ଜମ୍ମୁ କଶ୍ମୀର: ତୀର୍ଥଯାତ୍ରୀ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ, ୧୦ ମୃତ ଓ ୩୩ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ରିୟାସି ଜିଲ୍ଲାରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ବୈଷ୍ଣୋଦେବୀ ଯାଉଥିବା ଏକ ତୀର୍ଥଯାତ୍ରୀ ବସ୍ ରବିବାର ରାତିରେ ଆତଙ୍କବାଦୀଙ୍କ ଆକ୍ରମଣରେ ପାହାଡ଼ ତଳକୁ ଖସି ପଡ଼ିଛି। ଏଥିରେ ୧୦ଜଣଙ୍କ...
ରାଜନୀତିରୁ ପାଣ୍ଡିଆନଙ୍କ ସନ୍ନ୍ୟାସ: ‘ସରି’ କହି ବିଦାୟ ନେଲେ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/O0nchcstz_Y?si=qykIxLZhGqXuZ4Dv
ବହୁତ ସ୍ଵଳ୍ପ ସମୟର ରାଜନୈତିକ ଜୀବନ। ନିର୍ବାଚନର କେଇ ମାସ ତଳେ ବିଜେଡିରେ ଯୋଗ ଦେଇଥିଲେ ଭିକେ ପାଣ୍ଡିଆନ। କିନ୍ତୁ ନିଜେ ସେ ଆଜି ସେଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ନିର୍ବାଚନରେ ବିଜେଡିର...
‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ: ଶେଷ ଦିନରେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ମାଷ୍ଟର କ୍ଲାସ୍ ଆକର୍ଷଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ତିନି ଦିନରେ ୧୫ଟି ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପ୍ରଦର୍ଶିତ, ଦର୍ଶକଙ୍କ ଭିତରେ ଉତ୍ସାହ।
(ଭୁବନେଶ୍ୱର): ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି। ଶେଷ ଦିନରେ...
ମୋଦୀଙ୍କ କ୍ୟାବିନେଟରେ ୩ ଓଡ଼ିଆ: କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ଵିନୀ ବୈଷ୍ଣବ ଓ ଜୁଏଲ...
ଓଡ଼ିଶାଲାଇଭ୍ ବ୍ୟୁରୋ
ନରେନ୍ଦ୍ର ମୋଦୀଙ୍କ ତୃତୀୟ ସରକାରରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଓଡ଼ିଶାର ୩ ଜଣ ନେତା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ଵିନୀ ବୈଷ୍ଣବ ଓ ଜୁଏଲ ଓରାମ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି...
ପ୍ରଧାନମନ୍ତ୍ରୀ ଭାବେ ତୃତୀୟଥର ପାଇଁ ଶପଥ ନେଲେ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/zCkiFnCi6X8?si=e4N8G1yqaWPpzi4S
ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟଥର ପାଇଁ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ସେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର...
ଜାଣନ୍ତୁ ନରେନ୍ଦ୍ର ମୋଦୀଙ୍କ ତୃତୀୟ କ୍ୟାବିନେଟରେ କିଏ ହେବେ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ। ତେବେ ଏହାପୂର୍ବରୁ...
ରାଜନୀତିରୁ ସନ୍ୟାସ ନେଲେ ଭିକେ ପାଣ୍ଡିଆନ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/O0nchcstz_Y?si=qykIxLZhGqXuZ4Dv
ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ନେଇଛନ୍ତି ଭିକେ ପାଣ୍ଡିଆନ। ଏନେଇ ରବିବାର ସେ ଏକ ଭିଡିଓ ବାର୍ତ୍ତା ଜାରି କରି ଘୋଷଣା କରିଛନ୍ତି। ଚଳିତ ନିର୍ବାଚନରେ...
ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପ: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ନ୍ୟୁୟର୍କର ନସାଉ କାଉଣ୍ଟି ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...
ଓଡ଼ିଶା ନିର୍ବାଚନ ୨୦୨୪: ବଡ଼ ଲଢ଼େଇ ଛୋଟ ବ୍ୟବଧାନ, ଅଳ୍ପକେ ବଦଳିଗଲା ଭବିଷ୍ୟତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଳ୍ପ ହେଉ ପଛେ ଜିତିଛନ୍ତି। ନ ହେଲେ ପୁଣି ଭାଗ୍ୟ ପରୀକ୍ଷା କରିବା ପାଇଁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିଥାନ୍ତା। ଯେଉଁମାନେ ଜିତିଲେ ଆଜି ଶାନ୍ତିରେ ନିଶ୍ଵାସ ମାରୁଥିବେ। କିନ୍ତୁ...
‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଦ୍ୱିତୀୟ ଦିନ: ଭୁବନେଶ୍ୱରରେ କାଷ୍ଟିଂ ଓ ଅଡିସନ୍ ପାଇଁ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଖୋଲିବେ...
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବଲିଉଡ୍ ହେଉ ବା ଓଲିଉଡ୍, ବର୍ତ୍ତମାନ ସମୟରେ ସବୁଠି ପ୍ରତିଭାସମ୍ପନ୍ନ ଅଭିନେତା ଓ ନିର୍ଦ୍ଦେଶକମାନଙ୍କର ଚାହିଦା ରହିଛି। ତେଣୁ ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲିଉଡର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ...





















