ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା: ଗିରଫଦାରୀ ମାମଲାରେ ଶୀଘ୍ର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ନିଜ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନ ଉପରେ ଶୀଘ୍ର ଶୁଣାଣି...

ଶେଷ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ପ୍ରକାଶିତ: ଓଡ଼ିଶାର ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ଆଜିଠୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭା ଆସନ ସାମିଲ ରହିଛି। ଜୁନ୍ ୧...

ବାଲେଶ୍ଵର ଲୋକସଭା ଆସନରେ କିଏ ମାରିବ ବାଜି?

https://www.youtube.com/watch?v=7pRpm_x6VwQ&t=79s ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ ଏଥର କଡ଼ା...

ବିରାଟ ଶୋଭାଯାତ୍ରାରେ ଆସି ନୟାଗଡ଼ ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଡକ୍ଟର ଅରୁଣ କୁମାର ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ଡକ୍ଟର ଅରୁଣ କୁମାର ସାହୁ। ସୋମବାର ବିରାଟ ଶୋଭାଯାତ୍ରାରେ ଆସି ସେ ନୟାଗଡ଼ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ।...

ଚାଲିଛି ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ: ଗୁଜରାଟରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ମଙ୍ଗଳବାର ଜାରି ରହିଛି। ଦେଶର ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଆସନରେ ଭୋଟରମାନେ ନିଜ ଭୋଟ ମାଧ୍ୟମରେ ନେତାଙ୍କ ଭାଗ୍ୟ...

ଓଡ଼ିଶାରେ ପ୍ରଥମ ଥର ଚାଲିବ ଡବଲ ଇଞ୍ଜିନ ସରକାର – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଭୋଟ ପଡ଼ିନି କି ଫଳାଫଳ ଆସିନି, ହେଲେ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଚାଲିବ ବୋଲି ଦମ୍ଭୋକ୍ତି ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। “ଓଡ଼ିଶାରେ ଅସ୍ତ ହେଉଛି...

ପାଗ ଖରାପ: ଭୁବନେଶ୍ଵରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ କାଳବୈଶାଖୀ ପ୍ରଭାବରେ ପବନର ବେଗ ବଢ଼ିବାରୁ ଭୁବନେଶ୍ଵରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଫଳରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଝାରସୁଗୁଡ଼ା ଅଭିମୁଖେ ଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ସୁରକ୍ଷିତ ଭାବେ ଓହ୍ଲାଇ...

କାହାର ହେବ ଦିଗପହଣ୍ଡି: ସୂର୍ଯ୍ୟଙ୍କ ଗଡ଼ରେ ପଦ୍ମ ଫୁଟାଇ ପାରିବେ କି ସିଦ୍ଧାନ୍ତ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=BPdpI3rlusE କେବଳ ଗଞ୍ଜାମ ନୁହେଁ ସମଗ୍ର ଓଡ଼ିଶାର ଏକ ଗୁରୁତ୍ଵପୂର୍ଣ୍ଣ ଆସନ ହେଉଛି ଦିଗପହଣ୍ଡି। ଅନେକ ବର୍ଷରୁ ଏହା ବିଜେଡିର ଗଡ଼ ରହି ଆସିଛି। ଓଡ଼ିଶା ରାଜନୀତିର ଟାଣୁଆ ନେତା ସୂର୍ଯ୍ୟନାରାୟଣ...

ଝାଡ଼ଖଣ୍ଡ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଠିକଣାରେ ଇଡି ଚଢ଼ଉ: ୨୫ କୋଟିରୁ ଅଧିକ ଟଙ୍କା ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ରାଞ୍ଚିରେ ଝାଡ଼ଖଣ୍ଡର ମନ୍ତ୍ରୀ ତଥା କଂଗ୍ରେସ ନେତା ଆଲାମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲଙ୍କ ଘର ସମେତ ଏକାଧିକ ସ୍ଥାନରେ ଚଢ଼ଉ କରିଛି। ଏଥିରେ...

ପିରିୟଡସ୍ ହେଉଛି ନାରୀ ଜୀବନର ଏକ ପରିଚୟ – ସୁଲୋଚନା ଦାସ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=WMEKOjtEoFg ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...