ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହେବେ ବିରୋଧୀ ଦଳର ନେତା। ବିଜେଡି ବିଧାୟକ ଦଳର ବୈଠକରେ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ହୋଇଛି। ୨୪ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଓଡ଼ିଶାର...
ଓଡ଼ିଶାରେ ସକ୍ରିୟ ହେଉଛି ମୌସୁମୀ, ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଓଡ଼ିଶାରେ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ଏହା ଫଳରେ ରାଜ୍ୟର ବିଭିନ ସ୍ଥାନରେ ବର୍ଷା ହେବାର ଦେଖିବାକୁ ମିଳୁଛି। ଜୁନ୍ ୨୩ ତାରିଖ ସୁଦ୍ଧା...
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ଜୁଲାଇ ୩ ଯାଏଁ ବଢ଼ିଲା ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଅବକାରୀ ଦୁର୍ନୀତି ମାମଲାରେ ତାଙ୍କର ନ୍ୟାୟିକ ହେପାଜତ ଜୁଲାଇ ୩ ତାରିଖ ଯାଏଁ ବୃଦ୍ଧି ପାଇଛି। ଏନେଇ ବୁଧବାର ଦିଲ୍ଲୀର ରାଉଜ୍...
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି ହେଲେ ୨୨ ଜଣ ଓଏସଏସ ଅଧିକାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଢ଼ିଛି ବିଜେପି। ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ। ନୂଆ ସରକାର ଗଠନ ପରେ ରାଜ୍ୟର ବିଭିନ୍ନ ବିଭାଗର ଜୋରଦାର ସମୀକ୍ଷା...
ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ୮ ତାରିଖରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ମହାପ୍ରଭୁଙ୍କ ରଥଯାତ୍ରାର ପରଦିନ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ବୁଧବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ସୁପରିଟେଡେଣ୍ଟ ଡି ବି ଗଡ଼ନାୟକ ସୂଚନା...
ଓଡ଼ିଶାରେ ଚିନ୍ତା ବଢ଼ାଉଛି ଡିପଥେରିଆ ସଂକ୍ରମଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ମୁନୁଷପଦରରୁ ଆରମ୍ଭ ହୋଇଥିବା ଡିପଥେରିଆ ଏବେ ସଂକ୍ରମଣର ରୂପ ନେଉଛି। ଏବେ ଏହା କୋରାପୁଟ ଏବଂ କଳାହାଣ୍ଡି ଜିଲ୍ଲାକୁ ମାଡ଼ିଥିବାରୁ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତାର...
ବିହାର: ନାଳନ୍ଦା ବିଶ୍ଵବିଦ୍ୟାଳୟର ନୂଆ କ୍ୟାମ୍ପସ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିହାରର ରାଜଗିରରେ ଉଦଘାଟିତ ହୋଇଛି ନାଳନ୍ଦା ବିଶ୍ଵବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦଘାଟନ କରିଛନ୍ତି। ପ୍ରାଚୀନ ନାଳନ୍ଦା ବିଶ୍ଵବିଦ୍ୟାଳୟର ଭଗ୍ନାବଶେଷ ନିକଟବର୍ତ୍ତୀ ଅଞ୍ଚଳରେ ଏହି ନୂଆ...
ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ସୁରମା ପାଢ଼ୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ଜୁନ ୨୦ ତାରିଖରେ ହେବ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ। ବିଜେପିର ବରିଷ୍ଠ ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ନିର୍ବାଚନ ପାଇଁ ବୁଧବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ...
ଶ୍ରୀମନ୍ଦିରରେ ସେବାୟତଙ୍କ ମଧ୍ୟରେ ବିବାଦ, ମହାପ୍ରଭୁଙ୍କ ନୀତି ବିଳମ୍ବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ ହୋଇଛି। ମଙ୍ଗଳବାର ରାତିରେ ସେବାୟତଙ୍କ ଭିତରେ ବିବାଦ ଯୋଗୁଁ ନୀତିକାନ୍ତି ବିଳମ୍ବରେ ଚାଲିଛି। ଫଳରେ ବୁଧବାର ସକାଳେ ମଙ୍ଗଳ ଆଳତି ନୀତି ୪ ଘଣ୍ଟା ବିଳମ୍ବରେ...
ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ମିଡିଆ ମହାନାୟକ ରାମୋଜୀ ରାଓଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଗଣମାଧ୍ୟମ ଓ ମନୋରଞ୍ଜନ ଜଗତକୁ ନୂଆ ଦିଗ ଦେଖାଇଥିବା ରାମୋଜୀ ରାଓଙ୍କୁ ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ମଙ୍ଗଳବାର ଏକାଦଶାହ ଅବସରରେ ଭୁବନେଶ୍ୱର ଜୟଦେବ ଭବନଠାରେ...





















