ୟୁଜିସି-ନେଟ୍ ପରୀକ୍ଷା ବାତିଲ: ଏନଟିଏର ସ୍ୱଚ୍ଛତା ଉପରେ ବଡ଼ ପ୍ରଶ୍ନବାଚୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଅଧୀନରେ ନାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ପରିଚାଳିତ ୟୁଜିସି-ନେଟ୍ ପରୀକ୍ଷାକୁ ବାତିଲ କରାଯାଇଛି। ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜରେ ସହକାରୀ ପ୍ରଫେସର ପଦବୀ ଏବଂ ଜୁନିୟର...
ସୁରମା ପାଢ଼ୀ: ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିଜେପିର ବରିଷ୍ଠ ବିଧାୟିକା ସୁରମା ପାଢ଼ୀ। ଗୁରୁବାର ସେ ନିର୍ଦ୍ଵନ୍ଦ୍ଵରେ ବାଚସ୍ପତି ପଦ ପାଇଁ ନିର୍ବାଚିତ ହୋଇଛନ୍ତି। ବିଧାନସଭାରେ ସବୁ ଦଳର...
ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନି – ଆଇନ ମନ୍ତ୍ରୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଆସନ୍ତା ଜୁଲାଇ ୮ ତାରିଖରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ବୁଧବାର ସନ୍ଧ୍ୟାରେ କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। କେବେ ରତ୍ନଭଣ୍ଡାର...
କେମିତି ଭଲ ହେବ ଫ୍ୟାଟି ଲିଭର?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=0xQBMEVwshs
ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛିନ୍ନ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଷାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ।...
ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହେବେ ବିରୋଧୀ ଦଳର ନେତା। ବିଜେଡି ବିଧାୟକ ଦଳର ବୈଠକରେ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ହୋଇଛି। ୨୪ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଓଡ଼ିଶାର...
ଓଡ଼ିଶାରେ ସକ୍ରିୟ ହେଉଛି ମୌସୁମୀ, ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଓଡ଼ିଶାରେ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ଏହା ଫଳରେ ରାଜ୍ୟର ବିଭିନ ସ୍ଥାନରେ ବର୍ଷା ହେବାର ଦେଖିବାକୁ ମିଳୁଛି। ଜୁନ୍ ୨୩ ତାରିଖ ସୁଦ୍ଧା...
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ଜୁଲାଇ ୩ ଯାଏଁ ବଢ଼ିଲା ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଅବକାରୀ ଦୁର୍ନୀତି ମାମଲାରେ ତାଙ୍କର ନ୍ୟାୟିକ ହେପାଜତ ଜୁଲାଇ ୩ ତାରିଖ ଯାଏଁ ବୃଦ୍ଧି ପାଇଛି। ଏନେଇ ବୁଧବାର ଦିଲ୍ଲୀର ରାଉଜ୍...
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି ହେଲେ ୨୨ ଜଣ ଓଏସଏସ ଅଧିକାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଢ଼ିଛି ବିଜେପି। ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ। ନୂଆ ସରକାର ଗଠନ ପରେ ରାଜ୍ୟର ବିଭିନ୍ନ ବିଭାଗର ଜୋରଦାର ସମୀକ୍ଷା...
ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ୮ ତାରିଖରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ମହାପ୍ରଭୁଙ୍କ ରଥଯାତ୍ରାର ପରଦିନ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ବୁଧବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ସୁପରିଟେଡେଣ୍ଟ ଡି ବି ଗଡ଼ନାୟକ ସୂଚନା...
ଓଡ଼ିଶାରେ ଚିନ୍ତା ବଢ଼ାଉଛି ଡିପଥେରିଆ ସଂକ୍ରମଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ମୁନୁଷପଦରରୁ ଆରମ୍ଭ ହୋଇଥିବା ଡିପଥେରିଆ ଏବେ ସଂକ୍ରମଣର ରୂପ ନେଉଛି। ଏବେ ଏହା କୋରାପୁଟ ଏବଂ କଳାହାଣ୍ଡି ଜିଲ୍ଲାକୁ ମାଡ଼ିଥିବାରୁ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତାର...





















