ସେପ୍ଟେମ୍ବର ୧୮ରୁ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ବିଧାନସଭା ସେପ୍ଟେମ୍ବର ୧୮ରୁ ଆରମ୍ଭ ହୋଇ ୨୫ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ...
ଟ୍ରମ୍ପଙ୍କ ଟାରିଫର ଭାରତ ପାଇଁ ବିକଳ୍ପ କ’ଣ?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/71nUzDmkC38
ଭାରତରୁ ଆମେରିକାକୁ ରପ୍ତାନୀ ହେଉଥିବା ସମାଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍ ଲଗାଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏହାଦ୍ଵାରା ଭାରତର ରପ୍ତାନୀ ଉପରେ ବଡ଼ ପ୍ରଭାବ ପଡ଼ିଛି।
ତେବେ ଏହି ଟାରିଫରୁ...
ରାଜ୍ୟସ୍ତରୀୟ ହକି ଚାମ୍ପିୟନସିପରେ ମୟୂରଭଞ୍ଜ ସବଜୁନିୟର ବାଳିକା ଦଳର ସଫଳତା
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ହକି ଆସୋସିଏସନ ଅଫ ଓଡ଼ିଶା ଆନୁକୂଲ୍ୟରେ ରାଉରକେଲାଠାରେ ଅନୁଷ୍ଠିତ ଚତୁର୍ଥ ରାଜ୍ୟସ୍ତରୀୟ ସବଜୁନିୟର ବାଳିକା ହକି ଚାମ୍ପିୟନସିପରେ ମୟୂରଭଞ୍ଜ ଦଳ ସଫଳତା ହାସଲ କରିଛି। ଚିତ୍ତାକର୍ଷକ ଖେଳ...
ଭୁବନେଶ୍ୱର: ୟୁସିସିଆଇଏଲ ଲେଡିଜ ଫୋରମ ପକ୍ଷରୁ ବୃକ୍ଷ ରୋପଣ ଓ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରକୁ ସ୍ମାର୍ଟ ବୋର୍ଡ ପ୍ରଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ପରିବେଶକୁ ସବୁଜ ସୁନ୍ଦର କରିବା ତଥା ଏହାର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ୟୁସିସିଆଇଏଲ ଲେଡିଜ ଫୋରମ ପକ୍ଷରୁ ଗୁରୁବାର ଦିନ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ...
ଓଡ଼ିଶାରେ ଆହୁରି ୭ ଦିନ ପ୍ରବଳ ବର୍ଷା ସମ୍ଭାବନା, ସବୁ ଜିଲ୍ଲାକୁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଅଗଷ୍ଟ ୨୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ...
ଉପରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଇଣ୍ଡିଆ ବ୍ଲକର ପ୍ରାର୍ଥୀ ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀ। ଗୁରୁବାର ଦିନ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ସାଂସଦ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ...
ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ଟାଇଟଲ ଜିତିଲେ ରାଜସ୍ଥାନର ମନିକା ବିଶ୍ଵକର୍ମା
ଓଡ଼ିଶାଲାଇଭ୍ ବ୍ୟୁରୋ
ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ଟାଇଟଲ ଜିତିଛନ୍ତି ରାଜସ୍ଥାନର ଝିଅ ମନିକା ବିଶ୍ୱକର୍ମା। ଜୟପୁରଠାରେ ଆୟୋଜିତ ଗ୍ରାଣ୍ଡ ଫିନାଲେରେ ମନିକାଙ୍କୁ ବିଜୟୀ ଘୋଷଣା କରାଯାଇଛି। ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୪ ବିଜେତା...
ଓଡ଼ିଶାରେ ଅଗଷ୍ଟ ୨୫ ଯାଏଁ ଆହୁରି ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଆହୁରି ଭିଜିବ ଓଡ଼ିଶା। ଅଗଷ୍ଟ ୨୫ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା...
ଉପରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏର ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ବୁଧବାର ଦିନ ନିଜ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ରାଧାକ୍ରିଷ୍ଣନ। ସିପି ରାଧାକ୍ରିଷ୍ଣନଙ୍କ ପ୍ରଥମ ପ୍ରସ୍ତାବକ ହୋଇଥିଲେ ପ୍ରଧାନମନ୍ତ୍ରୀ...
ବନ୍ଧା ହେଲେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଗିରଫ ହେଲେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଗତକାଲି ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ...





















