ଓମାନ ଉପକୂଳରେ ବୁଡ଼ିଗଲା ତୈଳବାହୀ ଜାହାଜ: ୧୩ ଭାରତୀୟଙ୍କ ସମେତ ୧୬ ନାବିକ ନିଖୋଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଓମାନ ଉପକୂଳରେ ଏକ ତୈଳବାହୀ ଜାହାଜ ବୁଡ଼ି ଯାଇଛି। ଏଥିରେ ଥିବା ୧୩ ଜଣ ଭାରତୀୟଙ୍କ ସମେତ ୧୬ ଜଣ ନାବିକ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର ଅଭିଯାନ...

କଟକ ଏସସିବି ମେଡିକାଲରେ ହାଉସ ସର୍ଜନଙ୍କ ଆନ୍ଦୋଳନ: ରୋଗୀ ସେବା ପ୍ରଭାବିତ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଏସସିବି ମେଡିକାଲରେ ହାଉସ ସର୍ଜନ ଓ ନର୍ସିଂ କର୍ମଚାରୀଙ୍କ ମଧ୍ୟରେ ବିବାଦ ଆନ୍ଦୋଳନର ରୂପ ନେଇଛି। ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଡାକରା ଦେଇ ଆନ୍ଦୋଳନକୁ ଓହ୍ଲାଇଛି ହାଉସ ସର୍ଜନ...

ଆଜି ସୁନାବେଶ – ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ଶ୍ରୀଜୀଉ

ଓଡ଼ିଶାଲାଇଭ୍ ବ୍ୟୁରୋ ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିଛନ୍ତି ବଡ଼ଠାକୁର। ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥାରୂଢ଼ ହୋଇ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଏବଂ ଚକ୍ରରାଜ ସୁଦର୍ଶନ।...

ମହାରାଷ୍ଟ୍ରର ଟ୍ରେନି ଆଇଏଏସ୍‌ ପୂଜା ଖେଡ଼କରଙ୍କୁ ଝଟକା, ସ୍ଥଗିତ ହେଲା ଜିଲ୍ଲା ପ୍ରଶିକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ଟ୍ରେନି ଆଇଏଏସ୍‌ ଅଧିକାରୀ ପୂଜା ଖେଡ଼କରଙ୍କ ଅଡୁଆ ଆହୁରି ବଢ଼ିଛି। ପୂଜାଙ୍କ ଜିଲ୍ଲା ପ୍ରଶିକ୍ଷଣକୁ ସ୍ଥଗିତ କରିଛି ମସୌରୀସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଭାରତୀୟ ପ୍ରଶାସନିକ ଏକାଡେମୀ (ଏଲବିଏସଏନଏଏ)। ତାଙ୍କୁ...

ଓଡ଼ିଶାରେ ଜୁଲାଇ ୨୧ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜୁଲାଇ ୨୧ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ଦିନ ଏହି ସୂଚନା ଦିଆଯାଇଛି। ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀମାନେ www.bseodisha.ac.in...

ଆସନ୍ତାକାଲି ମହାପ୍ରଭୁଙ୍କ ସୁନାବେଶ: ପୁରୀରେ ମୁତୟନ ହେବେ ୧୯୦ ପ୍ଲାଟୁନ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ। ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ...

ପୁରୀ ଶ୍ରୀମନ୍ଦିରର ୨୦ ବିଲୁପ୍ତ ସେବା

ଶୁଭ୍ରାଂଶୁ ପଣ୍ଡା ଶ୍ରୀମନ୍ଦିରର ସେବାଗୁଡ଼ିକ ସମ୍ବନ୍ଧରେ ବହୁ ଆଲେଖ, ଆଲୋଚନା ଉପଲବ୍ଧ ଥିବା ବେଳେ ବିଲୁପ୍ତ ସେବା ବିଷୟରେ ଆସନ୍ତୁ ଜାଣିବା। ପ୍ରାତରୁତ୍‌ଥାୟ ନିର୍ମାଲ୍ୟ ମାନୟାମି ଦିନେ ଦିନେ ବନ୍ଧୁଭିଃ ଜ୍ଞାତିଭିଃ ସାର୍ଦ୍ଧଂ ଜୀବାମ୍ୟେତେନ ସର୍ବଦା ଇତି ବିଶ୍ଵାବସୋର୍ବାଣୀଂ...

ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଅକ୍ଷୟ ମହାନ୍ତିଙ୍କର ଲୋକପ୍ରିୟ ଭଜନ ‘ମେଘ ମାଳକୁ ନିନ୍ଦେ କଳାକୁ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=CCBnNui6kBk ଓଡ଼ିଆ ସଙ୍ଗୀତ ଜଗତର ସମ୍ରାଟ ଥିଲେ ଅକ୍ଷୟ ମହାନ୍ତି। ଖୋକା ଭାଇ ନାଁରେ ସଭିଁଙ୍କ ପ୍ରିୟ ଅକ୍ଷୟ ମହାନ୍ତି ଓଡ଼ିଆ ସଙ୍ଗୀତକୁ ଦେଇଥିଲେ ନୂଆ ପରିଚୟ। ‘ଯା’ରେ ଭାସି ଭାସି ଯା’ଠାରୁ...

ଭିଜିବ ଓଡ଼ିଶା: ଜୁଲାଇ ୨୧ ଯାଏଁ ପ୍ରବଳ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବଙ୍ଗୋପସାଗରରେ ଲଘୁଚାପ...

ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଅଭିଯୋଗ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିଜେଡି ଓ କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଅଭିଯୋଗକୁ ନେଇ ଏ ଯାଏଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଏହାକୁ ନେଇ ରାଜ୍ୟରେ ରାଜନୀତି ସରଗରମ ହେଉଛି। ମାମଲାକୁ...