆଁଖାଇରେ ଚାଷୀ ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କୁ ଅର୍ପଣ...

ତ୍ଵଚାରେ ଚମକ ପାଇଁ କ’ଣ ଖାଇବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=zi-Eae2-7VY ସନ୍ତୁଳିତ ଏବଂ ପୁଷ୍ଟିକର ଖାଦ୍ୟର ଉପକାରିତା ଓ ଆବଶ୍ୟକତା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ସେପ୍ଟେମ୍ବର ୧ରୁ ୭ ତାରିଖ ଯାଏଁ ପାଳନ କରାଯାଉଛି ‘ଜାତୀୟ...

ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ରାଜ୍ୟର ପ୍ରତିଯୋଗୀଙ୍କ ସଫଳତା ବିକଶିତ ଓଡ଼ିଶାକୁ ପ୍ରତିଫଳିତ କରିବ – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଫ୍ରାନ୍ସର ଲିଓନ୍‌ଠାରେ ଅନୁଷ୍ଠିତ ହେବାକୁ ଥିବା ୪୭ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଥିବା ଓଡ଼ିଶାର ପ୍ରତିଯୋଗୀମାନଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଶୁକ୍ରବାର...

ବିରାଜିଲେ ଆଦ୍ୟଦେବ ଶ୍ରୀ ଗଣେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି, ବିଦ୍ୟାର ଦେବତା ପ୍ରଭୁ ଶ୍ରୀ ଗଣେଶଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ଗାଁଠୁ ସହର। ହିନ୍ଦୁ ସଂସ୍କୃତିରେ ଏହି ଦିନକୁ ଗଣେଶଙ୍କ ଜନ୍ମଦିନ...

ଦୁର୍ବଳ ହେଉଛି ବିଜେଡି, ବିଜେପିକୁ ବଳ ଯୋଗାଉଛନ୍ତି ଦଳ ଡିଆଁ ନେତା

ମିନତି ମିଶ୍ର ଧୀରେ ଧୀରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ, ଏବେ ବିଜେପିର ବଳ ବଢ଼ାଉଛନ୍ତି ଦଳ ଡିଆଁ ନେତା। ୨୦୨୪ ସାଧାରଣ ନିର୍ବାଚନ ଓଡ଼ିଶାରେ ଭାଙ୍ଗିଦେଲା ବିଜେଡିର ଗଡ଼। ଦଳ ହାରିବା ପରେ...

ଜାଣନ୍ତୁ, କ’ଣ ଖାଇବେ ନାହିଁ ଆର୍ଥ୍ରାଇଟିସ୍ ରୋଗୀ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=sjB5A3ybizk ସନ୍ତୁଳିତ ଏବଂ ପୁଷ୍ଟିକର ଖାଦ୍ୟର ଉପକାରିତା ଓ ଆବଶ୍ୟକତା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ସେପ୍ଟେମ୍ବର ୧ରୁ ୭ ତାରିଖ ଯାଏଁ ପାଳନ କରାଯାଉଛି ‘ଜାତୀୟ...

କଂଗ୍ରେସରେ ସାମିଲ ହେଲେ ରେସଲର ବଜରଙ୍ଗ ପୁନିଆ ଓ ଭିନେଶ ଫୋଗାଟ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସରେ ସାମିଲ ହୋଇଛନ୍ତି ଭାରତୀୟ ରେସଲର ବଜରଙ୍ଗ ପୁନିଆ ଓ ଭିନେଶ ଫୋଗାଟ। ଶୁକ୍ରବାର କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ସେମାନେ ଦଳରେ ସାମିଲ ହୋଇଥିଲେ। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ...

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଲ ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ଵାଇଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ଵାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସତ୍ୟପ୍ରକାଶ ସ୍ଵାଇଁଙ୍କ ୭ଟି ଠିକଣା ଉପରେ ଭିଜିଲାନ୍ସ ପକ୍ଷରୁ ଶୁକ୍ରବାର...

ବଙ୍ଗୋପସାଗରରେ ଲଘୁଚାପ: ଆଜି ବର୍ଷା ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ଧୀରେ ଧୀରେ ଉତ୍ତର ଦିଗକୁ ଗତି କରୁଥିବାବେଳେ ଆଗକୁ ଅଧିକ ଘନୀଭୂତ ହେବାର...

କାହିଁକି ବିଜେପିରେ ମିଶିଲେ ସୁଜିତ କୁମାର?

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ିବାର କିଛି ସମୟ ପରେ ବିଜେପିରେ ଯୋଗ ଦେଇଛନ୍ତି ସୁଜିତ କୁମାର। ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସୁଜିତ କୁମାର ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...