ଭିଜିଲାନ୍ସ ହାବୁଡ଼ରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ କଟକ ଜିଲ୍ଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ବିଭାଗ। ପ୍ରଦୀପ କୁମାର ସାହୁଙ୍କ ବାସଭବନ ସମେତ...
ଭୁବନେଶ୍ଵର: ଦଶମ ଜାତୀୟ ହସ୍ତତନ୍ତ୍ର ଦିବସ ସମାରୋହ ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆୟୋଜିତ ହୋଇଛି ଦଶମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ। ବୁଧବାର ଏହି ଅବସରରେ ସ୍ଥାନୀୟ ଜୟଦେବ ଭବନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରାଯାଇଥିଲା। ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର...
ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଘୋଷଣା ହେଲା ରାଜ୍ୟସଭା ଉପନିର୍ବାଚନ ପାଇଁ ତାରିଖ। ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ଦେଶର ୯ଟି ରାଜ୍ୟରେ ଖାଲିପଡ଼ିଥିବା ରାଜ୍ୟସଭା ଆସନ ଲାଗି ଉପନିର୍ବାଚନ ହେବ। ଏ ନେଇ...
ମଉଳିଲା ଭାରତର ସ୍ଵର୍ଣ୍ଣ ପଦକ ଆଶା: ପ୍ୟାରିସ ଅଲିମ୍ପିକ୍ସରୁ ଭିନେଶ ଫୋଗଟ ଡିସ୍କ୍ଵାଲିଫାଏଡ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଲାଗିଛି ବଡ଼ ଝଟକା। ମଉଳି ଗଲା ଭାରତର ସ୍ଵର୍ଣ୍ଣ ପଦକ ଆଶା। ଫାଇନାଲ ମ୍ୟାଚ ଖେଳିବା ପୂର୍ବରୁ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେଲେ କୁସ୍ତିଯୋଦ୍ଧା ଭିନେଶ...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଶ୍ରାବଣ ଶୁକ୍ଳ ତୃତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...
ପ୍ୟାରିସ ଅଲିମ୍ପିକ୍ସ: କୁସ୍ତି ଫାଇନାଲରେ ଭିନେଶ ଫୋଗଟ, ଭାରତର ମେଡାଲ ପକ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ଭାରତର ଆଉ ଏକ ମେଡାଲ ପକ୍କା ହୋଇଯାଇଛି। ମହିଳା ୫୦ କିଲୋଗ୍ରାମ ବର୍ଗ କୁସ୍ତି ପ୍ରତିଯୋଗିତାରେ ଭାରତର ଭିନେଶ ଫୋଗଟ ଫାଇନାଲରେ ପ୍ରବେଶ କରିଛନ୍ତି। ଅଲିମ୍ପିକ୍ସ କୁସ୍ତିରେ ଫାଇନାଲକୁ...
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଜୀବନ ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଜ ଜୀବନକାଳରେ ଦୁଇ ଥର ମରଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ ଶେଖ ହସିନା।
ବାଂଲାଦେଶରେ ହିଂସା ଯୋଗୁଁ ସ୍ଥିତି ଉଗ୍ର ରୂପ ଧାରଣ କରିଛି। ଏହାର ପରିମାଣ ସ୍ଵରୂପ ଦେଶର...
ଡାଏବେଟିସ୍ ରୋଗୀଙ୍କ ଡାଏଟ୍ କେମିତି ହେବା ଦରକାର?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=OoYVgVrI1dM
ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଏବେ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଉଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ସମସ୍ୟା ପାଲଟିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା କାହାକୁ...
ଓଡ଼ିଶାରେ ଅଗଷ୍ଟ ୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା: ଆଜି ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାରା ଓଡ଼ିଶାରେ ଏବେ ମୌସୁମୀ ଜନିତ ବର୍ଷା ଲାଗି ରହିଛି। ଆସନ୍ତା ୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ବର୍ଷା ପାଇଁ ୯ଟି ଜିଲ୍ଲାକୁ...
ପ୍ୟାରିସ ଅଲିମ୍ପିକ୍ସ: ଜାଭେଲିନ ଥ୍ରୋ ଫାଇନାଲରେ ନୀରଜ, ନିରାଶ କଲେ କିଶୋର
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ମଙ୍ଗଳବାର ଜାଭେଲିନ ଥ୍ରୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଭାରତ ପକ୍ଷରୁ ନୀରଜ ଚୋପ୍ରାଙ୍କ ସହ ମଇଦାନକୁ ଓହ୍ଲାଇଥିଲେ ଓଡ଼ିଆ ପୁଅ କିଶୋର ଜେନା। ଏହି ଜାଭେଲିନ ଥ୍ରୋ...





















