ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି, ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ଲାଗି...

ଓଡ଼ିଶାରେ ମୌସୁମୀ ସକ୍ରିୟ ହେବାରେ ବିଳମ୍ବ: ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି ଖରା ଓ ଗୁଳୁଗୁଳି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ମୌସୁମୀ ବାୟୁ ଏଯାଏଁ ସମ୍ପୂର୍ଣ୍ଣ ଭାବେ ସକ୍ରିୟ ହୋଇନାହିଁ। ଏହା ଏବେ ମାଲକାନଗିରି ଓ କୋରାପୁଟ ଅଞ୍ଚଳରେ ସୀମିତ ରହିଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେଉଥିବାବେଳେ ରାଜ୍ୟର...

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି: ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ ଈଟିଭି କର୍ମଚାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ଈଟିଭି କର୍ମଚାରୀ। ସେମାନେ ରାମୋଜୀ ରାଓଙ୍କ ଦଶାହ ଅବସରରେ ଶୁଦ୍ଧିକ୍ରିୟା...

ପଶ୍ଚିମବଙ୍ଗରେ ବଡ଼ଧରଣର ରେଳ ଦୁର୍ଘଟଣା: ୫ ଯାତ୍ରୀ ମୃତ, ୩୦ରୁ ଅଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ି ଷ୍ଟେସନ ନିକଟରେ ସୋମବାର ସକାଳେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି। ଏଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଗୋଟିଏ ମାଲଗାଡ଼ି ପଛରୁ ଧକ୍କା ଦେବା ଫଳରେ ଦୁର୍ଘଟଣା ହୋଇଛି।...

ମନ୍ତ୍ରୀମାନଙ୍କୁ ବିଭାଗ ବାଣ୍ଟିଲେ ଓଡ଼ିଶା ସରକାର: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵ?

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜୁନ ୧୨ ତାରିଖରେ ପ୍ରଥମଥର ପାଇଁ ବିଜେପି ସରକାର ଗଢ଼ିଥିଲା। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ଥିଲେ ମୋହନ ଚରଣ ମାଝୀ। ତେବେ ଏହି ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ...

୮ ବର୍ଷ ପରେ ପୁଣି ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ଆରମ୍ଭ ହେବାକୁ ଯାଉଛି ହକି ଇଣ୍ଡିଆ ଲିଗ୍ (ଏଚଆଇଏଲ୍)। ୮ ବର୍ଷର ଅପେକ୍ଷା ପରେ ଏହି ଲିଗ୍ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛି। ଏଥିରେ ୮ଟି ପୁରୁଷ ଓ ୬ଟି ମହିଳା...

ଡକ୍ଟର ମୁକେଶ ମହାଲିଙ୍ଗ – ଓଡ଼ିଶାର ନୂଆ ସରକାରରେ ନୂଆ ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=hzLT9Q3J0XI ଓଡ଼ିଶାରେ ପ୍ରଥମଥର ପାଇଁ ସରକାର ଗଢ଼ିଛି ବିଜେପି। ନୂଆ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି ଡକ୍ଟର ମୁକେଶ ମହାଲିଙ୍ଗ। ସେ ବଲାଙ୍ଗିର ଜିଲ୍ଲା ଲୋଇସିଙ୍ଗା ଆସନରୁ ଏଥର ବିଜୟୀ...

ଛତିଶଗଡ଼: ନାରାୟଣପୁର ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୮ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ଆବୁଜମାଡ଼ ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।...

ଲୋକଙ୍କୁ ଗୁଣାତ୍ମକ ସେବା ଯୋଗାଇବା ପାଇଁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ପୋଲିସ ମହାନିର୍ଦ୍ଦେଶକଙ୍କ ସହ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ସେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା...

ଇଟାଲୀରେ ସରିଲା ଜି-୭ ସମ୍ମିଳନୀ: ବିଶ୍ଵ ନେତାଙ୍କୁ ଭେଟି ଭାରତ ଫେରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଟାଲୀର ଆପୁଲିଆ ସହରରେ ଅନୁଷ୍ଠିତ ହୋଇଥିବା ୫୦ତମ ଜି-୭ ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରି ଶନିବାର ଦିଲ୍ଲୀ ଫେରିଛନ୍ତି। ଏଠାରେ ସେ ଏକାଧିକ...