ପୂର୍ବେ ବଡ଼ ପ୍ରତିଯୋଗିତାରେ ଏକାଧିକ ପଦକ ହାତଛଡ଼ା କରିଛନ୍ତି ଭିନେଶ ଫୋଗଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସର କୁସ୍ତି ପ୍ରତିଯୋଗିତାରୁ ଭାରତର ଭିନେଶ ଫୋଗଟ ଡିସକ୍ଵାଲିଫାଏ ହେବା କ୍ରୀଡ଼ା ପ୍ରେମୀମାନଙ୍କୁ ନିରାଶ କରିଛି। ଏହାପରେ ସେ କୁସ୍ତିରୁ ସନ୍ନ୍ୟାସ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଫାଇନାଲ ମ୍ୟାଚ୍...

ରେପୋ ରେଟ୍‌ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଲେ ଭାରତୀୟ ରିଜର୍ଭ ବ୍ୟାଙ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ କ୍ରମାଗତ ଭାବେ ନବମ ଥର ପାଇଁ ଅପରିବର୍ତ୍ତିତ ରହିଲା ‘ରେପୋ’ ରେଟ୍‌। ଏହି ଦର ପୂର୍ବଭଳି ୬.୫ ପ୍ରତିଶତ ରହିବ। ଏନେଇ ଗୁରୁବାର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ...

ଗିରଫ ହେଲେ କୋଟିପତି ବିଡିଓ ପ୍ରଦୀପ କୁମାର ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ବୁଧବାର ଦିନ ପ୍ରଦୀପ କୁମାର ସାହୁଙ୍କ ଭୁବନେଶ୍ଵର...

ଟେନସନ୍‌ରୁ ମୁଣ୍ଡ ବିନ୍ଧୁଛି କି, ଜାଣନ୍ତୁ କେମିତି କରିବେ ଚିକିତ୍ସା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=-jEJAJJCiJE ଆଜିକାଲି ମୁଣ୍ଡ ବିନ୍ଧିବା ସାଧାରଣ ସମସ୍ୟା ପାଲଟିଯାଇଛି। ମାନସିକ ଚାପ ବା ଟେନସନ୍ ଯୋଗୁଁ ମୁଣ୍ଡବିନ୍ଧା ସମସ୍ୟା କେବେନା କେବେ ସମସ୍ତେ ଜୀବନରେ ଅନୁଭବ କରିଥାଆନ୍ତି। ତେବେ ଟେନସନ୍‌ ଯୋଗୁଁ ମୁଣ୍ଡ...

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ କୋଲକାତା ସ୍ଥିତି ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ପଶ୍ଚିମବଙ୍ଗରେ ସିପିଏମର...

କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ

ଓଡ଼ିଶାଲାଇଭ୍ ବ୍ୟୁରୋ କୁସ୍ତିରୁ ସନ୍ନ୍ୟାସ ନେଇଛନ୍ତି ଭିନେଶ ଫୋଗଟ। ପ୍ୟାରିସ ଅଲିମ୍ପିକ୍ସରୁ ଡିସକ୍ଵାଲିଫାଏ ହେବା ପରେ ସେ କୁସ୍ତିରୁ ସନ୍ନ୍ୟାସ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଗୁରୁବାର ସେ ସୋସିଆଲ ମିଡିଆରେ ଏକ...

ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ: ୨୦ ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ରାଜ୍ୟର ୨୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦେଇଛନ୍ତି ଓଡ଼ିଶା ସରକାର। ଏହି କ୍ରମରେ ୨୦ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ...

ବିଶ୍ୱ ଦକ୍ଷତା କେନ୍ଦ୍ରର ୭୩ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି ସୁଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି...

ଆସୁଛି ଲଘୁଚାପ: ପୁଣି ୪ ଦିନ ଭିଜିବ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଗୋଟିଏ ଲଘୁଚାପର ପ୍ରଭାବ ନସରୁଣୁ ଆସିବାକୁ ଯାଉଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ବୁଧବାର ଦିନ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଅଗଷ୍ଟ ୧୧ ତାରିଖ...

କେବଳ ବାଂଲାଦେଶ ନୁହେଁ, ଶ୍ରୀଲଙ୍କା ଓ ଆଫଗାନିସ୍ତାନରେ ମଧ୍ୟ ହିଂସା ଯୋଗୁଁ ଦେଶ ଛାଡ଼ିଥିଲେ ରାଷ୍ଟ୍ରମୁଖ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବାଂଲାଦେଶରେ ହିଂସା ଯୋଗୁଁ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେଇ ଦେଶ ଛାଡ଼ିଛନ୍ତି। ଦେଶର ସାମାଜିକ ଓ ଅର୍ଥନୈତିକ ପରିସ୍ଥିତି ଖରାପ ହେବାରେ ଲାଗିଛି। ତେବେ ବିଶ୍ଵରେ ଏହା ପ୍ରଥମ ଘଟଣା...