ସଡ଼କ ଦୁର୍ଘଟଣାରେ କ୍ରିକେଟର ଋଷଭ୍ ପନ୍ତ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ସଡ଼କ ଦୁର୍ଘଟଣାରେ କ୍ରିକେଟର ଋଷଭ୍ ପନ୍ତ ଗୁରୁତର ହୋଇଛନ୍ତି। ଡିଭାଇଡରରେ ପିଟି ହୋଇ ତାଙ୍କ କାର୍ ସମ୍ପୂର୍ଣ୍ଣ ଜଳିଯାଇଛି। ଦୁର୍ଘଟଣା ପରେ ଗୁରୁତର ଅବସ୍ଥାରେ ପନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀରୁ...

ଆନ୍ଧ୍ରପ୍ରଦେଶର ନେଲୋରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ଦଳାଚକଟା: ୮ ଜଣଙ୍କ ମୃତ୍ୟୁ, ୭ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲାର କାନ୍ଦୁକୁରୁ ସହରରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ଦଳର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ସାଧାରଣ ସଭାରେ ଦଳାଚକଟା ହୋଇ ୮ ଜଣଙ୍କର...

ଶ୍ରୀନିବାସ ମିଶ୍ରଙ୍କ ମୃତ୍ୟୁ ପରେ ଗବେଷଣା ପାଇଁ ମରଶରୀର ଦାନ କଲେ ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ମୃତ୍ୟୁ ପରେ ମର ଶରୀରକୁ ଗବେଷଣା ଲାଗି ଦାନ କରି ସମାଜ ପାଇଁ ପ୍ରେରଣ ମାଲଟିଛନ୍ତି ସ୍ୱର୍ଗତ ଶ୍ରୀନିବାସ ମିଶ୍ରଙ୍କ ପରିବାର ବର୍ଗ। ଖୋର୍ଦ୍ଧା ଜିଲ୍ଲା ପାତ୍ରପଡ଼ା ଅଞ୍ଚଳର ଶ୍ରୀନିବାସ ମିଶ୍ର କର୍କଟ...

ସୁଖୋଇ ବିମାନରୁ ‘ବ୍ରହ୍ମୋସ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ବାୟୁସେନା ଗୁରୁବାର ସୁଖୋଇ-୩୦ ଏମକେଆଇ ଯୁଦ୍ଧ ବିମାନରୁ ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଂପ୍ରସାରିତ ରେଞ୍ଜ ସଂସ୍କରଣର ସଫଳ ପରୀକ୍ଷଣ କରିଛି। ଏହି ବ୍ରହ୍ମୋସର ମାରକ କ୍ଷମତା ୪୦୦ କିଲୋମିଟର...

ପୁରୀ-ଜଳେଶ୍ୱର ପାସେଞ୍ଜର ଟ୍ରେନର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ରେଳ ଷ୍ଟେସନର ନବୀକରଣ କରି ଏହାକୁ ବିଶ୍ଵସ୍ତରୀୟ କରିବା ପାଇଁ ଗୁରୁବାର ଦିନ ଭୂମି ପୂଜନ କରାଯାଇଛି। ଏହି ଅବସରରେ ପୁରୀ-ଜଳେଶ୍ଵର ପାସେଞ୍ଜର ଟ୍ରେନର ଶୁଭାରମ୍ଭ କରାଯାଇଛି। କେନ୍ଦ୍ର ରେଳ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ତୃତୀୟ ଦିନ: ନନ୍ଦୋତ୍ସବ ପାଇଁ ଉତ୍ସବମୁଖର ଗୋପପୁର

ଓଡ଼ିଶାଲାଇଭ୍ ବ୍ୟୁରୋ (ବରଗଡ଼ରୁ ବୀରେନ୍ଦ୍ର କୁମାର ପ୍ରଧାନ): ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବରେ ପରିଚିତ ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି। ଚଳିତ ବର୍ଷ ଧନୁଯାତ୍ରାର ହୀରକ ଜୟନ୍ତୀ ପାଳନ କରାଯାଉଛି। ଉଦଘାଟନୀ...

ନୂଆବର୍ଷ ପାଇଁ ରାତି ୧ ଟାରୁ ଖୋଲିବ ଶ୍ରୀମନ୍ଦିର, ଦର୍ଶନ କରିବେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରରେ ପର୍ଯ୍ୟଟକ ତଥା ଭକ୍ତଙ୍କ ଅସମ୍ଭାଳ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ପାଇଁ...

ଭୁବନେଶ୍ୱର ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ – ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ରୂପ ନେବାକୁ ଯାଉଛି ଭୁବନେଶ୍ୱର ରେଳ ଷ୍ଟେସନ। ଭୁବନେଶ୍ୱର ରେଳ ଷ୍ଟେସନର ନବୀକରଣ ହେବା ସହ ଏହାକୁ ବିଶ୍ୱସ୍ତରୀୟ କରିବା ଲାଗି ଗୁରୁବାର ଦିନ ଭୂମି ପୂଜନ କରିଛନ୍ତି କେନ୍ଦ୍ର...

ହକି ବିଶ୍ଵକପ ଉଦଘାଟନୀ ଉତ୍ସବରେ ପ୍ରେମାନନ୍ଦଙ୍କ ସଙ୍ଗୀତ ସଂଯୋଜନାରେ ଝୁମିବ ସାରା ବିଶ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ପୁଅଙ୍କ କମ୍ପୋଜିସନରେ ଝୁମିବ ବିଶ୍ଵ, କମ୍ପିବ ବାରବାଟୀ। ଆସନ୍ତା ୧୧ତାରିଖରେ କଟକରେ ଆୟୋଜିତ ହେବ ହକି ବିଶ୍ଵକପ ଉଦଘାଟନୀ ଉତ୍ସବ। ଏଥିପାଇଁ ହକି ଆନଥେମର କମ୍ପୋଜିସନ ପ୍ରସ୍ତୁତ କରିଛନ୍ତି ଓଡ଼ିଶାର...

ନୂଆ ବର୍ଷରେ ଓଡ଼ିଶାରେ ଆରମ୍ଭ ହେବ ୫-ଜି ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ବର୍ଷରେ ଓଡ଼ିଶାର ମୋବାଇଲ ଉପଭୋକ୍ତାଙ୍କ ଲାଗି ୫-ଜି ସେବା ଉପଲବ୍ଧ ହେବାକୁ ଯାଉଛି। ଆସନ୍ତା ୨୦୨୩ ଜାନୁଆରି ୨୬ ତାରିଖ ପୂର୍ବରୁ ରାଜ୍ୟରେ ୫-ଜି ସେବା ଉପଲବ୍ଧ ହେବ ବୋଲି...