ଓଡ଼ିଶାର ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ...

ୟୁଜିସି-ନେଟ୍ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଆଜି ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ୟୁଜିସି-ନେଟ୍ ପରୀକ୍ଷା ପାଇଁ ଆବେଦନ ଜାରି ରହିଛି। ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଅଧ୍ୟାପକ ପଦବୀରେ ନିଯୁକ୍ତି ଓ ଜୁନିୟର ରିସର୍ଚ୍ଚ ଫେଲୋସିପ୍ (ଜେଆରଏଫ) ପାଇବା...

ମେ’ ୧୫ରୁ ଇଣ୍ଡିଆ ସ୍କିଲ୍ସ ୨୦୨୪: ଓଡ଼ିଶାରୁ ଭାଗ ନେବେ ୬୪ ଜଣ ପ୍ରତିଯୋଗୀ

ଓଡ଼ିଶାଲାଇଭ୍‌ ବ୍ୟୁରୋ • ମେ’ ୧୯ ତାରିଖ ଯାଏଁ ‘ଇଣ୍ଡିଆ ସ୍କିଲ୍ସ’ ପ୍ରତିଯୋଗିତା• ଜାତୀୟ ସ୍ତରରେ ପ୍ରତିଭା ଦେଖାଇବେ ଓଡ଼ିଆ ଛାତ୍ରଛାତ୍ରୀ• ୪୮ଟି ସ୍କିଲରେ ଦକ୍ଷତା ଦେଖାଇବେ ୬୪ ଜଣ ପ୍ରତିଯୋଗୀ (ଭୁବନେଶ୍ୱର): ବିଭିନ୍ନ ବିଷୟରେ...

ପିରିୟଡସ୍ ବେଳେ ସଠିକ୍ ସାନିଟାଇଜ୍ ପ୍ୟାଡ ବ୍ୟବହାର କରିବା ଦରକାର – ଡାକ୍ତର ଚିନ୍ମୟୀ କର

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=yLb1k-YjCqM ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ଋତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍...

ବିଜେଡି-ବିଜେପି-କଂଗ୍ରେସ: କାହା ଭାଗରେ ପଡ଼ିବ ବାଲେଶ୍ଵର ଲୋକସଭା ଆସନ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=7pRpm_x6VwQ&t=79s ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ପାଣ୍ଡିଆନ କହିଲେ ୨୮ରୁ ୨୪ ସିଟ୍ ବିଜେଡିର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ସୋମବାର ଦିନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବ୍ରହ୍ମପୁର, କୋରାପୁଟ, କଳାହାଣ୍ଡି ଏବଂ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୨୮ଟି ବିଧାନସଭା ଲାଗି ମତଦନା କରିଛନ୍ତି...

ଆସନ୍ତାକାଲି ଅମିତ ଶାହଙ୍କ ଓଡ଼ିଶା ଗସ୍ତ, କଟକରେ କରିବେ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ ବିଜେପି ନେତା ଅମିତ ଶାହ। ବୁଧବାର ଅପରାହ୍ଣରେ ସେ କଟକରେ ଏକ ରୋଡ ସୋ’ କରିବେ। ଏହାପୂର୍ବରୁ ସେ ସୋରଡ଼ା ଓ ବୌଦ୍ଧରେ ଦଳୀୟ ସମାବେଶରେ...

ଭୁବନେଶ୍ଵର-ପୁରୀ ରାଜପଥରେ ମାତିଛନ୍ତି ଲୁଟେରା, ଚେଇଁ ଶୋଇଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର-ପୁରୀ ରାଜପଥରେ ମାତିଛନ୍ତି ଲୁଟେରା। ଦିନ ଦ୍ଵି’ପ୍ରହରରେ ଲୋକଙ୍କୁ ମରଣମୁହଁକୁ ଠେଲି ଲୁଟି ନେଉଛନ୍ତି ସବୁକିଛି। ଅସୁରକ୍ଷିତ ହୋଇପଡ଼ିଛି ଭୁବନେଶ୍ଵର-ପୁରୀ ରାଜପଥ। ସ୍ପଷ୍ଟ ଦିବାଲୋକରେ ଘଟୁଛି ରାହାଜାନୀ। ଏହି ରାଜପଥରେ ଯାଉଥିବା ଯାତ୍ରୀଙ୍କୁ...

ସୋର ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା ବିଜେପି, ପର୍ଶୁରାମ ଧଡ଼ାଙ୍କୁ ମିଳିଲା ଟିକେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ଜିଲ୍ଲା ସୋର ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ବିଜେପି। ପର୍ଶୁରାମ ଧଡ଼ାଙ୍କୁ ଏଠାରୁ ଦଳର ନୂଆ ପ୍ରାର୍ଥୀ ଭାବେ ଟିକେଟ ଦିଆଯାଇଛି। ଏଠାରେ ଆଗରୁ ରାଜେନ୍ଦ୍ର ଦାସଙ୍କୁ ଦଳ...

ମୁମ୍ବାଇରେ ବିଜ୍ଞାପନ ହୋର୍ଡିଂ ନେଇଗଲା ୧୪ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁମ୍ବାଇରେ ସୋମବାର ହୋଇଥିବା ଘୂର୍ଣ୍ଣିଝଡ଼ ଓ ବର୍ଷା ଯୋଗୁଁ ଅନେକ ଧନଜୀବନ ନଷ୍ଟ ହୋଇଛି। ଏହି ଝଡ଼ରେ ମୁମ୍ବାଇର ଘାଟକୋପର ଅଞ୍ଚଳରେ ଏକ ବିରାଟ ବିଜ୍ଞାପନ ହୋର୍ଡିଂ ଭୁଶୁଡ଼ି ପଡ଼ିବା ଘଟଣାରେ...