ଆଜି ସ୍ନେହ ଓ ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ସ୍ନେହ ଏବଂ ସମ୍ପର୍କର ଏହି ପର୍ବରେ ଭାଇ ହାତରେ ରାକ୍ଷୀ ବାନ୍ଧିଛି ଭଉଣୀ। ରାକ୍ଷୀ ପୂର୍ଣ୍ଣିମାକୁ ଗହ୍ମା ପୂର୍ଣ୍ଣିମା ବୋଲି ମଧ୍ୟ କୁହାଯାଏ।
ଏହି ପର୍ବରେ ଭାଇହାତରେ...
ଡରାଉଛି ମଙ୍କିପକ୍ସ ଭାଇରସ: ସତର୍କ କରାଇଲା ଡବ୍ଲୁଏଚଓ
ଓଡ଼ିଶାଲାଇଭ୍ ବ୍ୟୁରୋ
କିଛି ବର୍ଷ ତଳେ କୋଭିଡ-୧୯ରୁ ଆଶ୍ଵସ୍ତି ମିଳିଥିବାବେଳେ ଏବେ ସାରା ବିଶ୍ଵକୁ ଡରାଇଲାଣି ମଙ୍କିପକ୍ସ ଭାଇରସ। ମଙ୍କିପକ୍ସକୁ ନେଇ ବିଭିନ୍ନ ଦେଶର ଚିନ୍ତା ବଢ଼ିବାରେ ଲାଗିଛି। ଆଫ୍ରିକା ବାହାରେ ସ୍ଵିଡେନ ଓ...
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କ ଅଡୁଆ ବଢ଼ିଲା: ଦୁର୍ନୀତି ଅଭିଯୋଗରେ ମାମଲା ରୁଜୁ ପାଇଁ ଅନୁମତି ଦେଲେ ରାଜ୍ୟପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କ ପାଇଁ ଅଡୁଆ ବଢ଼ିଛି। ଜମି ଆବଣ୍ଟନ ଦୁର୍ନୀତି ଅଭିଯୋଗରେ ତାଙ୍କ ବିରୋଧରେ ମମଲା ରୁଜୁ କରିବା ପାଇଁ ଅନୁମତି ମିଳିଛି। ଜଣେ ସୂଚନା ଅଧିକାରୀ କର୍ମୀଙ୍କ ଆବେଦନ...
ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଗିରଫ ହେଲେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ।
ଶୁକ୍ରବାର ଦିନ ପ୍ରଦୀପ କୁମାର...
ବିଧାନସଭାରେ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ବୟକଟ୍ କଲେ ବିଜେଡି-କଂଗ୍ରେସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାରେ ଆରମ୍ଭ ହୋଇଛି ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଶନିବାର କେନ୍ଦ୍ର ସଂସଦୀୟ ବ୍ୟପାର ମନ୍ତ୍ରୀ କିରେନ ରିଜିଜୁ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏଥିରେ ନୂଆ ବିଧାୟକଙ୍କୁ...
ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ – ଖାଦ୍ୟ ଯୋଗାଣ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାସନକାର୍ଡ ହିତାଧିକାରୀ ପୁଣି ପାଇବେ ଗହମ। ହିତାଧିକାରୀଙ୍କୁ ଏଣିକି ଚାଉଳ ସହ ଗହମ ଦିଆଯିବ। ହିତାଧିକାରୀଙ୍କ ଚାହିଦାକୁ ଦେଖି ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ଏଥିପାଇଁ କେନ୍ଦ୍ର...
ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି: ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଆହୁରି ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଶନିବାର ବର୍ଷା...
କୋଲକାତାରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଆଜି ଦେଶବ୍ୟାପୀ ଡାକ୍ତରଙ୍କ ଆନ୍ଦୋଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଲକାତାର ଆରଜି କର ମେଡିକାଲ କଲେଜରେ ୩୧ ବର୍ଷୀୟ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ଏବେ ଜଟିଳ ହେବାରେ ଲାଗିଛି। ଘଟଣାକୁ ନେଇ ଭାରତୀୟ ମେଡିକାଲ ସଂଘ...
କାହିଁକି କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ?
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ କୁମାର ପଟ୍ଟନାୟକ। ଶୁକ୍ରବାର ଦିନ ନିଜ ଇସ୍ତଫା ପତ୍ର ସେ ଏଆଇସିସିକୁ ପଠାଇଛନ୍ତି। ଦଳରେ ଉଚିତ ସମ୍ମାନ ନମିଳିବାରୁ କଂଗ୍ରେସରୁ ଇସ୍ତଫା ଦେଇଥିବା ବିଜୟ ପଟ୍ଟନାୟକ...
ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ୫,୧୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି: ଆବେଦନର ଶେଷ ତାରିଖ ଅକ୍ଟୋବର ୬
ଓଡ଼ିଶାଲାଇଭ୍ ବ୍ୟୁରୋ
ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ୫,୧୦୦ ଜଣ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରାଯିବ। ଏଥିପାଇଁ ଆବେଦନ ଆହ୍ୱାନ କରାଯାଇଛି। ସମଗ୍ର ଭାରତରେ ଥିବା ଶିକ୍ଷାନୁଷ୍ଠାନଗୁଡ଼ିକରୁ ପ୍ରଥମ ବର୍ଷ...





















