ରାଜ୍ୟ ଅତିଥି ଭବନରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ସରକାର ଗଢ଼ିଛି ବିଜେପି। ମୋହନ ଚରଣ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ନୂଆ କାର୍ଯ୍ୟାଳୟ ପାଇଁ କୈଣସି ଉପଯୁକ୍ତ ସ୍ଥାନ ବଛା ଯାଇପାରିନାହିଁ।...

ନିତ୍ୟାନନ୍ଦ ଗଣ୍ଡ – ନୂଆ ସରକାରରେ ନୂଆ ମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=NmygFf8wUO0 ଓଡ଼ିଶାରେ ହୋଇଥିବା ବିଜେପି ସରକାରରେ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି ନିତ୍ୟାନନ୍ଦ ଗଣ୍ଡ। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ସେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନବରଙ୍ଗପୁର...

ନିଟ୍ ପରୀକ୍ଷା ବିବାଦ: ରଦ୍ଦ ହେଲା ଗ୍ରେସ ମାର୍କ ପାଇଥିବା ୧୫୬୩ ପରୀକ୍ଷାର୍ଥୀଙ୍କ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-୨୦୨୪କୁ ନେଇ ବଡ଼ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଏହି ପରୀକ୍ଷାରେ ଗ୍ରେସ ମାର୍କ ପାଇଥିବା ୧,୫୬୩ ପରୀକ୍ଷାର୍ଥୀଙ୍କ ରେଜଲ୍ଟକୁ ରଦ୍ଦ ହୋଇଛି। ଗ୍ରେସ୍ ମାର୍କ ପାଇଥିବା...

ନବୀନ ନିବାସରୁ ହଟିଲା ସୁରକ୍ଷା ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରୁ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ନବୀନ ନିବାସର ଇନର କର୍ଡନ ସୁରକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରାଯାଇଛି। କେବଳ ବାହାରେ ସୁରକ୍ଷା...

କୁଏତରେ ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪୦ ଭାରତୀୟ ଶ୍ରମିକଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଏତର ମଙ୍ଗଫ୍‌ ସହରର ଏକ ବହୁତଳ କୋଠାରେ ବୁଧବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪୦...

ଖୋଲିଲା ଶ୍ରୀମନ୍ଦିରର ଚାରି ଦ୍ଵାର

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଖୋଲିଛି ଶ୍ରୀମନ୍ଦିରର ଚାରି ଦ୍ଵାର। ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନୂଆ ମନ୍ତ୍ରିମଣ୍ଡଳର ସବୁ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ...

କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ବିଜେପିର ବରିଷ୍ଠ ବିଧାୟକ ରବି ନାରାୟଣ ନାଏକ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=GclBTprjCkg ଓଡ଼ିଶାରେ ଆରମ୍ଭ ହୋଇଛି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ତା’ ସହିତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଆଜି ଶପଥ ନେଇଛନ୍ତି। ଏହି କ୍ରମରେ...

ଓଡ଼ିଶାରେ ବିଜେପି ସରକାର: ଜାଣନ୍ତୁ ମୋହନଙ୍କ ମନ୍ତ୍ରିମଣ୍ଡଳରେ କିଏ ହେଲେ ସାମିଲ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଆଜିଠାରୁ ଓଡ଼ିଶାରେ ସରକାର ଗଢ଼ିବ ବିଜେପି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ଦୁଇଜଣ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ...

କାଲିଠୁ ଆରମ୍ଭ ହେବ ଖେଳ – ପ୍ରଶାନ୍ତ ଜଗଦ୍ଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=Hcsa30SAdcg ଓଡ଼ିଶାରେ ବିଜେପିର ନୂଆ ସରକାର ଗଠନ ହେବା କ୍ଷଣି ପୁଣି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ନୂଆ ସରକାର ରାଜ୍ୟରେ ଦୁର୍ନୀତି କରିଥିବା ସବୁ ଲୋକଙ୍କ ହିସାବ...

କାଲିଠୁ ଖୋଲିବ ଶ୍ରୀମନ୍ଦିରର ଚାରିଦ୍ଵାର: ବିଜେପି ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ୪ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=lhli_MzK2M4 ଆସନ୍ତାକାଲି, ଗୁରୁବାର ଦିନଠାରୁ ଖୋଲିବ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର। ମଙ୍ଗଳଆଳତୀ ନୀତି ପରେ ଭକ୍ତଙ୍କ ପାଇଁ ଚାରିଦ୍ଵାର ଖୋଲାଯିବ। ମୋହନ ଚରଣ ମାଝୀଙ୍କ ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ଏହି...