ଓଡ଼ିଶାର ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବରିଷ୍ଠ ଫଟୋ ସାମ୍ବାଦିକ ତଥା ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସିର ପ୍ରତିଷ୍ଠାତା ଅନିଲ ପ୍ରସାଦ ମିଶ୍ରଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଭାଦ୍ରବ କୃଷ୍ଣ ଦ୍ଵିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...
ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସସି-ଏସଟି ସଂରକ୍ଷଣରେ କ୍ରିମି ଲେୟାରକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ବୁଧବାର ଦିନ ସଂରକ୍ଷଣ ବଚାଓ କମିଟି ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି।
ଦେଶର ବିଭିନ୍ନ...
ବିଶାଖାପାଟଣା: ବିଷାକ୍ତ ଖାଦ୍ୟ ଖାଇ ୩ ଜଣ ଛାତ୍ରଙ୍କର ମୃତ୍ୟୁ ଅଭିଯୋଗ, ୭୪ ଜଣ ଅସୁସ୍ଥ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ହଷ୍ଟେଲରେ ବିଷାକ୍ତ ଖାଦ୍ୟ ଖାଇ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି ଓ ୭୪ ଜଣ ଗୁରୁତର ଭାବେ ଅସୁସ୍ଥ ହୋଇଛନ୍ତି। ଏଭଳି ଅଭିଯୋଗ ଆସିଛି ବିଶାଖାପାଟଣା...
ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେପି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ରାଜ୍ୟସଭା ପ୍ରାର୍ଥୀ ପାଇଁ ମମତାଙ୍କ ନାଁରେ ମୋହର ମାରିଛି ଦଳ। ମଙ୍ଗଳବାର ଦିନ ବିଜେପି ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ...
କେମିତି ଦୂର ହେବ ପିଲାଙ୍କ କୋଷ୍ଠକାଠିନ୍ୟ ସମସ୍ୟା?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=NzwV78hW5ys&t=235s
କେବଳ ବଡ଼ ନୁହନ୍ତି, ଶିଶୁଙ୍କଠାରେ ମଧ୍ୟ କୋଷ୍ଠକାଠିନ୍ୟ ସମସ୍ୟା ଦେଖା ଦେଇଥାଏ। ପିଲାଙ୍କଠାରେ କୋଷ୍ଠକାଠିନ୍ୟ ଲକ୍ଷଣକୁ ଠିକ ସମୟରେ ଚିହ୍ନି ଚିକିତ୍ସା କରାଗଲେ ଏଥିଯୋଗୁଁ ସୃଷ୍ଟି ହେଉଥିବା ଜଟିଳତାକୁ ଏଡ଼ାଇ...
ଆସନ୍ତାକାଲି ଓଡ଼ିଶା ଆସିବେ ଭାରତୀୟ ପୁରୁଷ ହକି ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ୍ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ବୁଧବାର ଓଡ଼ିଶା ଆସିବେ। ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦଳର ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏନେଇ ସୂଚନା ଦେଇଛନ୍ତି...
କ୍ୟାପିଟାଲ ହସ୍ପିଟାଲ ଓ ବକୁଳ ଫାଉଣ୍ଡେସନ ପକ୍ଷରୁ ‘ଯାଆଁଳା ଗଛ’ ଅଭିଯାନର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ କ୍ୟାପିଟାଲ ହସ୍ପିଟାଲ ଏବଂ ବକୁଳ ଫାଉଣ୍ଡେସନ ପକ୍ଷରୁ ହସ୍ପିଟାଲ ପରିସରରେ ‘ଯାଆଁଳା ଗଛ’ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅଭିଯାନର ଲକ୍ଷ୍ୟ ରହିଛି ପ୍ରତ୍ୟେକ ଦିନ...
ବାହାରିନ ଅନ୍ତର୍ଜାତୀୟ ଯୁବ ମହୋତ୍ସବରେ ଚମକିଲା ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନର କିଙ୍ଗ ହାମାଦ ବିଶ୍ୱ ପ୍ରଦର୍ଶନୀ କେନ୍ଦ୍ରରେ ଅନ୍ତର୍ଜାତୀୟ ଯୁବ ମହୋତ୍ସବ ଆୟୋଜିତ ହୋଇଛି। ଏଠାରେ ଭାରତୀୟ ଦୂତାବାସ ବାହାରିନ ଓଡ଼ିଆ ସମାଜ ସହଯୋଗରେ ଓଡ଼ିଶାର କଳା, ସଂସ୍କୃତି, ଉତ୍ପାଦ ଏବଂ...
ଗଞ୍ଜାମରେ ବିଷାକ୍ତ ମଦ ପିଇ ୨୦ ଜଣ ଅସୁସ୍ଥ, ୫ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଷାକ୍ତ ମଦ ପିଇ ୨୦ ଜଣଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଏହି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ଏନଏସି ଅନ୍ତର୍ଗତ କରବାଲୁଆ ଓ ଜେନାପୁର ଗାଁର। ଅସୁସ୍ଥ ବ୍ୟକ୍ତିମାନଙ୍କୁ...





















