ସୁବର୍ଣ୍ଣ ଖଡ଼ିକା ଧରି ୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ଛେରାପହଁରା। ଗଜପତି ମହାରାଜା ଦିବ୍ୟସିଂହ ଦେବ ଏହି ନୀତି ସମ୍ପନ୍ନ କରିଛନ୍ତି। ସେ ୩ ରଥରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଛନ୍ତି। ଛେରାପହଁରା...

ଶ୍ରୀଗୁଣ୍ଡିଚା ଯାତ୍ରା: ପହଣ୍ଡି ବିଜେ କରି ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅବସରରେ ଭକ୍ତମୟ ହୋଇଛି ପୁରୀ। ବଡ଼ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସଂକୀର୍ତ୍ତନର ଧ୍ଵନିରେ କମ୍ପୁଛି ବଡ଼ଦାଣ୍ଡ। ସମସ୍ତେ ଭାବପ୍ରବଣ ହୋଇ...

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀ ଗସ୍ତ କରିଛନ୍ତି। ଭକ୍ତି ଏବଂ ସମର୍ପଣର ଏହି ମହାପର୍ବ ସମସ୍ତଙ୍କ ଜୀବନରେ...

ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଏକାଠି ହେବେ ଭକ୍ତ ଓ ଭଗବାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ରବିବାର ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା। ଆଜି ଗୋଟିଏ ଦିନରେ ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଶ୍ରୀଗୁଣ୍ଡିଚା ଯାତ୍ରାର ପୂର୍ବ ଦିନ ପଟି ଦିଅଁଙ୍କଠାରୁ ଆଜ୍ଞାମାଳ...

ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜାରି ହେଲା ଟ୍ରାଫିକ ପରାମର୍ଶ: ଜାଣନ୍ତୁ କେଉଁଠି ଗାଡ଼ି ରଖିବେ?

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା। ବଡ଼ଦାଣ୍ଡରେ ବଡ଼ଠାକୁରଙ୍କୁ ଦେଖିବାକୁ ଜମିବ ଭକ୍ତଙ୍କ ଭିଡ଼। ଏହାକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି। ରାଜ୍ୟ ବାହାରୁ...

ତିନି ଠାକୁରଙ୍କ ତିନି ରଥ ଓ ଏହାର ବିଶେଷତ୍ଵ

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତିନିରଥରେ ବିରାଜମାନ ହୋଇ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ତିନିଠାକୁର। ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଡ଼ଭାଇ ଶ୍ରୀ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ...

ଜୁଲାଇ ୯ରେ ନିଷ୍ପତ୍ତି: କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର?

ଓଡ଼ିଶାଲାଇଭ୍ ବ୍ୟୁରୋ କେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ ସେନେଇ ଆସନ୍ତା ଜୁଲାଇ ୯ ତାରିଖରେ ନିଷ୍ପତ୍ତି ହେବ। ଏ ନେଇ ନବ ଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ପରେ ସୂଚନା ଦେଇଛନ୍ତି...

ଜୁଲାଇ ୨୨ରୁ ସଂସଦରେ ବଜେଟ୍ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଷ୍ଟାଦଶ ଲୋକସଭାର ପ୍ରଥମ ବଜେଟ୍ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହେବ। ଏହାପରେ ଜୁଲାଇ ୨୩ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ଏନେଇ...

ରଥଯାତ୍ରା ପାଇଁ ପୁରୀ ବଡ଼ଦାଣ୍ଡରେ ସଫେଇ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ଶନିବାର ପୁରୀ ବଡ଼ଦାଣ୍ଡରେ ସଫେଇ କାର୍ଯ୍ୟକ୍ରମ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବଡ଼ଦାଣ୍ଡରେ ଝାଡୁ ମାରିଛନ୍ତି। ତାଙ୍କ...

ଶିଶୁ ଯୌନ ନିର୍ଯାତନା ବିଷୟ ଉପରେ ସ୍ୱତନ୍ତ୍ର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’ ମଞ୍ଚସ୍ଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଶିଶୁ ଯୌନ ନିର୍ଯାତନା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଧାରିତ ଭିନ୍ନ ସ୍ୱାଦର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’। ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରର ଭଞ୍ଜକଳା ମଣ୍ଡପଠାରେ ମଞ୍ଚସ୍ଥ ଏହି...