ଆଜି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ – ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ରାଜ୍ୟରେ ଗଠିତ ହୋଇଛି ବିଜେପିର ପ୍ରଥମ ସରକାର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।...
ବିଜେପି ସରକାରରେ ଯୁବ ଚେହେରା ସୂର୍ଯ୍ୟବଂଶୀ ସୂରଜ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାର ଗଠନ କରିଛି। ମୋହନ ଚରଣ ମାଝୀଙ୍କ ସରକାରରେ ୮ ଜଣ କ୍ୟାବିନେଟ୍ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। ତା’ ଭିତରେ ଯୁବ ଚେହେରା...
ଓଡ଼ିଶା ବିଧାନସଭାର ବାଚସ୍ପତି ହେବେ ସୁରମା ପାଢ଼ୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ବିଜେପିର ବରିଷ୍ଠ ନେତ୍ରୀ ତଥା ରଣପୁର ବିଧାୟକ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ହେବେ। ବିଜେପି ସରକାରର ଶପଥ ଗ୍ରହଣ ଉତ୍ସବ ଶେଷ ହେବା ପରେ ଏନେଇ ସୂଚନା...
ସୁରେଶ ପୂଜାରୀ – ନୂଆ ସରକାରରେ ଅଭିଜ୍ଞ ଚେହେରା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାର। ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ। ଏହି ନୂଆ ମନ୍ତ୍ରିମଣ୍ଡଳରେ ବିଜେପିର ବରିଷ୍ଠ ନେତା ସୁରେଶ ପୂଜାରୀ ସ୍ଥାନ ପାଇଛନ୍ତି। ସେ...
ପୃଥ୍ୱୀରାଜ ହରିଚନ୍ଦନ – ଚିଲିକା ଆସନରୁ ଜିତିଲେ, ମନ୍ତ୍ରୀ ପଦ ପାଇଲେ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=qukyiM8slag
ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଠନ କରିଛି ବିଜେପି। ଏହି ନୂଆ ସରକାରରେ ମନ୍ତ୍ରୀ ପଦ ପାଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ...
ଶପଥ ନେଲେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=46O9sivxJws
ଓଡ଼ିଶାରେ ବିଜେପି ସରକାରରେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପ୍ରଭାତୀ ପରିଡ଼ା। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ...
ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କନକ ବର୍ଦ୍ଧନ ସିଂଦେଓ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=TfuCd-mvcqU
ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଠନ କରିଛି ବିଜେପି। ଏଥିରେ ଉପମୁଖ୍ୟମନ୍ତ୍ରୀ ଭାବେ ସ୍ଥାନ ପାଇଛନ୍ତି ବିଜେପିର ବରିଷ୍ଠ ନେତା କନକ ବର୍ଦ୍ଧନ ସିଂଦେଓ। ଭୁବନେଶ୍ୱର ଜନତା ମଇଦାନଠାରେ...
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=RhCAmqWojOw
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ସେ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ...
ଆଜିଠାରୁ ଓଡ଼ିଶାରେ ବିଜେପି ସରକାର: ଭୁବନେଶ୍ଵରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଆଜିଠାରୁ ଓଡ଼ିଶାରେ ସରକାର ଗଢ଼ିବ ବିଜେପି। ଜନତା ମଇଦାନଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ଲାଗି ଭୁବନେଶ୍ଵରରେ...
ପ୍ରଶାନ୍ତ ଜଗଦ୍ଦେବଙ୍କୁ ଓଡ଼ିଶା ହାଇକୋର୍ଟରୁ ମିଳିଲା ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ମିଳିଲା ନିୟମିତ ଜାମିନ। ବୁଥ ଭଙ୍ଗାରୁଜା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜୁନ ୭ ତାରିଖରେ ତିନିଦିନ ପାଇଁ ଅନ୍ତରୀଣ...





















