ଅବକାରୀ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ବୈଧ – ଦିଲ୍ଲୀ ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଦାଲତରୁ ଲାଗିଛି ଝଟକା। ନିଜ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନକୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଖାରଜ...

ଶାନ୍ତିଲତା ବାରିକ ଛୋଟରାୟଙ୍କ ଲୋକପ୍ରିୟ ଭଜନ ‘ରଙ୍ଗ ମାଟିଲୋ…’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=hS8pJi34LUk&list=PLKig8_kZBmDO02Z3-RD5pxFkTHrW1ZicE ‘ହେ ଚକାନୟନ’, ‘ମୋ ପ୍ରଭୁ ଜଗନ୍ନାଥ, ବାଲିରେଣୁ ମହାବନ୍ଧ, ‘ରଙ୍ଗ ମାଟିଲୋ…’  ଏଭଳି ଭାବପୂର୍ଣ୍ଣ ଭଜନ ଗାଇଥିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ସେ ଆଜି ଆମ ଗହଣରେ ନାହାନ୍ତି...

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ମିଳିବ ‘ଜେଡ୍’ କାଟାଗୋରି ସୁରକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ମିଳିବ ‘ଜେଡ୍’ କାଟାଗୋରି ସୁରକ୍ଷା। ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କର ସୁରକ୍ଷା ବୃଦ୍ଧି କରାଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ...

ଓଡ଼ିଶାରେ ୧୩ ତାରିଖ ପରଠୁ ପୁଣି ବଢ଼ିବ ତାତି!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆସନ୍ତା ୧୩ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନିଦିନ ହେଲା ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ ତାଲିକାରୁ ବାଦ ପଡ଼ିଲା ବିଜେଡି ନେତା ଭି କେ ପାଣ୍ଡିଆନଙ୍କ ନାଁ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କ ତାଲିକାରୁ ବାଦ ପଡ଼ିଛି ବିଜେଡି ନେତା ଭି କେ ପାଣ୍ଡିଆନ। ରାଜ୍ୟରେ ନିର୍ବାଚନ ଆଚରଣ ବିଧି ବଳବତ୍ତର ଥିବାରୁ ସେ କୌଣସି ସରକାରୀ ସୁବିଧା ପାଇପାରିବେ ନାହିଁ।...

ଶାନ୍ତିଲତା ବାରିକ ଛୋଟରାୟଙ୍କ ଲୋକପ୍ରିୟ ଭଜନ ‘କୃଷ୍ଣ କଥା ଦିନେ ପଡ଼ିଗଲା ମନେ…’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=56gOcX2Ok1I ‘ହେ ଚକାନୟନ’, ‘ଭଜି ଭଜି ତୋ ନାମ ଚକାନୟନ’, ‘ମୋ ପ୍ରଭୁ ଜଗନ୍ନାଥ, ବାଲିରେଣୁ ମହାବନ୍ଧ, ‘କୃଷ୍ଣ କଥା ଦିନେ ପଡ଼ିଗଲା ମନେ…’ ଏଭଳି ଭାବପୂର୍ଣ୍ଣ ଭଜନ ଗାଇଥିଲେ ଲୋକପ୍ରିୟ କଣ୍ଠଶିଳ୍ପୀ...

ବାଙ୍ଗିରିପୋଷି ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ୨୦ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଯାତ୍ରୀ ଆହତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅନୁଗୁଳରୁ...

ଆମେରିକାର ଫ୍ଲୋରିଡ଼ାରେ ପାଳନ ହେଲା ‘ଉତ୍କଳ ଉତ୍ସବ’

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାର ଫ୍ଲୋରିଡ଼ା ରାଜ୍ୟରେ ପାଳନ ହେଲା ‘ଉତ୍କଳ ଉତ୍ସବ’। ବିଦେଶ ମାଟିରେ ଶୁଭିଲା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ। ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ତରଫରୁ ଫ୍ଲୋରିଡ଼ା ରାଜ୍ୟର ଟାମ୍ପା ସହରରେ ପାଳନ...

ଓଡ଼ିଶାରେ ଆହୁରି ୨ ଦିନ କାଳବୈଶାଖୀ ବର୍ଷା: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଅନେକ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ହୋଇଛି। ଫଳରେ ଗତ କିଛି ଦିନର ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ଵସ୍ତି ମିଳିଛି। ଆହୁରି...

କନ୍ଧମାଳ: ବ୍ରିଜ ତଳକୁ ସ୍କୁଟି ଖସି ଚାଲିଗଲା ୩ ସାଙ୍ଗଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରିଜ ତଳକୁ ସ୍କୁଟି ଖସି ପଡ଼ିବାରୁ ୩ ଜଣ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ମଣ୍ଡାକିଆ ବୁଡ଼ାମାହା ଅଞ୍ଚଳରେ। ମୃତକମାନେ ହେଲେ ରାଇକିଆର...