ଆଜି ଜାତୀୟ ଡାକ୍ତର ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଜାତୀୟ ଡାକ୍ତର ଦିବସ। ଡାକ୍ତରମାନଙ୍କ ସେବାକୁ ସମ୍ମାନ ଜଣାଇ ପ୍ରତିବର୍ଷ ଜୁଲାଇ ୧ ତାରିଖକୁ ସମଗ୍ର ଦେଶରେ ଜାତୀୟ ଡାକ୍ତର ଦିବସ ପାଳନ କରାଯାଉଛି।
ଡାକ୍ତରଙ୍କୁ ଲୋକେ ଦ୍ଵିତୀୟ ଭଗବାନ...
ଆଜିଠାରୁ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନିଜେ ଲୋକଙ୍କ ସହ ସାକ୍ଷାତ କରି ସେମାନଙ୍କ ସମସ୍ୟା ଶୁଣିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ...
ପୂର୍ବରୁ ପ୍ରାୟ ୩୨ ଥର ବନ୍ଦ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରରେ ରଥଯାତ୍ରା ବନ୍ଦ ହେବାର ନଜିର ରହିଛି। ଶ୍ରୀମନ୍ଦିର ଇତିହାସରୁ ଜଣାଯାଏ, ୪୫୨ ବର୍ଷ ଭିତରେ ଦୀର୍ଘ ୩୨ ବର୍ଷ ରଥଯାତ୍ରା ବନ୍ଦ ହୋଇଥିଲା।
କଳାପାହାଡ଼ ଆକ୍ରମଣ...
ଆଜିଠାରୁ ଭାରତରେ ଲାଗୁ ହେଲା ୩ ନୂଆ ଫୌଜଦାରୀ ଆଇନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଲାଗୁ ହୋଇଛି ୩ଟି ନୂଆ ଫୌଜଦାରୀ ଆଇନ। ବ୍ରିଟିଶ ଅମଳର ଆଇପିସି, ସିଆରପିସି ଏବଂ ଭାରତୀୟ ପ୍ରମାଣ ଆଇନ ବଦଳରେ ଏହି ନୂଆ ଆଇନ ଲାଗୁ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ ବିଷୟରେ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନଲାଇନ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦।
ଦେଶ ବିଦେଶରେ ‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ କ୍ଷେତ୍ରରେ ରହିଛି ଆକର୍ଷଣୀୟ କ୍ୟାରିୟର ସୁଯୋଗ।...
ଏସଏସସି ‘ସିଜିଏଲ୍’ ପରୀକ୍ଷା ପାଇଁ ଆବେଦନ ଜାରି, ଜୁଲାଇ ୨୪ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ୧୭,୭୨୭ଟି ଗ୍ରୁପ୍ ‘ବି’ ଓ ଗ୍ରୁପ୍ ‘ସି’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଷ୍ଟାଫ୍ ସିଲେକ୍ସନ କମିସନ (ଏସଏସସି) ପକ୍ଷରୁ ଏହି ପଦବୀ...
ଦକ୍ଷିଣ ଆଫ୍ରିକାକୁ ହରାଇ ଦ୍ୱିତୀୟଥର ପାଇଁ ଟି-ଟ୍ଵେଣ୍ଟି ବିଶ୍ବ ଚାମ୍ପିୟନ ହେଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଟି-ଟ୍ଵେଣ୍ଟି ବିଶ୍ଵକପ ୨୦୨୪ର ଚାମ୍ପିୟନ ହୋଇଛି ଭାରତ। ଶନିବାର ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ବିଶ୍ବକପ୍ ଟ୍ରଫି ହାତେଇଛି ଟିମ୍ ଇଣ୍ଡିଆ। ଏଥିସହ...
ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗରେ ନାମଲେଖା ଲାଗି ଜୁନ୍ ୩୦ରୁ ଅନଲାଇନ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବର୍ତ୍ତମାନ ସମୟରେ ଦେଶ ବିଦେଶରେ ବ୍ୟୁଟି ଥେରାପି ଏବଂ ହେୟାର ଡ୍ରେସିଂ କ୍ଷେତ୍ରରେ ଭଲ ଚାହିଦା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍...
ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରମ୍ପରା
ଭାସ୍କର ମିଶ୍ର
ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ପାଳିତ ସମସ୍ତ ପର୍ବ, ଯାନିଯାତ୍ରା, ଉତ୍ସବ ମଧ୍ୟରେ ଶ୍ରୀଜୀଉମାନଙ୍କ ରଥଯାତ୍ରା ପ୍ରଧାନ ଓ ମୁଖ୍ୟ ଉତ୍ସବ।
ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟାଠାରୁ ଦଶମୀ ତିଥି ପର୍ଯ୍ୟନ୍ତ ନବଦିନବ୍ୟାପି ଏହି ଯାତ୍ରା ମହାସମାରୋହରେ ପାଳିତ ହୋଇଥାଏ। ବର୍ଷକରେ ଏହି ଦିନ ଲକ୍ଷାଧିକ ଭକ୍ତ ତଥା ଦର୍ଶନାର୍ଥୀ ଏହି ମହୋତ୍ସବରେ ସଂଶ୍ଳିଷ୍ଟ ହୋଇଥାନ୍ତି।
ଶ୍ରୀମନ୍ଦିରରେ ଅନୁଷ୍ଠିତ ଦ୍ୱାଦଶ ଯାତ୍ରା ମଧ୍ୟରେ ରଥଯାତ୍ରା ଅନ୍ୟତମ। କେଉଁ ପ୍ରାଚୀନ ସମୟରୁ ଏହି ରଥଯାତ୍ରା ପୁରୁଷୋତ୍ତମ କ୍ଷେତ୍ରରେ ପାଳିତ ହେଉଛି, ତାହାର ସଠିକ ସମୟ ଅଦ୍ୟାବଧି...
ଅନୁଗୁଳ ଟିକରପଡ଼ାରେ କୁମ୍ଭୀର ଆତଙ୍କ: ମହାନଦୀ କୂଳରୁ ୮ ବର୍ଷର ବାଳକକୁ ଟାଣିନେଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାନଦୀ କୂଳକୁ ଶୌଚ ହେବା ପାଇଁ ଯାଇଥିବା ୮ ବର୍ଷର ବାଳକକୁ ଟାଣିନେଲା କୁମ୍ଭୀର। ଶନିବାର ଦିନ ଏହି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ସାତକୋଶିଆ ଗଣ୍ଡ ନିକଟ ଟିକରପଡ଼ା...





















