ଜୁଲାଇ ୧୮ରେ ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ୧୮ ତାରିଖ ଗୁରୁବାର ଦିନ ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏ ନେଇ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ।
ରତ୍ନଭଣ୍ଡାର ନେଇ...
ବାହାରିନରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଲା ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ମାନାମାସ୍ଥିତ ୨୦୦ ବର୍ଷ ପୁରୁଣା ପ୍ରତିଷ୍ଠିତ ଶ୍ରୀନାଥଜୀ ମନ୍ଦିରରେ ଏହି ଯାତ୍ରା ଅତି ଆନନ୍ଦ ଉଲ୍ଲାସର ସହିତ...
ଆନ୍ଧ୍ରପ୍ରଦେଶ: ପଥର ଖଣିରେ ବିସ୍ଫୋରଣ ଘଟି ୩ ଶ୍ରମିକଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ଏନଟିଆର ଜିଲ୍ଲା ପରିଟାଲା ନିକଟ ଡୋନାବାଣ୍ଡା ପାହାଡ଼ରେ ଥିବା ଏକ ପଥର ଖଣିରେ ବିସ୍ଫୋରଣ ଘଟି ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ...
ଏଏସଓଙ୍କ ବଦଳି ହୋଇଗଲା, ହେଲେ ରାଜ୍ୟପାଳଙ୍କ ପୁଅ ବିରୋଧରେ ହୋଇ ପାରିଲାନି ପୋଲିସ ଆକ୍ସନ୍!
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ମାଡ଼ ମାରିବା ନେଇ ଅଭିଯୋଗ କରିଥିବା ସରକାରୀ ଅଧିକାରୀଙ୍କ ବଦଳି ହୋଇଛି। ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଏଏସଓ) ବୈକୁଣ୍ଠ ନାଥ ପ୍ରଧାନଙ୍କୁ...
ଜମ୍ମୁ କଶ୍ମୀର: ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ଭାରତୀୟ ସେନାର ୪ ଜଣ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ଡୋଡ଼ା ଜିଲ୍ଲାରେ ଭାରତୀୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୋମବାର ବିଳମ୍ବିତ ରାତିରେ ହୋଇଥିବା ଏହି ଏନକାଉଣ୍ଟରରେ ଆତଙ୍କବାଦୀଙ୍କ ଗୁଳିରେ ୪ ଜଣ ଯବାନ...
ଓଡ଼ିଶାକୁ ଦକ୍ଷ ମାନବ ସମ୍ବଳର କେନ୍ଦ୍ରରେ ପରିଣତ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ବର ସ୍ଥିତ ବିଶ୍ଵ ଦକ୍ଷତା କେନ୍ଦ୍ରରେ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ
ଆତିଥେୟତା କ୍ଷେତ୍ରରେ ପ୍ରଶିକ୍ଷଣ ପାଇଁ ପ୍ରଥମ କୌଶଳ ଭବନ ଉଦ୍ଘାଟିତ
ନିର୍ମାଣ କ୍ଷେତ୍ରରେ ଯୁବବର୍ଗଙ୍କୁ ଦକ୍ଷ କରିବା ଖୋଲିବ ୧୦ଟି...
ଡିଏସ କୁଟ୍ଟେ ଗୃହ ବିଭାଗ ଓଏସଡି ନିଯୁକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇପିଏସ ଡିଏସ କୁଟ୍ଟେଙ୍କୁ ଗୃହ ବିଭାଗ ଓଏସଡ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ନିଲମ୍ବନ ହଟିବା ପରେ କୁଟ୍ଟେଙ୍କୁ ଏହି ନିଯୁକ୍ତି ମିଳିଛି। ନିର୍ବାଚନ ସମୟରେ ଡିଏସ କୁଟେଙ୍କୁ ନିଲମ୍ବନ...
ମୟୂରଭଞ୍ଜରେ ବିଦ୍ୟୁତ ତାର ଲାଗି ହାତୀର ମୃତ୍ୟୁ ଘଟଣା: ୩ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବିଦ୍ୟୁତ ତାର ସଂସ୍ପର୍ଶରେ ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ନାକିଚୁଆ ପଞ୍ଚାୟତର ରାଇସୁଳ କିଆଖାଳି ଗାଁ ନିକଟରେ ଶନିବାର ଦିନ ଗୋଟିଏ ମାଈ ହାତୀର ମୃତ୍ୟୁ...
ସୋଆରେ ବୈଜ୍ଞାନିକ ଗବେଷଣା ଓ ପ୍ରକାଶନକୁ ନେଇ ଦିନିକିଆ ପ୍ରଶିକ୍ଷଣ ଶିବିର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅଧୀନସ୍ଥ କୃଷି ମହାବିଦ୍ୟାଳୟ ଇନଷ୍ଟିଚ୍ୟୁଟ ଅଫ ଏଗ୍ରିକଲଚରାଲ ସାଇନସେସ (ଆଇଏଏସ) ର ଗବେଷଣା ଓ ପ୍ରକାଶନକୁ ନେଇ ଦିନିକିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।
ପ୍ରଶିକ୍ଷଣ...
ବାହୁଡ଼ା ଯାତ୍ରାର ଅନନ୍ୟ ପରମ୍ପରା – ଲକ୍ଷ୍ମୀ ନାରାୟଣ ଭେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହୁଡ଼ା ଯାତ୍ରାର ସବୁଠାରୁ ଅନନ୍ୟ ପରମ୍ପରା ହେଉଛି ଲକ୍ଷ୍ମୀ ନାରାୟଣ ଭେଟ। ଏହି ଭେଟ ସ୍ୱୟଂ ଗଜପତି ମହାରାଜା ଦିବ୍ୟ ସିଂହ ଦେବ କରାଇଥା’ନ୍ତି। ଜଗନ୍ନାଥ ମହାପ୍ରଭୁଙ୍କ ରଥ ମରିଚିକୋଟ ନିକଟସ୍ଥ...





















