୨୦୨୪ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ: ୧୫ ଜଣିଆ ଭାରତୀୟ ଦଳ ଘୋଷଣା
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୪ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ହରମନପ୍ରିତ କୌର ଦଳର ଅଧିନାୟକ ଦାୟିତ୍ଵ ତୁଲାଇବେ। ସେହିପରି ସ୍ମୃତି...
ନୂଆଁଖାଇ ପାଇଁ ବାହାରିଲା ଲଗ୍ନ: ସେପ୍ଟେମ୍ବର ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ବାହାରିଲା ଲଗ୍ନ। ଆସନ୍ତା ସେପ୍ଟେମ୍ବର ୮ ତାରିଖ ସକାଳ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ...
କୋଲକାତା ଲଜ୍ଜା: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ଛାତ୍ରଛାତ୍ରୀଙ୍କ ଜୋରଦାର ଆନ୍ଦୋଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ତୀବ୍ର ଆନ୍ଦୋଳନ ଜାରି ରଖିଛନ୍ତି ପଶ୍ଚିମବଙ୍ଗର ବିଭିନ୍ନ ଛାତ୍ର ସଂଗଠନ। ମଙ୍ଗଳବାର ହଜାର...
ରାଜ୍ୟସଭା ଉପନିର୍ବାଚନ: ଓଡ଼ିଶାରୁ ମମତା ମହାନ୍ତ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ଉପନିର୍ବାଚନ ପୂର୍ବରୁ ଓଡ଼ିଶାରୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ। ବିଜେପି ନେତା ଜଗନ୍ନାଥ ପ୍ରଧାନ ମଙ୍ଗଳବାର ଦିନ ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେବା ପରେ ଏହି...
ଭୁବନେଶ୍ୱରରେ ଭଙ୍ଗାଯିବ ୧୯୧ଟି ବେଆଇନ୍ ଆପାର୍ଟମେଣ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ନିର୍ମାଣ ହୋଇଥିବା ବେଆଇନ୍ ଆପାର୍ଟମେଣ୍ଟଗୁଡ଼ିକୁ ଭଙ୍ଗାଯିବ। ସହରର ୧୯୧ଟି ବେଆଇନ୍ ଆପାର୍ଟମେଣ୍ଟ ଭାଙ୍ଗିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏନେଇ ମଙ୍ଗଳବାର ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ନିର୍ମାଣ ଓ...
ଆଳିଶ ଗାଁରେ ଜଳିଗଲା ୩୦ ବଖରା ଘର, ୧୫ ପରିବାର ସର୍ବସ୍ଵାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ...
ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ମଙ୍ଗଳବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...
ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ। ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ଵାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ମଙ୍ଗଳବାର ଦିନ ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି।...
ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାର ତଦନ୍ତ ରିପୋର୍ଟ ଶୀଘ୍ର ସାର୍ବଜନୀନ କରାଯିବ – ଆଇନ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୁବଶୀଘ୍ର ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟା ମାମଲାର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାଯିବ। ଏହା ଉପରେ ଖୁବଶୀଘ୍ର ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ...
ସହକର୍ମୀଙ୍କ ଗରମ ପାଣି ମାଡ଼ରେ ବାଙ୍ଗିରିପୋଷି ଅଗ୍ନିଶମ କର୍ମଚାରୀ ଗୁରୁତର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୁଷ୍ମନ୍ତ କୁମାର ଦେହୁରୀଙ୍କ ଉପରେ ଅନ୍ୟ ଜଣେ ସହକର୍ମୀ ଫୁଟୁଥିବା ଗରମ ପାଣି ଢାଳିଦେବାରୁ ସେ ଗୁରୁତର ଆହତ...





















