ବାଲେଶ୍ଵରକୁ ଫେରୁଛି ଶାନ୍ତି: ଆଜିଠୁ କେବଳ ରାତିରେ କର୍ଫ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ଦିନ ଧରି ଅଶାନ୍ତି ହୋଇପଡ଼ିଥିବା ବାଲେଶ୍ଵର ସହରକୁ ଧୀରେ ଧୀରେ ଫେରୁଛି ଶାନ୍ତି। ସହରରେ ଲାଗିଥିବା କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ବୁଧବାରଠାରୁ କେବଳ ରାତିରେ କର୍ଫ୍ୟୁ କଟକଣା ଜାରି...

ଲୋକସଭାର ବାଚସ୍ପତି ଭାବେ ପୁଣି ନିର୍ବାଚିତ ହେଲେ ଓମ୍ ବିର୍ଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାର ବାଚସ୍ପତି ଭାବେ ପୁଣି ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା। ସେ ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ହରାଇ ବାଚସ୍ପତି ହୋଇଛନ୍ତି। ସେ ଲଗାତର ଦ୍ଵିତୀୟଥର ପାଇଁ...

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦିଲ୍ଲୀ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିବେ। ତାଙ୍କ ସହ ଦୁଇ...

ବାଲେଶ୍ଵରରେ କୋହଳ ହେଉଛି କର୍ଫ୍ୟୁ: କେବଳ ରାତିରେ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ସହରରେ ଲାଗିଥିବା କର୍ଫ୍ୟୁକୁ ଆଉଟିକେ କୋହଳ କରାଯାଇଛି। ବାଲେଶ୍ଵରରେ କେବଳ ରାତିରେ କର୍ଫ୍ୟୁ କଟକଣା ଲାଗୁ ହେବ। ଆସନ୍ତାକାଲିଠାରୁ ଏହି କଟକଣା ଲାଗୁ କରାଯିବ ବୋଲି ବାଲେଶ୍ଵର ଜିଲ୍ଲାପାଳ ସୂଚନା...

ମାସକ ମଧ୍ୟରେ ଭୁବନେଶ୍ଵରର ସବୁ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ – ବିଏମସି କମିଶନର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ୟୁନିଟ-୩ ମସଜିଦ କଲୋନୀର ନାବାଳକ ଏସକେ ରାଜେଶ ଡ୍ରେନରେ ଭାସି ପ୍ରାଣ ହରାଇବା ପରେ ଆକ୍ସନ ମୋଡକୁ ଆସିଛି ଭୁବନେଶ୍ଵର ମହାନଗର ନିଗମ (ବିଏମସି)। ମାସକ ଭିତରେ ଭୁବନେଶ୍ଵରରେ ଥିବା...

ଓଏସଆରଟିସିର ସମୀକ୍ଷା କଲେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର (ଓଏସଆରଟିସି) ସମୀକ୍ଷା କରିଛନ୍ତି। ଏହି ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ରାଜ୍ୟରେ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଆଗକୁ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ...

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ମିଳିଲାନି ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଲାଗିଛି ଝଟକା। ଅବକାରୀ ଦୁର୍ନୀତି ମାମଲାରେ ମଙ୍ଗଳବାର ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଜାମିନ ମିଳିଲା ନାହିଁ। ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି। ଅବକାରୀ...

ଭାରତରେ ଜରୁରୀକାଳୀନ ପରିସ୍ଥିତିକୁ ପୂରିଲା ୪୯ ବର୍ଷ, ଜାଣନ୍ତୁ କ’ଣ ରହିଥିଲା ଘଟଣାକ୍ରମ?

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୧୯୭୫ ମସିହାରେ ଜୁନ୍ ୨୫ ତାରିଖରେ ଲାଗୁ ହୋଇଥିବା ଜରୁରୀକାଳୀନ ପରିସ୍ଥିତିକୁ ଆଜି ୪୯ ବର୍ଷ ପୂରିଛି। ଏହାକୁ ଭାରତର ଗଣତାନ୍ତ୍ରିକ ପ୍ରକ୍ରିୟାରେ ଏକ କଳା ଅଧ୍ୟାୟ ବୋଲି ବିବେଚନା କରାଯାଏ।...

ଭଙ୍ଗାଗଲା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଘର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ଵରସ୍ଥିତ ସରକାରୀ ବାସଭବନ ପରିସରରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଘରକୁ ଭଙ୍ଗାଯାଇଛି। ସରକାରୀ କ୍ଵାର୍ଟର ପରିସରରେ ବିଳାଶପୂର୍ଣ୍ଣ କୋଠା ସହ ଅଣ୍ଡରଗ୍ରାଉଣ୍ଡ ଘର ନିର୍ମାଣ...