ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଲେ କ’ଣ ଅସୁବିଧା ହୋଇପାରେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=-0zDuScOwTI
କେବଳ ଖାଦ୍ୟପେୟରେ ଅନିୟମିତତା ନୁହେଁ, ମେଦବହୁଳତା, ଡାଏବେଟିସ୍ ତଥା ଅନ୍ୟ ଦୂରାରୋଗ୍ୟ ଯୋଗୁଁ ମଧ୍ୟ ଶରୀରରେ ଖରାପ କୋଲେଷ୍ଟ୍ରୋଲ ବଢ଼ିଥାଏ। ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଗଲେ ଏହା ହୃଦ୍ ରୋଗର...
ବ୍ରହ୍ମପୁର ନିକଟସ୍ଥ ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟସ୍ଥ ସମରଝୋଳ ଛକରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସକୁ ଟ୍ୟାଙ୍କର ଧକ୍କା ଦେବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି...
ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ତୃତୀୟ ଦିନରେ ଚାଲିପାରିଲାନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।...
ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ: ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ ଦାୟିତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ରାଜ୍ୟର ୧୮ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ବଦଳି କରିଛନ୍ତି ଓଡ଼ିଶା ସରକାର। ଏନେଇ ବୁଧବାର ରାଜ୍ୟ ସଧାରଣ ପ୍ରଶାସନ ବିଭାଗ...
କଳା ଝାଡ଼ା କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=Z-uyRcSsOrg
ସାଧାରଣତଃ ପାକସ୍ଥଳୀ-ଅନ୍ତନଳୀରେ ଅଲସର ହେଲେ କଳା ଝାଡ଼ା ହୋଇଥାଏ। ବେଳେ ବେଳେ ଏହି ସମସ୍ୟା ବିଭିନ୍ନ ଜଟିଳତା ଆଡ଼କୁ ନେଇପାରେ। ତେଣୁ କଳା ଝାଡ଼ାକୁ ଅଣଦେଖା କରିବା ଅନୁଚିତ ବୋଲି...
ଭାରତୀୟ ହକି ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ଓଡ଼ିଶା ସରକାର। ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଦଳର ଖେଳାଳିମାନଙ୍କୁ ସମ୍ମାନିତ...
ରାଜ୍ୟସଭା ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ସେ ସ୍ଵାଧୀନ ପ୍ରାର୍ଥୀ ଭାବେ ଏହି ନିର୍ବାଚନ ପାଇଁ ନାମାଙ୍କନ କରିଛନ୍ତି। କିଛି ବିଜେପି...
ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଲା: ଏଥର ୨୪ ମାର୍କ ରଖିଲେ ପାସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିଲା ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା। ଏଣିକି ୨୪ ମାର୍କ ରଖିଲେ ପାସ୍ କରିବେ ଛାତ୍ରଛାତ୍ରୀ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛନ୍ତି...
ଭୁବନେଶ୍ୱରରେ ପ୍ୟାରିସ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ଦଳର ଖେଳାଳିମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ଅପରାହ୍ଣରେ ରାଜ୍ୟ ସରକାରଙ୍କ...
ରାଜ୍ୟସଭା ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ମମତା ମହାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ଦିନ ପ୍ରାର୍ଥିପତ୍ର ଦାଖଲ କଲେ ମମତା ମହାନ୍ତ। ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ମମତା ମହାନ୍ତ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳବାର ଦିନ ମମତାଙ୍କୁ...





















