ବାକିଥିବା ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେଡି
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ବାକି ରହିଥିବା ୩ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେଡି। ଗୁରୁବାର ଦିନ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି...
କଣ୍ଟାବାଞ୍ଜି ବିଧାନସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଦିନ ନବୀନ ପଟ୍ଟନାୟକ ବିରାଟ ଶୋଭାଯାତ୍ରାରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।...
ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ: ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାରି ରହିଛି ମାତ୍ରାଧିକ ଗ୍ରୀଷ୍ମପ୍ରବାହ। ଉପକୂଳରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ସବୁଆଡ଼େ ଖରା ଓ ଗୁଳୁଗୁଳି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ତେବେ ବୁଧବାର କାଳବୈଶାଖୀ ବର୍ଷା ଯୋଗୁଁ...
ଆଜି କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
କଣ୍ଟାବାଞ୍ଜି ବିଧାନସଭା ଆସନରୁ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଟିଟଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ। ଏହାପୂର୍ବରୁ ସେ ସେଠାରେ ଶୋଭଯାତ୍ରା...
ଭୁବନେଶ୍ଵର: ନିର୍ବାଚନରେ ଭିନ୍ନକ୍ଷମ ଭୋଟରଙ୍କୁ ଭୋଟ୍ ଦେବାକୁ ଉତ୍ସାହିତ କରିବା ପାଇଁ ସଚେତନତା ଅଭିଯାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସ୍ଵାଭିମାନ ଏବଂ ଓଡିଶା ଷ୍ଟେଟ ଡିସାବିଲିଟି ନେଟୱାର୍କର ମିଳିତ ପ୍ରୟାସରେ ଭୁବନେଶ୍ୱରରେ ଏକାଧିକ ଛୋଟ ବଡ଼ ସଚେତନମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭିନ୍ନକ୍ଷମ ଭୋଟରମାନଙ୍କୁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସାମିଲ ହୋଇ...
ମଝି ଆକାଶରେ କୂଆ ପଥର ମାଡ଼: ଭୁବନେଶ୍ୱର ବିମାନବନ୍ଦରରେ ‘ଭିସ୍ତାରା’ ଏୟାରଲାଇନ୍ସ ବିମାନର ଜରୁରୀ ଅବତରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଝି ଆକାଶରେ କୂଆ ପଥର ମାଡ଼ ଯୋଗୁଁ ‘ଭିସ୍ତାରା’ ଏୟାରଲାଇନ୍ସର ଏକ ବିମାନର ଭୁବନେଶ୍ୱର ବିମାନବନ୍ଦରେ ଜରୁରୀକାଳୀନ ଅବତରଣ ହୋଇଛି। ବୁଧବାର ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ସମୟରେ କାଳବୈଶାଖୀ ପ୍ରଭାବରେ ବିମାନ...
ନୟାଗଡ଼: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଙ୍ଗନୱାଡ଼ି ସହାୟିକା ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ଜଣେ ସହାୟିକାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଙ୍ଗନୱାଡ଼ି ସହାୟିକା ସୁମତି...
ବଡ଼ ଲଢ଼େଇ ଦେଖିବ ରାଉରକେଲା: ମୁହାଁମୁହିଁ ହେବେ ଦିଲ୍ଲୀପ-ସାରଦା
ସରୋଜ କୁମାର ମହାପାତ୍ର
୨୦୧୪ ନିର୍ବାଚନ ପରେ ରାଉରକେଲା ବିଧାନସଭା ଆସନରେ ପୁଣିଥରେ ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ ଏବଂ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ଭିତରେ ହେବାକୁଯାଉଛି ବଡ଼ ଲଢ଼େଇ। ...
ବ୍ରହ୍ମଗିରିରେ ଶଙ୍ଖ ବାଜିବ ନା ପୁଣି ଫୁଟିବ ପଦ୍ମ?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାର ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବ୍ରହ୍ମଗିରିରେ ସବୁଠାରୁ ଜୋରଦାର ଲଢ଼େଇ ହୁଏ। ଦକ୍ଷିଣ ଓ ପୂର୍ବ ଓଡ଼ିଶାକୁ ସଂଯୋଗ କରୁଥିବା ଚିଲିକା ଓ ବଙ୍ଗୋପସାଗର କୂଳରେ ପରିବ୍ୟାପ୍ତ ଏ...
ବିଜେପିରୁ ଇସ୍ତଫା ଦେଲେ କାଳୁଚରଣ ଖଣ୍ଡାୟତରାୟ: ଖୋର୍ଦ୍ଧାରୁ ସ୍ଵାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେପିରୁ ଇସ୍ତଫା ଦେଇଛନ୍ତି ଖୋର୍ଦ୍ଧାର ବରିଷ୍ଠ ନେତା କାଳୁଚରଣ ଖଣ୍ଡାୟତରାୟ। ମଙ୍ଗଳବାର ସେ ତାଙ୍କ ଅନେକ ସମର୍ଥକଙ୍କ ସହ ବିଜେପିର ପ୍ରାଥମିକ ସଦସ୍ୟତା ଛାଡ଼ିଛନ୍ତି। ଖୋର୍ଦ୍ଧା ବିଧାନସଭା ଆସନରୁ ତାଙ୍କୁ ଟିକେଟ...





















