ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜାରି ହେଲା ଟ୍ରାଫିକ ପରାମର୍ଶ: ଜାଣନ୍ତୁ କେଉଁଠି ଗାଡ଼ି ରଖିବେ?
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା। ବଡ଼ଦାଣ୍ଡରେ ବଡ଼ଠାକୁରଙ୍କୁ ଦେଖିବାକୁ ଜମିବ ଭକ୍ତଙ୍କ ଭିଡ଼। ଏହାକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି।
ରାଜ୍ୟ ବାହାରୁ...
ତିନି ଠାକୁରଙ୍କ ତିନି ରଥ ଓ ଏହାର ବିଶେଷତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତିନିରଥରେ ବିରାଜମାନ ହୋଇ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ତିନିଠାକୁର। ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଡ଼ଭାଇ ଶ୍ରୀ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ...
ଜୁଲାଇ ୯ରେ ନିଷ୍ପତ୍ତି: କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର?
ଓଡ଼ିଶାଲାଇଭ୍ ବ୍ୟୁରୋ
କେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ ସେନେଇ ଆସନ୍ତା ଜୁଲାଇ ୯ ତାରିଖରେ ନିଷ୍ପତ୍ତି ହେବ। ଏ ନେଇ ନବ ଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ପରେ ସୂଚନା ଦେଇଛନ୍ତି...
ଜୁଲାଇ ୨୨ରୁ ସଂସଦରେ ବଜେଟ୍ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଷ୍ଟାଦଶ ଲୋକସଭାର ପ୍ରଥମ ବଜେଟ୍ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହେବ। ଏହାପରେ ଜୁଲାଇ ୨୩ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ଏନେଇ...
ରଥଯାତ୍ରା ପାଇଁ ପୁରୀ ବଡ଼ଦାଣ୍ଡରେ ସଫେଇ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ଶନିବାର ପୁରୀ ବଡ଼ଦାଣ୍ଡରେ ସଫେଇ କାର୍ଯ୍ୟକ୍ରମ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବଡ଼ଦାଣ୍ଡରେ ଝାଡୁ ମାରିଛନ୍ତି। ତାଙ୍କ...
ଶିଶୁ ଯୌନ ନିର୍ଯାତନା ବିଷୟ ଉପରେ ସ୍ୱତନ୍ତ୍ର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’ ମଞ୍ଚସ୍ଥ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଶିଶୁ ଯୌନ ନିର୍ଯାତନା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଧାରିତ ଭିନ୍ନ ସ୍ୱାଦର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’। ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରର ଭଞ୍ଜକଳା ମଣ୍ଡପଠାରେ ମଞ୍ଚସ୍ଥ ଏହି...
ବିଜେପିରେ ବଡ଼ ଧରଣର ଅଦଳବଦଳ: ଅପରାଜିତା ଷଡ଼ଙ୍ଗୀ ଓ ସମ୍ବିତ ପାତ୍ରଙ୍କୁ ଗୁରୁ ଦାୟିତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଜନତା ପାର୍ଟି (ବିଜେପି) ଶୁକ୍ରବାର ଦିନ ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଏବଂ ସହପ୍ରଭାରୀ ନିଯୁକ୍ତ କରିଛି। ଓଡ଼ିଶାର ବିଜେପି ପ୍ରଭାରୀ ଭାବେ ବିଜୟପାଳ ସିଂ ତୋମାରଙ୍କୁ ଦାୟିତ୍ଵ ମିଳିଥିବାବେଳେ...
ଶ୍ରୀମନ୍ଦିର ରତ୍ନଭଣ୍ଡାର ନୂଆ କମିଟିକୁ ନେଇ ତେଜୁଛି ରାଜନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ସରକାର ଅମଳରେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଠନ ହୋଇଥିବା କମିଟିକୁ ଭଙ୍ଗି ନୂଆ କମିଟି ଗଠନ କରିଛନ୍ତି ବିଜେପି ସରକାର। ନୂଆ କମିଟି ଗଠନକୁ ନେଇ ଏବେ ତେଜିବାରେ ଲାଗିଛି...
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା କର୍ପୋରେଟ ଫାଉଣ୍ଡେସନର ସମ୍ମିଳନୀ, ସମ୍ମାନିତ ହେବେ ମହିଳା ଉଦ୍ୟୋଗୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଶନିବାର ଅନୁଷ୍ଠିତ ହେବାକୁ ଯାଉଛି ଓଡ଼ିଶା କର୍ପୋରେଟ ଫାଉଣ୍ଡେସନର (ଓସିଏଫ୍) ସମ୍ମିଳନୀ। ଏଠାରେ ରାଜ୍ୟର ଅନେକ ମହିଳା ଉଦ୍ୟୋଗୀଙ୍କୁ ସମ୍ମାନିତ କରାଯିବ। ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି କାର୍ଯ୍ୟକ୍ରମରେ...
ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର: ନୂଆ ସରକାର ଗଢ଼ିଲେ ନୂଆ କମିଟି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏହି କମିଟିର ଅଧ୍ୟକ୍ଷ ଅଛନ୍ତି ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ଵନାଥ ରଥ।...





















