କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ୮ ହଜାର ୩୦୭ କୋଟି ଟଙ୍କା ବ୍ୟୟରେ କଟକ-ଭୁବନେଶ୍ଵର ପାଇଁ ନିର୍ମାଣ ହେବ ୬ ଲେନ ବିଶିଷ୍ଟ ରିଂ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ଲାଗି ଅନଲାଇନ ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଜାରି ରହିଛି। ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ତାଲିମ ନେବା ଲାଗି ଆଗ୍ରହୀ ପ୍ରାର୍ଥୀମାନେ...

ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀ ହେଲେ ଇଣ୍ଡିଆ ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କଲା ବିରୋଧୀ ଇଣ୍ଟିଆ ବ୍ଲକ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀଙ୍କୁ ଇଣ୍ଡିଆ ବ୍ଲକ ପ୍ରାର୍ଥୀ କରିଛି। ରବିବାର ଦିନ ମହାରାଷ୍ଟ୍ରର...

ବିଶ୍ଵର ସବୁଠୁ ବଡ଼ ବିଭାଜନ: ଗୋଟିଏ ଦେଶ ହୋଇଥିଲା ୧୫ ଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/1Hm419m5i0c ଦେଶ ବିଭାଜନ କଥା ଆସିଲେ ଆମେ ସାଧାରଣତଃ ଭାରତ-ପାକିସ୍ତାନ ବିଭାଜନ କଥା ଭାବିଥାନ୍ତି। ହେଲେ ବିଶ୍ୱର ସବୁଠାରୁ ବଡ଼ ବିଭାଜନ ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ, ଯେଉଁଠାରେ ଗୋଟିଏ ଦେଶ ୧୫ଟି...

ସିପି ରାଧାକ୍ରିଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି ଏନଡିଏ। ବିଜେପି ସଂସଦୀୟ ବୋର୍ଡ ବୈଠକରେ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ...

ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର ବେହେରାଙ୍କ ୮ଟି ଠିକଣା ଉପରେ ଚଢ଼ଉ କରୁଛି ଭିଜିଲାନ୍ସ। ଯନ୍ତ୍ରୀ...

ରୁଷ-ୟୁକ୍ରେନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଆଲୋଚନା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/fNWPw7j_MtA ଆମେରିକାର ଆଲାସ୍କାରରେ ବିଶ୍ଵର ଦୁଇ ମହାଶକ୍ତିଙ୍କର ବୈଠକ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏହି ବୈଠକରେ ରୁଷ-ୟୁକ୍ରେନ ଯୁଦ୍ଧ ଏବଂ ଅନ୍ୟାନ୍ୟ...

ଅଗଷ୍ଟ ୨୧ ଯାଏଁ ଭିଜିବ ଓଡ଼ିଶା!

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଗଷ୍ଟ ୨୧ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ...

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳାଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳାଫଳ। ରାଜ୍ୟର ମୋଟ ୩,୪୫୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୧,୯୪୪ ଜଣ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି...

ଶ୍ରୀମନ୍ଦିରରେ ପାଳନ ହେବ ନନ୍ଦୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଶନିବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...