ଭୁବନେଶ୍ଵର: ସୃଷ୍ଟି ଓ ସ୍ରଷ୍ଟା ସାହିତ୍ୟ ଅନୁଷ୍ଠାନ ପକ୍ଷରୁ ଗଳ୍ପ ପଠନ ଓ କବିତା ଆସର ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୃଷ୍ଟି ଓ ସ୍ରଷ୍ଟା ସାହିତ୍ୟ ଅନୁଷ୍ଠାନ ପକ୍ଷରୁ ଭୁବନେଶ୍ୱରରେ ତୃତୀୟ ଦ୍ଵିମାସିକ ଗଳ୍ପ ପଠନ ଓ କବିତା ଆସର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଶନିବାର ଏହାର...
ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ: ଆଜିଠୁ ମିଳିବ ଇଣ୍ଟରନେଟ ସୁବିଧା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାଲେଶ୍ଵର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ସୋମବାରଠାରୁ ବାଲେଲେଶ୍ଵର ପୌରାଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବା ସହ ଇଣ୍ଟରନେଟ ସୁବିଧା ମିଳିବ।
ବାଲେଶ୍ଵର ସହରର ସୁନହାଟ ଅଞ୍ଚଳରେ ଜୁନ ୧୭ ତାରିଖରେ ଦୁଇ...
ବାହାରିନର ଇସ୍କନ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ସ୍ନାନ ପୂର୍ଣ୍ଣିମା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନର ମନାମା ସ୍ଥିତ ଇସ୍କନ ଜଗନ୍ନାଥ ମନ୍ଦିରରେ ପବିତ୍ର ସ୍ନାନ ପୂର୍ଣ୍ଣିମା ଧୂମଧାମରେ ପାଳିତ ହୋଇଯାଇଛି। ବାହାରିନ ଓଡ଼ିଆ ସମାଜର ସହଯୋଗରେ ଏଠାରେ ପାରମ୍ପାରିକ ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ସ୍ନାନ ଉତ୍ସବ...
ଅଣସରରେ ମହାପ୍ରଭୁ: ଅଲାରନାଥଙ୍କ ଦର୍ଶନ ପାଇଁ ବ୍ରହ୍ମଗିରିରେ ଜମୁଛି ଭକ୍ତଙ୍କ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଣସର ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ କରିବା ପାଇଁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼।
ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜ୍ଵର ହୋଇଛି।...
ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଗୃହର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି କଟକର ସାଂସଦ ଭର୍ତ୍ତୃହରି ମହତାବ। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ...
ଭାରତୀୟ ରେଳବାଇର ଉତ୍ତରପୂର୍ବ ଜୋନରେ ୧୧୦୪ଟି ‘ଆପ୍ରେଣ୍ଟିସ୍’ ପଦବୀ ପାଇଁ ଆବେଦନ ଜାରି, ଜୁଲାଇ ୭ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇ ପକ୍ଷରୁ ଉତ୍ତରପୂର୍ବାଞ୍ଚଳ ରେଳ (ଏନଇଆର) ଜୋନରେ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଉତ୍ତରପୂର୍ବାଞ୍ଚଳ ଡିଭିଜନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୧,୧୦୪ଟି ପଦବୀ ପୂରଣ...
ତେଜିଲା ବାରିପଦା ବସ ଧର୍ମଘଟ: ଗଡ଼ୁନି ବସ, ଯାତ୍ରୀ ହନ୍ତସନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ବସ ଧର୍ମଘଟ ପୁଣି ତେଜିଲା। ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ ଚାଲୁ ରଖିବାକୁ ପୁଣି ନିଷ୍ପତ୍ତି ନେଇଛି ମୟୂରଭଞ୍ଜ ଘରୋଇ ବସ୍ ମାଲିକ...
ଦେବସ୍ନାନ ପୂର୍ଣ୍ଣିମାରେ ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ମହାସ୍ନାନ ନୀତି। ଏବେ ଗଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ବଡ଼ଠାକୁରଙ୍କର ଏହି ଅପୂର୍ବ ବେଶ ଦର୍ଶନ...
ମୟୂରଭଞ୍ଜ: ବାଣ ଗୋଦାମରେ ବିସ୍ଫୋରଣ ଘଟି ଜିଅନ୍ତା ଜଳିଗଲେ ଯୁବକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ମହୁଲପାଟଣା ଗାଁରେ ଶନିବାର ଅପରାହ୍ଣରେ ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟି ଜଣେ ଯୁବକ ଜିଅନ୍ତା ଜଳି ଯାଇଛନ୍ତି। ମୃତକ...
ନିଟ୍ ପରୀକ୍ଷା ବିବାଦ: ଏନଟିଏରେ ସଂସ୍ଥାଗତ ସଂସ୍କାର ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଟ୍ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବାବେଳେ ଏହାକୁ ପରିଚାଳନା କରୁଥିବା ସଂସ୍ଥା ନାସନାଲ ଟେଷ୍ଟିଂ ଏଜେନ୍ସିକୁ (ଏନଟିଏ) ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପଦକ୍ଷେପ...





















