ପୁରୀ ଶ୍ରୀମନ୍ଦିରର ୨୦ ବିଲୁପ୍ତ ସେବା
ଶୁଭ୍ରାଂଶୁ ପଣ୍ଡା
ଶ୍ରୀମନ୍ଦିରର ସେବାଗୁଡ଼ିକ ସମ୍ବନ୍ଧରେ ବହୁ ଆଲେଖ, ଆଲୋଚନା ଉପଲବ୍ଧ ଥିବା ବେଳେ ବିଲୁପ୍ତ ସେବା ବିଷୟରେ ଆସନ୍ତୁ ଜାଣିବା।
ପ୍ରାତରୁତ୍ଥାୟ ନିର୍ମାଲ୍ୟ ମାନୟାମି ଦିନେ ଦିନେ
ବନ୍ଧୁଭିଃ ଜ୍ଞାତିଭିଃ ସାର୍ଦ୍ଧଂ ଜୀବାମ୍ୟେତେନ ସର୍ବଦା
ଇତି ବିଶ୍ଵାବସୋର୍ବାଣୀଂ...
ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଅକ୍ଷୟ ମହାନ୍ତିଙ୍କର ଲୋକପ୍ରିୟ ଭଜନ ‘ମେଘ ମାଳକୁ ନିନ୍ଦେ କଳାକୁ’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=CCBnNui6kBk
ଓଡ଼ିଆ ସଙ୍ଗୀତ ଜଗତର ସମ୍ରାଟ ଥିଲେ ଅକ୍ଷୟ ମହାନ୍ତି। ଖୋକା ଭାଇ ନାଁରେ ସଭିଁଙ୍କ ପ୍ରିୟ ଅକ୍ଷୟ ମହାନ୍ତି ଓଡ଼ିଆ ସଙ୍ଗୀତକୁ ଦେଇଥିଲେ ନୂଆ ପରିଚୟ। ‘ଯା’ରେ ଭାସି ଭାସି ଯା’ଠାରୁ...
ଭିଜିବ ଓଡ଼ିଶା: ଜୁଲାଇ ୨୧ ଯାଏଁ ପ୍ରବଳ ବର୍ଷା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆସନ୍ତା ୨୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବଙ୍ଗୋପସାଗରରେ ଲଘୁଚାପ...
ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଅଭିଯୋଗ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିଜେଡି ଓ କଂଗ୍ରେସ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଅଭିଯୋଗକୁ ନେଇ ଏ ଯାଏଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଏହାକୁ ନେଇ ରାଜ୍ୟରେ ରାଜନୀତି ସରଗରମ ହେଉଛି। ମାମଲାକୁ...
ଜୁଲାଇ ୧୮ରେ ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ୧୮ ତାରିଖ ଗୁରୁବାର ଦିନ ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏ ନେଇ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ।
ରତ୍ନଭଣ୍ଡାର ନେଇ...
ବାହାରିନରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଲା ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ମାନାମାସ୍ଥିତ ୨୦୦ ବର୍ଷ ପୁରୁଣା ପ୍ରତିଷ୍ଠିତ ଶ୍ରୀନାଥଜୀ ମନ୍ଦିରରେ ଏହି ଯାତ୍ରା ଅତି ଆନନ୍ଦ ଉଲ୍ଲାସର ସହିତ...
ଆନ୍ଧ୍ରପ୍ରଦେଶ: ପଥର ଖଣିରେ ବିସ୍ଫୋରଣ ଘଟି ୩ ଶ୍ରମିକଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ଏନଟିଆର ଜିଲ୍ଲା ପରିଟାଲା ନିକଟ ଡୋନାବାଣ୍ଡା ପାହାଡ଼ରେ ଥିବା ଏକ ପଥର ଖଣିରେ ବିସ୍ଫୋରଣ ଘଟି ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ...
ଏଏସଓଙ୍କ ବଦଳି ହୋଇଗଲା, ହେଲେ ରାଜ୍ୟପାଳଙ୍କ ପୁଅ ବିରୋଧରେ ହୋଇ ପାରିଲାନି ପୋଲିସ ଆକ୍ସନ୍!
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ମାଡ଼ ମାରିବା ନେଇ ଅଭିଯୋଗ କରିଥିବା ସରକାରୀ ଅଧିକାରୀଙ୍କ ବଦଳି ହୋଇଛି। ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଏଏସଓ) ବୈକୁଣ୍ଠ ନାଥ ପ୍ରଧାନଙ୍କୁ...
ଜମ୍ମୁ କଶ୍ମୀର: ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ଭାରତୀୟ ସେନାର ୪ ଜଣ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ଡୋଡ଼ା ଜିଲ୍ଲାରେ ଭାରତୀୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୋମବାର ବିଳମ୍ବିତ ରାତିରେ ହୋଇଥିବା ଏହି ଏନକାଉଣ୍ଟରରେ ଆତଙ୍କବାଦୀଙ୍କ ଗୁଳିରେ ୪ ଜଣ ଯବାନ...
ଓଡ଼ିଶାକୁ ଦକ୍ଷ ମାନବ ସମ୍ବଳର କେନ୍ଦ୍ରରେ ପରିଣତ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ବର ସ୍ଥିତ ବିଶ୍ଵ ଦକ୍ଷତା କେନ୍ଦ୍ରରେ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ
ଆତିଥେୟତା କ୍ଷେତ୍ରରେ ପ୍ରଶିକ୍ଷଣ ପାଇଁ ପ୍ରଥମ କୌଶଳ ଭବନ ଉଦ୍ଘାଟିତ
ନିର୍ମାଣ କ୍ଷେତ୍ରରେ ଯୁବବର୍ଗଙ୍କୁ ଦକ୍ଷ କରିବା ଖୋଲିବ ୧୦ଟି...





















