ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ସନ୍ଧ୍ୟାରେ ସରିବ ପ୍ରଚାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ସରିବ ପ୍ରଚାର। ଏହି ପର୍ଯ୍ୟାୟରେ ଶନିବାର ରାଜ୍ୟର ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍...

ପୁରୀରେ ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ: ୩ ଜଣଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଚନ୍ଦନ ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳବେଳେ ଭୟଙ୍କର ବାଣ ବିସ୍ଫୋରଣ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ରୁ ଅଧିକ ଲୋକ ଆହତ...

ଋତୁସ୍ରାବ ପରିଚ୍ଛନ୍ନତା ବିଷୟରେ ଓଡ଼ିଶାରେ ବ୍ୟାପକ ସଚେତନତା ପାଇଁ ବିଶେଷ ଡିଜିଟାଲ କ୍ୟାମ୍ପେନ

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ (ଭୁବନେଶ୍ୱର): ମାସିକ ଋତୁସ୍ରାବ ବା ପିରିୟଡ୍‌ସ ଜଣେ କିଶୋରୀ ବା ନାରୀ ଜୀବନର ଏକ ପ୍ରାକୃତିକ ତଥା ସ୍ୱାଭାବିକ ପ୍ରକ୍ରିୟା। କିନ୍ତୁ ଏହାକୁ ନେଇ ଏବେ ବି ମହିଳାଙ୍କ ଭିତରେ...

୨୫ ବର୍ଷ ପରେ ଓଡ଼ିଶାରେ ସରକାର ବଦଳେଇବା ପାଇଁ ଭୋଟ୍ ଦେଇଛନ୍ତି ରାଜ୍ୟବାସୀ – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମାରାଥନ୍ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବୁଧବାର ସେ ବାରିପଦା, ବାଲେଶ୍ଵର ଓ କେନ୍ଦ୍ରାପଡ଼ାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦଳୀୟ...

କନ୍ଧମାଳ ଜିଲ୍ଲା ଫିରିଙ୍ଗିଆରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ: ୨ ଜଣ ମୃତ ଓ ୪୦ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆରେ ମଙ୍ଗଳବାର ରାତିରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ ଜଣ ଆହତ ହୋଇଛନ୍ତି।...

କିଏ ଜିତିବ ଭଦ୍ରକ ବିଧାନସଭା ଆସନ: ପୁଣି ବିଜେଡି ନା ପଲଟିବ ବାଜି?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଭଦ୍ରକରେ ବିଜେଡି ହାଟ୍ରିକ ଜିତିସାରିଥିବା ବେଳେ ପୁଣି ଥରେ ବାଜିମାତ କରିବା ଲକ୍ଷ୍ୟରେ ଅଛି। ବିଜେଡିର ଭେଟେରାନ ନେତା ପ୍ରଫୁଲ୍ଲ ସାମଲଙ୍କ ଲଢ଼େଇ ଏଥର କଂଗ୍ରେସ ଓ ବିଜେପିର ଦୁଇ...

ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା: ଜାମିନ ଅବଧି ବଢ଼ାଇବା ଆବେଦନ ଖାରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି। ନିଜର ଜାମିନ ଅବଧି ବଢ଼ାଇବା ପାଇଁ ସେ କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏହା ଉପରେ ଅନ୍ୟ କୌଣସି...

ଓଡ଼ିଶାରେ ଆହୁରି ୩ ଦିନ ଗ୍ରୀଷ୍ମପ୍ରବାହ: ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କିଛି ଦିନର ବର୍ଷା ପରେ ଏବେ ପାଣିପାଗରେ ପରିବର୍ତ୍ତନ ଆସିଛି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଆହୁରି...

ଅସୁସ୍ଥତା କାରଣରୁ ପ୍ରଶାନ୍ତ ଜଗଦ୍ଦେବ ଏସସିବି ମେଡିକାଲରେ ଭର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଖୋର୍ଦ୍ଧାରୁ ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ସକାଳେ ତାଙ୍କୁ ଖୋର୍ଦ୍ଧା ଜେଲରୁ ଅଣାଯାଇ ଏସସିବିର ମେଡିସିନ୍ ୱାର୍ଡ ଆଇସିୟୁରେ ଭର୍ତ୍ତି କରାଯାଇଛି।...

ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ଆଇପିଏସ୍ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନୀ ପ୍ରକ୍ରିୟାରେ ହସ୍ତକ୍ଷେପ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ...