ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି। ଏ ନେଇ ସୋମବାର ଦିନ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
Tags: #TrilochanMohanty...
ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଦିନଠାରୁ ବଡ଼ଠାକୁରଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କର ପ୍ରବଳ ଭିଡ଼ ଜମୁଛି। ସିଂହଦ୍ଵାର ସମ୍ମୁଖରେ ପୂର୍ବଭଳି ଭିଡ଼ ନଥିଲେ ମଧ୍ୟ ଶ୍ରୀମନ୍ଦିର ଭିତରେ ଭିଡ଼ ଲାଗି...
ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳରେ ସ୍ଥିତି ସମୀକ୍ଷା କଲେ ରେଳମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ି ଷ୍ଟେସନ ନିକଟରେ ସୋମବାର ଘଟିଥିବା ରେଳ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଏଯାଏଁ ଦୁର୍ଘଟଣାରେ ୬୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।...
ପାଣିପାଗ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ ଜିଲ୍ଲାପାଳ – ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ବଢ଼ୁଛି। ଏହାରି ମଧ୍ୟରେ ସ୍କୁଲ ଖୋଲିବକି ନାହିଁ ତାକୁ ନେଇ ଦ୍ଵନ୍ଦ୍ଵ ଦେଖାଦେଇଛି।
ଗ୍ରୀଷ୍ମଛୁଟି ସରି ଜୁନ ୧୮...
ବିଶ୍ଵ କ୍ରୀଡ଼ା ଜଗତରେ ଆହୁରି ଆଗକୁ ବଢ଼ିବ ଓଡ଼ିଶା – ସୂର୍ଯ୍ୟବଂଶୀ ସୂରଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ବିଭାଗୀୟ ସମୀକ୍ଷା ବୈଠକ କରିଛନ୍ତି ସୂର୍ଯ୍ୟବଂଶୀ ସୂରଜ। ଏଥିରେ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମି ଓ ବିଭାଗ ପକ୍ଷରୁ...
ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଆସନ୍ତାକାଲି, ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ। ତିନିଦିନ ଧରି ଚାଲିବାକୁ ଏହି ଅଧିବେଶନରେ ଶପଥ ନେବେ ରାଜ୍ୟର ୧୪୭ ନବ ନିର୍ବାଚିତ ବିଧାୟକ। ଜୁନ ୨୦ ତାରିଖରେ ବାଚସ୍ପତି...
ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି, ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ଲାଗି...
ଓଡ଼ିଶାରେ ମୌସୁମୀ ସକ୍ରିୟ ହେବାରେ ବିଳମ୍ବ: ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି ଖରା ଓ ଗୁଳୁଗୁଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ମୌସୁମୀ ବାୟୁ ଏଯାଏଁ ସମ୍ପୂର୍ଣ୍ଣ ଭାବେ ସକ୍ରିୟ ହୋଇନାହିଁ। ଏହା ଏବେ ମାଲକାନଗିରି ଓ କୋରାପୁଟ ଅଞ୍ଚଳରେ ସୀମିତ ରହିଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେଉଥିବାବେଳେ ରାଜ୍ୟର...
ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି: ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ ଈଟିଭି କର୍ମଚାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ଈଟିଭି କର୍ମଚାରୀ। ସେମାନେ ରାମୋଜୀ ରାଓଙ୍କ ଦଶାହ ଅବସରରେ ଶୁଦ୍ଧିକ୍ରିୟା...
ପଶ୍ଚିମବଙ୍ଗରେ ବଡ଼ଧରଣର ରେଳ ଦୁର୍ଘଟଣା: ୫ ଯାତ୍ରୀ ମୃତ, ୩୦ରୁ ଅଧିକ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ି ଷ୍ଟେସନ ନିକଟରେ ସୋମବାର ସକାଳେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି। ଏଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଗୋଟିଏ ମାଲଗାଡ଼ି ପଛରୁ ଧକ୍କା ଦେବା ଫଳରେ ଦୁର୍ଘଟଣା ହୋଇଛି।...





















