ମାଲକାନଗିରିରେ ବନ୍ଦ ହେଲା ଲକ୍ଷ୍ମୀ ଯୋଜନା ଅନ୍ତର୍ଗତ ଏସି ବସ୍ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରିରେ ଏବେ ଲକ୍ଷ୍ମୀ ଯୋଜନା ଅନ୍ତର୍ଗତ ଏସି ବସ୍ ଚଳାଚଳ ବନ୍ଦ ହୋଇଛି। ଜିଲ୍ଲାର ୬ଟି ରୁଟରେ ବସ୍ ଚଳାଚଳକୁ ବାତିଲ କରାଯାଇଛି। ଆରଟିଓ ପକ୍ଷରୁ ଏହି ସବୁ ବସର ପରମିଟ୍...

କାଉଡ଼ିଆଙ୍କ ଉପରେ ଚଢ଼ିଗଲା ଟ୍ରକ୍, ୩ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଡିମିରିଆ ଗାଁ ନିକଟରେ ଶନିବାର ସକାଳେ ଟ୍ରକ ଧକ୍କାରେ ତିନିଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ କାଉଡ଼ିଆ ଏବଂ ଜଣେ ସ୍ଥାନୀୟ ଅଞ୍ଚଳ...

ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଆନନ୍ଦପୁର ବ୍ୟାରେଜ ଡିଭିଜନ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କୁ ଶନିବାର...

ପ୍ୟାରିସ ଅଲିମ୍ପିକ୍ସ: ହାଟ୍ରିକ୍ ପଦକରୁ ଅଳ୍ପକେ ବଞ୍ଚିତ ହେଲେ ମନୁ ଭାକର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ନିଜର ତୃତୀୟ ତଥା ହାଟ୍ରିକ୍ ପଦକ ହାତଛଡ଼ା କରିଛନ୍ତି ଭାରତୀୟ ସୁଟର ମନୁ ଭାକର। ସେ ସୁଟିଂର ମହିଳା ୨୫ ମିଟର ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ଚତୁର୍ଥ ସ୍ଥାନରେ...

ୱାୟନାଡ ଭୂସ୍ଖଳନ: ପ୍ରଭାବିତଙ୍କୁ ସହାୟତା ପାଇଁ କେରଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରେ କରି ହେବ ଅର୍ଥ ଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ କେରଳର ୱାୟନାଡରେ ମଙ୍ଗଳବାର ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ବ୍ୟାପକ ଧନଜୀବନ ନଷ୍ଟ ହୋଇଛି। ବର୍ତ୍ତମାନ ସୁଦ୍ଧା ଏଥିରେ ପ୍ରାୟ ୩୫୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେ ବି ଅନେକ...

ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା: ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପତ୍ୟକାରେ ଥିବା ଏହି ଲଘୁଚାପଟି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଶନିବାର...

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷାରେ ୧୨ ଜଣଙ୍କ ମୃତ୍ୟୁ: ଜଣେ ନାବାଳକ ନିଖୋଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡରେ ବିପର୍ଯ୍ୟୟ ଆଣିଛି ମୌସୁମୀ। ଗୁରବାର ବିଳମ୍ବିତ ରାତିରେ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ଏହି ପାହାଡ଼ିଆ ରାଜ୍ୟର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି ଏବଂ...

ଓଡ଼ିଶାରୁ କିଏ ଯିବେ ରାଜ୍ୟସଭା?

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରୁ କିଏ ଯିବେ ରାଜ୍ୟସଭା? ମମତା ମହାନ୍ତ ରାଜ୍ୟସଭା ସାଂସଦ ପଦ ଛାଡ଼ିବା ପରେ ଏହିଭଳି ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଆସନ ପାଇଁ ବିଭିନ୍ନ ନେତାଙ୍କ ନାଁକୁ ଏବେ ଆଲୋଚନା...

ପ୍ୟାରିସ ଅଲିମ୍ପିକ୍ସ: ହକିରେ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସର ହକି ପ୍ରତିଯୋଗିତାରେ ଶୁକ୍ରବାର ଦମଦାର ବିଜୟ ହାସଲ କରିଛି ଭାରତୀୟ ପୁରୁଷ ହକି ଦଳ। ନିଜର ଶେଷ ଗ୍ରୁପ ମ୍ୟାଚରେ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ପରାସ୍ତ କରିଛି ଟିମ୍...

ଅଗଷ୍ଟ ୭ରୁ ୯ ଯାଏଁ ଓଡ଼ିଶା ସରକାରଙ୍କ ନିବେଶକ ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଗଷ୍ଟ ୭ ତାରିଖରୁ ୯ ତାରିଖ ଯାଏଁ ଆୟୋଜିତ ହେବ ଓଡ଼ିଶା ସରକାରଙ୍କ ନିବେଶକ ସମ୍ମିଳନୀ। ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ନିବେଶ ପାଇଁ ଉଦ୍ୟୋଗୀ ଓ ନିବେଶକମାନଙ୍କ ସହ ଆଲୋଚନା କରିବେ...