ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ୍ ସୋ’: କମ୍ପିଲା ଜନପଥ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଭୁବନେଶ୍ୱରରେ ବିଶାଳ ରୋଡ୍ ସୋ' କରିଛନ୍ତି। ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏଁ ହୋଇଥିବା ଏହି ଶୋଭାଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଥିଲେ। ଘଣ୍ଟଘଣ୍ଟା, ହୁଳହୁଳି ତଥା...

ଓଡ଼ିଶାରେ ମେଣ୍ଟ ରାଜନୀତିର କାହାଣୀ – ୧୯୩୭ରୁ ୨୦୨୪

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନିର୍ବାଚନ ସମୟ ଆସିଲେ ‘ମେଣ୍ଟ ରାଜନୀତି’ କଥା ଉଠେ। ଏଇ ଯେମିତି ୨୦୨୪ ନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶାରେ ବିଜେଡି-ବିଜେପି ଭିତରେ ପୁଣି ମେଣ୍ଟ ଚର୍ଚ୍ଚା ହେଉଥିଲା। ଏନେଇ ଉଭୟ ଦଳର...
ossc

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ସିଏଚଏସଏଲ୍ ପରୀକ୍ଷା ପାଇଁ ଆବେଦନ ଜାରି, ମେ’ ୨୭ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ହାଇୟର ସେକେଣ୍ଡାରି ଲେଭାଲ (ସିଏଚଏସଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗର ସମାବର୍ତ୍ତନ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ ୨୦୨୩-୨୪ ବ୍ୟାଚରେ ତାଲିମ ପାଠ୍ୟକ୍ରମ ଶେଷ...

ପ୍ରାର୍ଥିପତ୍ର ଦାଖଲ କଲେ ବିଭିନ୍ନ ଦଳର ହେଭିଓ୍ଵେଟ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଶୁକ୍ରବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ହେଭିଓ୍ଵେଟ ନେତା। କେନ୍ଦ୍ରାପଡ଼ା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେଡି ପ୍ରାର୍ଥୀ ଅଂଶୁମାନ...

ନୟାଗଡ଼ ଜିଲ୍ଲାର ୪ ବିଧାନସଭା ଆସନରେ ଲଢ଼ିବେ ୩୨ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲାରେ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜିଲ୍ଲାର ୪ଟି ବିଧାନସଭା ଆସନରେ ମୋଟ ୩୨ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଭୋଟ ଗ୍ରହଣ ପାଇଁ ନୟାଗଡ଼ରେ ୯୩୭ଟି...

କେମିତି ଫିଟ୍ ରହିବେ ମହିଳା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=tCPwKt6anJw ମହିଳାମାନେ ଶାରୀରିକ ଏବଂ ମାନସିକ ଭାବରେ ସୁସ୍ଥ ରହିବା ପାଇଁ ନିୟମିତ ବ୍ୟାୟାମ, ସନ୍ତୁଳିତ ପୁଷ୍ଟିକର ଖାଦ୍ୟ ଖାଇବା ଆବଶ୍ୟକ। ଏହା ସହିତ ନିୟମିତ ବ୍ୟବଧାନରେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା...

ଭଣ୍ଡାରିପୋଖରୀରେ ହେବ ତ୍ରିମୁଖୀ ଲଢ଼େଇ: ପୁଣି ଥରେ ଭାଗ୍ୟ ପରୀକ୍ଷା କରୁଛନ୍ତି ନିରଞ୍ଜନ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ହେବ ତ୍ରିମୁଖୀ ଲଢ଼େଇ। ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ଏଥର ହେବ କଡ଼ା ଟକ୍କର। ବିଜେଡି ଦଖଲରେ...

ଆନନ୍ଦପୁରରେ ଭୋଟ୍ ବିଭାଜନ ବିଗାଡ଼ିବ ସମୀକରଣ: ଫାଇଦା ନେବେ କି ଜୟଦେବ?

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦୁଝର ଜିଲ୍ଲାର ସବୁଠାରୁ ଗୁରୁତ୍ଵପୂର୍ଣ୍ଣ ନିର୍ବାଚନମଣ୍ଡଳୀ ମଧ୍ୟରୁ ଆନନ୍ଦପୁର ଗୋଟିଏ। ସବୁବେଳେ ଦ୍ଵିମୁଖୀ ଲଢ଼େଇ ଦେଖୁଥିବା ଏହି ନିର୍ବାଚନମଣ୍ଡଳୀରେ ଏଥର କିନ୍ତୁ ଅଲଗା ପ୍ରକାର ଲଢ଼େଇ ହେବାକୁ ଯାଉଛି। ଏଥର ବିକାଶ,...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ଵସ୍ତି: ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟରୁ ମିଳିଛି ଆଶ୍ଵସ୍ତି। ଏହି ମାମଲାରେ ତାଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦିଆଯାଇଛି।...